ଆମ ଜିଲା ଖବର

ଗ୍ରୀନ୍‌, ୟେଲୋକୁ ଟପି ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୧୧ା୧୧: କେନ୍ଦ୍ରାପଡ଼ା ଜିଲାରେ ଦିନକୁଦିନ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ବାୟୁ ଗୁଣବତ୍ତା ସୂଚୀର ୨୨୫କୁ ଛୁଇଁ ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ଏହି…

4 years ago

ମାଟିଆଗୁଣ୍ଡି ପୋକ ଆତଙ୍କ

ଯାଜପୁର ଅଫିସ,୧୧ା୧୧: ଲଗାତର ବନ୍ୟା ଓ ମରୁଡ଼ି ଜିଲାର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ଏହାସହ ଚଳିତବର୍ଷ ଧାନ ଅମଳ ଆରମ୍ଭ ହେବା ବେଳକୁ ଯାଜପୁର ଜିଲାର…

4 years ago

ଝାରତରଭାକୁ ପରୀକ୍ଷାମୂଳକ ଭାବେ ରେଳ ଚାଲିଲା

ସୋନପୁର/ତରଭା,୧୧।୧୧(ନି.ପ୍ର./ଡି.ଏନ.ଏ.): ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଅନ୍ତର୍ଗତ ବିଛୁପାଲିରୁ ଝାରତରଭା ଷ୍ଟେଶନ ମଧ୍ୟରେ ୧୦ କିଲୋମିଟର ନୂଆ ରେଳ ଲାଇନର ଗୁରୁବାର ସିଆର୍‌ଏସ୍‌ ଯାଞ୍ଚ ହୋଇଛି। ଦକ୍ଷିଣ ପୂର୍ବ ସର୍କଲର…

4 years ago

ବନ କର୍ମଚାରୀଙ୍କ ମାଡ଼ରେ ଡ୍ରାଇଭର ଲହୁଲୁହାଣ

ନୂଆଗାଁ,୧୧।୧୧(ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନ କର୍ମଚାରୀଙ୍କ ମାଡ଼ରେ ଜଣେ ଡ୍ରାଇଭର ଲହୁଲୁହାଣ ହୋଇଛନ୍ତି। ମଙ୍ଗଳବାର ରାତିରେ ଏହି ଘଟଣା ଘଟିଛି। ନୟାଗଡ଼ ଜିଲା ନୂଆଗାଁ ବ୍ଲକ୍‌ ସିଙ୍ଗାରପଲି…

4 years ago

ସମୁଦ୍ର କୂଳରୁ ପୁଣି ମୃତ ଡଲ୍‌ଫିନ ଠାବ

ପାରାଦୀପ,୧୧।୧୧(ସ୍ବ.ପ୍ର.):ପାରାଦୀପ ସମୁଦ୍ର କୂଳରୁ ଗୁରୁବାର ପୁଣି ଏକ ମୃତ ଡଲ୍‌ଫିନ ମାଛ ମିଳିଛି। କୁଜଙ୍ଗ ବନାଞ୍ଚଳ ବିଭାଗ ପକ୍ଷରୁ ତାକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ବୋଲି ରେଞ୍ଜ…

4 years ago

ଦମ୍ପତିଙ୍କୁ ଅଖାଦ୍ୟ ଖୁଆଇବା ଉଦ୍ୟମ

ପୁରୁଷୋତ୍ତମପୁର,୧୧ା୧୧ (ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ ଜିନୂଆପଲ୍ଲୀ ଗ୍ରାମରେ ବୁଧବାର ରାତିରେ ଗୁଣି ଗାରେଡି ସନ୍ଦେହର ଜଣଙ୍କ ଘରେ ପଶି କେତେଜଣ ଲୋକ ସ୍ବାମୀ…

4 years ago

ଆଜି ତାଳଚେର, ପାଲଲହଡ଼ାରେ ବନ୍ଦ ପାଳନ

ତାଳଚେର, ୧୧ା୧୧ (ନି.ପ୍ର.):ପୂର୍ବ ନିଷ୍ପତ୍ତି ମୁତାବକ ଅନୁଗୋଳ ଜିଲା ତାଳଚେର ଓକିଲ ସଂଘ ପକ୍ଷରୁ ୧୧ ତାରିଖରେ ୧୨ ଘଣ୍ଟିଆ ତାଳଚେର ଓ ପାଲଲହଡ଼ା ବନ୍ଦ ଆନ୍ଦୋଳନ…

4 years ago

କଂସ ହେବେ ହୃଷୀକେଶ

ବରଗଡ଼ ଅଫିସ୍‌,୧୧।୧୧:ବରଗଡ଼ ଧନୁଯାତ୍ରା ମହୋତ୍ସବ କଳାକାର ଚୟନ ପ୍ରକ୍ରିୟାର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ରାତି ପ୍ରାୟ ୧୧ଟାରେ ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ ଫଳାଫଳ ଘୋଷଣା…

4 years ago

ଘୋଷଣା କରି ପ୍ରତାରଣା

ଯାଜପୁର ଅଫିସ,୧୧ା୧୧:ଗତ ୩ ବର୍ଷ ମଧ୍ୟରେ ମହାମାରୀ କରୋନା ସମେତ ସାମୁଦ୍ରିକ ଝଡ଼ ହୁଡ୍‌ହୁଡ୍‌, ତିତ୍‌ଲି, ଫନି, ଅମ୍ଫନ, ଜୱାଦ ଯାଜପୁର ସମେତ ଉପକୂଳ ଜିଲାଗୁଡ଼ିକର ଚାଷୀଙ୍କୁ…

4 years ago

ଶୁଣିଲେନି କେହି: ୬ କି.ମି. ରାସ୍ତା ମରାମତି କଲେ ଗ୍ରାମବାସୀ

ଦଶମନ୍ତପୁର,୯ା୧୧(ଡି.ଏନ୍‌.ଏ.): ଶୁଣିଲାନି ପ୍ରଶାସନ। ବାରମ୍ବାର ଜଣାଇବା ପରେ ବାଧ୍ୟ ହୋଇ ଏବେ ଗ୍ରାମବାସୀ ଶ୍ରମ ଦାନକରି ୬ କି.ମି. ଘାଟିରାସ୍ତା ମରାମତି କରିଛନ୍ତି। ଏହା ଦେଖିବାକୁ ମିଳିଛି…

4 years ago