ବରଗଡ଼ ଅଫିସ୍,୧୪।୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ନିର୍ବାଚନ ଯେତିକି ପାଖେଇ ଆସୁଛି, ଏହାକୁ ନେଇ ଦଳୀୟ ନେତା, କର୍ମୀଙ୍କଠାରୁ ମତଦାତାଙ୍କ ମଧ୍ୟରେ ସେଭଳି ଉତ୍କଣ୍ଠା ବଢ଼ିବାରେ…
ଖୋର୍ଦ୍ଧା ଅଫିସ,୧୪ା୧୧: ଭାରତୀୟ ମୁକ୍ତି ସଂଗ୍ରାମର କଥା ଉଠିଲେ, ପ୍ରଥମ ସ୍ବାଧୀନତା ଆନ୍ଦୋଳନର ପାଇକ ବିଦ୍ରୋହ ଓ ପାଇକ ବୀରଙ୍କ କଥା ମନେପଡ଼େ। ପାଇକ ବିଦ୍ରୋହର ଅନ୍ୟତମ…
କେନ୍ଦୁଝର,୧୪ା୧୧(ସ୍ବ.ପ୍ର.): ବିଳମ୍ବରେ ସ୍କୁଲ ଆସିବାକୁ ନେଇ ୬ ଶିକ୍ଷକଙ୍କ ଦିନକର ଦରମା ବନ୍ଦ ହୋଇଛି। କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଶନିବାର ୨ ସ୍କୁଲ୍…
ଗୋପାଳ ଚନ୍ଦ୍ର ସାହୁ ବାଲିଆପାଳ,୧୪।୧୧: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ଅବବାହିକାରେ ଚଳିତବର୍ଷ ନଳିତା ଚାଷ କରିଥିବା ଚାଷୀଙ୍କ ଘରେ ଗଦା ହୋଇରହିଛି କୁଇଣ୍ଟାଲ କୁଇଣ୍ଟାଲ…
ଭୋଗରାଇ,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପଶ୍ଚିମବଙ୍ଗର ଦୀଘା ମୁହାଣ ମାଛ ମାର୍କେଟ୍କୁ ରବିବାର ଏକ ବିରଳ ପ୍ରଜାତିର ମାଛ ନିଲାମ ପାଇଁ ଆସିଥିଲା। ଏହି…
କୋଣାର୍କ,୧୪ା୧୧(ଡି.ଏନ୍.ଏ): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସୂର୍ଯ୍ୟମନ୍ଦିରରେ ରବିବାର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ବୁଲିବାକୁ ପ୍ରବେଶ ଟିକେଟ ନ ମିଳିବାରୁ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିଛି।…
ଜି.ଉଦୟଗିରି,୧୪ା୧୧(ଡି.ଏନ.ଏ.): କନ୍ଧମାଳ ଜିଲାରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ରବିବାର ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍ସିୟସକୁ ହ୍ରାସ ପାଇଛି। ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ର…
ନୀଳଗିରି,୧୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ହସ୍ପିଟାଲକୁ ନେଇ ବିବାଦ ଥମୁନି। ଏହି ହସ୍ପିଟାଲର ଜଣେ ଅସ୍ଥାୟୀ ସୁରକ୍ଷା କର୍ମଚାରୀ ନିଜ କାର୍ଯ୍ୟ ପରିବର୍ତ୍ତେ ଚିକିତ୍ସା କାମରେ…
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର/ ଅନୁଗୋଳ ଅଫିସ୍,୧୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ମାରାତ୍ମକ ସ୍ତରରେ ରହୁଛି। କେବଳ ଦିଲ୍ଲୀ ନୁହେଁ, ଦେଶର ବଡ଼ ବଡ ସହରରେ ନିଃଶ୍ୱାସ ନେବା ପ୍ରାଣଘାତକ…
ଚିତ୍ରକୋଣ୍ଡା,୧୩।୧୧: ଜନସେବା କେନ୍ଦ୍ର ଖୋଲି ଟଙ୍କା ଠକେଇ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ…