ଦାରିଙ୍ଗବାଡି,୩।୧୨ (ଅରୁଣ ସାହୁ): ମୃତ୍ୟୁ ଏମିତି ବି ଆସେ। ଟିକିଏ ଅସାବଧାନତା ଜଣଙ୍କ ଜୀବନ ନେଇଗଲା। ଏଭଳି ଦୁଃଖଦ ଖବର ଆସିଛିି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…
ଗଞ୍ଜାମ,୩।୧୨(ବିଦ୍ୟାଧର ସାହୁ ): ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପର୍ଯ୍ୟଟନସ୍ଥଳୀର ବିକାଶ ହେଲେ ପର୍ଯ୍ୟଟନ ସଂଖ୍ୟା ବୃଦ୍ଧି ହେବା ସହ ସ୍ଥାନୀୟ…
ଦାରିଙ୍ଗବାଡି, ୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି।…
କଲ୍ୟାଣସିଂହପୁର,୩।୧୨(ଦୀପକ କୁମାର ପରିଡ଼ା): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକର ପାରସାଲୀ ପଞ୍ଚାୟତ ଅଧୀନ ବୁଡୁଣି ଗାଁରେ ବୁଧବାର ସକାଳୁ ହାତୀ ଆକ୍ରମଣରେ ୩୨ ବର୍ଷୀୟ ବାଲା ଶିକକା…
ନୂଆପଡ଼ା/ବୋଡେନ,୩ା୧୨ (ମକାରୁ ବେମାଲ/ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡେନ ବ୍ଲକ କର୍ଲାକୋଟ ପଞ୍ଚାୟତ କିରେଝୋଲା ଗାଁ ସର୍ଗିମୁଣ୍ଡାରେ ସୋମବାର ରାତିରେ ଏକ କଲରାପତରିଆ ବାଘ ଜଣେ ବ୍ୟକ୍ତିଙ୍କ…
ଦାରିଙ୍ଗବାଡି,୩।୧୧ (ଅରୁଣ ସାହୁ): କେରଳରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଚିନ୍ତା ବଢିଛି। ମୃତକ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ସରାମୁଳି…
ଉଦଳା,୩ା୧୨(ସନ୍ତୋଷ କୁମାର ବାଛିନୀ):ଅଙ୍ଗନଓ୍ବାଡିରେ ନା କରିଛନ୍ତି ଚାକିରି ନା ମିଳିଛି କର୍ମୀ ଦାୟିତ୍ୱ। ତଥାପି ନିଜ ଘରେ ଖୋଲିଛନ୍ତି ଏକ ସ୍ବତନ୍ତ୍ର ପାଠଶାଳା। ଘରଠାରୁ ୩ କି.ମି.…
ଅତାବିରା, ୩ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା…
ବରଗଡ଼,୩।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ ଦିନ ବିତି ଯାଇଛି। ଏହାସତ୍ତ୍ୱେ ଧାନ ଉଠାଣ ନେଇ ଚାଷୀମାନେ ଆଶଙ୍କାରେ ରହିଛନ୍ତି। ମଙ୍ଗଳବାର…
ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ ପ୍ରସିଦ୍ଧ ତଥା ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ୭୮ତମ ସଂସ୍କରଣର ସଫଳ ଆୟୋଜନ ପାଇଁ ମଙ୍ଗଳବାର ଓଡ଼ିଆ ଭାଷା, ସାହିତ୍ୟ…