ଆମ ଜିଲା ଖବର

ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ପରଲୋକ

ବାରିପଦା ଅଫିସ,୨୩।୧୧: ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ବୁଧବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଚିକିତ୍ସିତ ହେଉଥିଲେ। ବୁଧବାର…

4 years ago

ଦାରିଙ୍ଗବାଡିରେ ଶୀତ ଉଭାନ, ହେଉନି ପର୍ଯ୍ୟଟକଙ୍କ ଭିଡ

ଦାରିଙ୍ଗବାଡି,୨୩।୧୧(ଡି.ଏନ.ଏ.): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୀତ ଉଦ୍ଭାନ ହୋଇଯାଇଛି। ଗତ ଏକ ସପ୍ତାହରେ ତାପମାତ୍ରା ୧୦ ଡିଗ୍ରୀରୁ ୧୫.୫ଡିଗ୍ରୀରେ ପହଞ୍ଚିଛି। ଫଳରେ…

4 years ago

ଆଖିକୁ ବାଲି ଫିଙ୍ଗିଲେ, ଖୁରରେ କାଟିଲେ

ପରଜଙ୍ଗ, ୨୩।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ଆତଙ୍କ ଥମିବାର ନଁା ଧରୁନାହିଁ। ବ୍ୟସ୍ତବହୁଳ ସଡ଼କରେ ମାରଣାସ୍ତ୍ରଧାରୀ ଅପରାଧୀମାନେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ…

4 years ago

ସୁଧାର ଆଣିପାରିବ ସଚେତନତା

ଛେଣ୍ଡିପଦା, ୨୩।୧୧ (ସ୍ବ.ପ୍ର.): ବଢ଼ୁଛି ଅପମିଶ୍ରିତ ଖାଦ୍ୟ ପଦାର୍ଥ ବିକ୍ରି। ଖାଉଟିଙ୍କ ସ୍ବାସ୍ଥ୍ୟ ସହ ଖେଳୁଛନ୍ତି ଲାଭଖୋର ବ୍ୟବସାୟୀ। ମାପ ଓଜନରେ ମଧ୍ୟ ଠକାଯାଉଛି ଗ୍ରାହକଙ୍କୁ। ଏପରି ଅସାଧୁ…

4 years ago

ୟୁନିଫର୍ମ, ପରିଚୟପତ୍ର ନ ଥିଲେ କଲେଜ ମନା

ଭଞ୍ଜନଗର,୨୩।୧୧(ଡି.ଏନ.ଏ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୂବି) କଲେଜ ଆଣ୍ଟି ରାଗିଂ ସେଲ୍‌, ମହିଳା ନିର୍ଯାତନା ନିରୋଧି ସେଲ୍‌ ଏବଂ ଶୃଙ୍ଖଳା କମିଟି ମଙ୍ଗଳବାର ଗଠିତ ହୋଇଛି ।…

4 years ago

କୁଟିଆ କନ୍ଧଙ୍କ ବିକାଶ ନାଁରେ ହରିଲୁଟ

ଫୁଲବାଣୀ ଅଫିସ, ୨୩।୧୧: କନ୍ଧମାଳ ଜିଲାରେ ଆଦିମ ଜନଜାତି (ପିଭିଟିଜି) କୁଟିଆ କନ୍ଧଙ୍କ ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ବିକାଶ…

4 years ago

ବାହୁଦା ମୁହାଣରେ ହେଉ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର

ବ୍ରହ୍ମପୁର ଅଫିସ,୨୩।୧୧: ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ପାତି ସୁନାପୁର ଉପକୂଳ ବାହୁଦା ମୁହାଣରେ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର ନିର୍ମାଣ ପାଇଁ କଂଗ୍ରେସ…

4 years ago

ଜାନୁୟାରୀ ୧୯ରୁ ଯୋଡ଼ା ମହୋତ୍ସବ

ଯୋଡ଼ା,୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ, ପୂର୍ବତନ ଏମ୍‌ପି ଧନୁର୍ଜୟ ସିଂ ଲାଗୁରି ଓ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହଯୋଗରେ…

4 years ago

ବନ କର୍ମଚାରୀ ନାକେଦମ୍‌

ପାଟଣା,୨୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣି ଗତ ଶୁକ୍ରବାର ରାତିରେ ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜରୁ ଆସି ଉତ୍ପାତ ଚଳାଇଛନ୍ତି।…

4 years ago

ଚଳନ୍ତା ବାଇକ୍‌ରେ ନିଆଁ

ଚମ୍ପୁଆ, ୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନୂଆଗାଁଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଆରୋହୀ ଜଣକ ଅଳ୍ପକେ…

4 years ago