ଆମ ଜିଲା ଖବର

ରଦ୍ଦ ହେଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ରାଶନ କାର୍ଡ

ମାଲକାନଗିରି, ୨୨ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ଜମି ଖଜଣା ବାବଦକୁ ଅର୍ଥ କମ୍‌ ଦେଇ ପଟ୍ଟା ହାତେଇବା…

4 years ago

ହତ୍ୟା କରି ଥାନାରେ ଆତ୍ମସମର୍ପଣ

ଉମରକୋଟ, ୨୧।୮(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ରବିବାର ଜଣଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ଓ ଦାଦା ଟାଙ୍ଗିଆରେ ହାଣି ହତ୍ୟା…

4 years ago

ବନ୍ୟାପାଣିରେ ଭାସି ଯାଇଥିଲା କାର: ମିଳିଲା ଶଳା, ଭିଣୋଇଙ୍କ ମୃତଦେହ

ସମ୍ବଲପୁର/କୁଚିଣ୍ଡା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଫାସିମାଲ- ଲଇଡ଼ା ରାସ୍ତାର ନକଟିପାଲି ଗାଁ ନିକଟସ୍ଥ ବାରଟେଙ୍ଗରା ନାଳ ବନ୍ୟାପାଣିରେ ଭାସି ଯାଇଥିବା କାର ଭିତରୁ ରବିବାର ଶଳା, ଭିଣୋଇଙ୍କ…

4 years ago

ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ, ପାଣିରେ ବୁଡ଼ିଯାଇଥିବା ସନ୍ଦେହ

କୋକସରା,୨୧।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ମୂଷାପାଲି ଗ୍ରାମ ପୋଖରୀରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ପାଣିରେ ବୁଡ଼ି ତାଙ୍କର…

4 years ago

ରାସ୍ତା ନିର୍ମାଣ ଦାବିରେ ଧାନତଳି ରୋଇ ପ୍ରତିବାଦ

କୋକସରା,୨୧।୮(ଡି.ଏନ୍‌.ଏ.): ଗାଁକୁ ସଂଯୋଗ କରୁଥିବା ରାସ୍ତାରେ ଆଣ୍ଠୁଏ କାଦୁଅ। ରାସ୍ତା ନିର୍ମାଣ ନେଇ ୫ ବର୍ଷ ହେଲା ପ୍ରତିଶ୍ରୁତି ମିଳୁଛି। ହେଲେ ତାହା ପୂରଣ ହେଉନାହିଁ। ଫଳରେ…

4 years ago

ସ୍ତ୍ରୀଙ୍କୁ ପାଇବା ପାଇଁ ଶାଳକଙ୍କୁ ଅପହରଣ

ଲୋଇସିଂହା,୨୧।୮(ଡି.ଏନ୍‌.ଏ.): ସ୍ବାମୀ ନିର୍ଯାତନା ସହି ନ ପାରି ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ବାଇଗଣଖାରି ଗ୍ରାମକୁ ଶିଶୁକନ୍ୟାକୁ ଧରି ଚାଲି ଆସିଥିଲେ ପୂର୍ଣ୍ଣିମା ନାଗ।…

4 years ago

୪ ବାଲି ବୋଝେଇ ଟ୍ରକ୍‌ ଜବତ

ଗଞ୍ଜାମ,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ବାଲି ବୋଝଇ ଟ୍ରକ୍‌ ଜବତ କରାଯାଇଥିବା ଜଣାପଡ଼ିଛି l ଜବତ ଟ୍ରକ୍‌ଗୁଡ଼ିକ ଗଞ୍ଜାମ ଥାନା ସମ୍ମୁଖରେ ଦୁଇ ଦିନ…

4 years ago

କମୁଛି ବୈତରଣୀ ଜଳସ୍ତର

ଆନନ୍ଦପୁର,୨୧ା୮(ସ୍ବ.ପ୍ର.): ବଙ୍ଗୋପସାଗରରେ ଲଘୁଚାପକୁ ଆଧର କରି କେନ୍ଦୁଝର ଜିଲାକୁ ରେଡ ଓ୍ବାର୍ନିଂ ତାଲିକା ଭୁକ୍ତ କରାଯାଇଥିଲା। ଆନନ୍ଦପୁର ଠାରେ ବର୍ଷାର ପ୍ରଭାବ କମ୍‌ ରହିଥିଲେ ସୁଦ୍ଧା ଉପରମୁଣ୍ଡ…

4 years ago

ମର୍ନିଂୱାକ ବେଳେ ଝାମ୍ପିନେଲେ ସୁନାଚେନ

ଉଦଳା,୨୧।୮(ଡି.ଏନ୍‌.ଏ.): ମର୍ନିଂଓ୍ବାକ ବେଳେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇଛନ୍ତି। ରବିବାର ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ…

4 years ago

ମହାକାଳପଡ଼ା ଡଙ୍ଗା ଭାସିଯିବା ଘଟଣା: ଉଦ୍ଧାରକାରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ମହାକାଳପଡ଼ା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ବାହାକୁଦ ଘାଟରେ ଭାସିଯାଇଥିବା ଯାତ୍ରୀବାହୀ ଡଙ୍ଗାରୁ ଲୋକମାନଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଧାରକାରୀଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ…

4 years ago