ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ…
ଲୋଇସିଂହା,୨୩।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବକଟି ପଞ୍ଚାୟତ ଅନ୍ତର୍ଗତ ବଡଖଲିଆପଲି ଗାଁର ପିଲାମାନେ କାଦୁଅ ରାସ୍ତାରେ ସ୍କୁଲକୁ ଯାଉଛନ୍ତି। ସ୍କୁଲ ରାସ୍ତାର ଉନ୍ନତୀକରଣ ପାଇଁ ଗ୍ରାମବାସୀ…
ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଶତାଧିକ ଖାଦାନରୁ ମୂଲ୍ୟବାନ୍ କଳାପଥର ଉଭୟ ଲିଜ୍ଧାରୀ ଓ ପ୍ରଶାସନିକ ଅଧିକାରୀ ମିଳିମିଶି ଲୁଟି ନେଇଛନ୍ତି। ଗତ ମାର୍ଚ୍ଚରେ…
ପଟ୍ଟାମୁଣ୍ଡାଇ,୨୩ା୮ (ସ୍ବ. ପ୍ର.):ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ ଥିବା ପାରମ୍ପରିକ ଜଳାଶୟ ଅସ୍ତିତ୍ୱ ହରାଇବାକୁ ବସିଛି। ବ୍ଲକର ଶାସନ ପଞ୍ଚାୟତ ପୋଖରୀସାହିରେ ପୋଖରୀ ପୋତାହେବାରୁ ଶହେ ପରିବାର ପାଣିଘେରରେ…
ପଟ୍ଟାମୁଣ୍ଡାଇ,୨୩ା୮(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ ଅଧୀନରେ ଥିବା ଇନ୍ଦୁପୁର-ପଟ୍ଟାମୁଣ୍ଡାଇ ବ୍ରାହ୍ମଣୀ ଘେରି ବନ୍ଧ ମରାମତି ପାଇଁ ବିଭାଗ ପକ୍ଷରୁ…
କେନ୍ଦ୍ରାପଡ଼ା ଅଫିସ, ୨୩ା୮:କେନ୍ଦ୍ରାପଡ଼ା ଜିଲାରେ ବର୍ଷା ହେଲେ ଗୋବରୀ ନଦୀ ଫୁଲେ। ଏହାର ବନ୍ୟାଜଳ ନାଗପୁରା ପାଟ ଉଜାଡ଼େ। ଏହାକୁ ଦୃଷ୍ଟିରେ ରଖି ପାଟନାଳି ପାଇଁ ବାରମ୍ବାର…
ମହାକାଳପଡ଼ା,୨୩ା୮(ଡି.ଏନ.ଏ.):କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତ ସର୍ବପୁରାତନ ଗୟାଶପୁର ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ ଉପସ୍ଥାନ ସଂଖ୍ୟା ୪୦ରୁ କମ। ଏଥିପାଇଁ ଶିକ୍ଷା ବିଭାଗ…
ବାଲିଆ,୨୩ା୮(ସ୍ବ.ପ୍ର.):ବିରିଡି ବ୍ଲକ ବତିମିରା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ପ୍ରାୟ ୨ କିଲୋମିଟର ଦୂରରେ ଥିବା ରାଜକୃଷ୍ଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ କରାଯାଇଛି। ଏହାପରେ ଚଳିତ ଶିକ୍ଷା…
ଯାଜପୁର ଅଫିସ,୨୩ା୮:ଯାଜପୁର ଜିଲାରେ ୨୦୨୦ ଅଗଷ୍ଟ ବନ୍ୟାରେ ୧୨ ଜଣ ଲୋକଙ୍କ ଜୀବନ ଯାଇଥିଲା। ୧୦ ବ୍ଲକ ଓ ୧ ପୌର ପରିଷଦର ପ୍ରାୟ ୧୦ ଲକ୍ଷ…
ଯାଜପୁର ଅଫିସ,୨୩ା୮:ବୈତରଣୀ ନଦୀର ଆଖୁଆପଦାଠାରେ ବନ୍ୟା ଜଳ ସାମାନ୍ୟ ହ୍ରାସ ପାଇଥିଲେ ସୁଦ୍ଧା ଏହାର ତଳମୁଣ୍ଡରେ ଥିବା କାଣୀ ନଦୀରେ ବିପତ୍ାତ ଦେଖାଦେଇଛି। ସୋମବାର ସନ୍ଧ୍ୟା ସୁଦ୍ଧା…