ଆମ ଜିଲା ଖବର

କରୁଥିଲେ ଡକାୟତି ଯୋଜନା: ୬ ଜଣଙ୍କୁ ବାନ୍ଧିଲା ପୋଲିସ

  ବଲାଙ୍ଗୀର ଅଫିସ,୮ା୧୧: ବଲାଙ୍ଗୀର ସହରରେ ଦିନକୁ ଦିନ ଅପରାଧିକ ଗତିବିଧି ବୃଦ୍ଧି ପାଇବାରେ ଲାଗିଛି । ବଲାଙ୍ଗୀର ପୋଲିସକୁ ଅଭିଯୁକ୍ତମାନେ ଖୋଲାଖୋଲି ଚ୍ୟାଲେଞ୍ଜ କରୁଛନ୍ତି ।…

4 years ago

ମହାନଦୀରେ ବୁଡିଯାଇ ଜଣେ ବ୍ୟକ୍ତି ନିଖୋଜ

କଟକ ଅଫିସ,୮।୧୧: ମହାନଦୀରେ ଗାଧେଇବା ବେଳେ ବୁଡିଯାଇ ନିଖୋଜ ହୋଇଯାଇଛନ୍ତି ଜଣେ ବ୍ୟକ୍ତି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଖୋଜାଖୋଜି କରୁଛନ୍ତି। ନିଖୋଜ ବ୍ୟକ୍ତି ଜଣଙ୍କ ବାଲିଯାତ୍ରାରେ…

4 years ago

ଗାଡ଼ି ଅଟକାଇ ଆହତଙ୍କୁ ହସ୍ପିଟାଲ ନେଲେ ବ୍ଲକ ଅଧ୍ୟକ୍ଷ

ଆର. ଉଦୟଗିର,୮।୧୧(ଡି.ଏନ୍‌.ଏ): ମାନବିକତା ଦେଖାଇଲେ ଗଜପତି ଜିଲା ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର । ଜଣେ ଯୁବକ ଦୁର୍ଘଟଣାରେ ଆହତ ହୋଇ ରାସ୍ତାରେ ପଡ଼ି ଛଟପଟ…

4 years ago

ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପୁଅ

ଆନନ୍ଦପୁର,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୨ ନଂ ଓାର୍ଡ଼ ଶାଳପଡା ନୂଆ କଲୋନୀ ସାହିର ସୁରେଶ ସ୍ବାଇଁ ଓ ପ୍ରମିଳା ସ୍ବାଇଁଙ୍କ ନିଖୋଜ ପୁଅ ପିଣ୍ଟୁ…

4 years ago

କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଦୋଳିରୁ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

କଣ୍ଟାବାଞ୍ଜ,୮।୧୧(ଡି.ଏନ୍‌.ଏ.): କାର୍ତ୍ତିକ ପୂର୍ଣିମା ଉତ୍ସବ ଧୂମଧାମ୍‌ରେ ପାଳନ ହେଉଥିବା ବେଳେ ମୀନାବଜାର ଦୋଳିରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଘଟଣ ଘଟିଛି ବଲାଙ୍ଗୀର ଜିଲା…

4 years ago

ତୈଳିକ ବୈଶ୍ୟ ସମାଜର ବୋଇତ ବନ୍ଦାଣ

ଛତ୍ରପୁର,୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଓଡ଼ିଶାର ନୌବାଣିଜ୍ୟ ପରମ୍ପରା ଏବଂ ସାଧବ ପୁଅଙ୍କ ବୋଇତ ଯାତ୍ରାକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣମା…

4 years ago

ଗାଁ ବୁଡ଼ିଗଲେ ଚାକିରି ଯିବ

ବଲାଙ୍ଗୀର ଅଫିସ, ୭ା୧୧: ବଲାଙ୍ଗୀର ଜିଲାରେ ଲୋୟର ସୁକ୍‌ତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ନିର୍ମାଣ କାମ ଜୋରସୋରରେ ଚାଲିଛି। ଏହି ପ୍ରକଳ୍ପରେ ୨୯ଟି ଗାଁ ପ୍ରଭାବିତ ହେବ।…

4 years ago

କଳାକାରଙ୍କ ଅଡିଶନ ଆରମ୍ଭ

ବରଗଡ଼ ଅଫିସ୍‌,୮।୧୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଅନ୍ୟବର୍ଷ ଅପେକ୍ଷା ଏଥର ଧନୁଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା…

4 years ago

୧୭ରୁ ଆଞ୍ଚଳିକ କଳିଙ୍ଗ ହର୍ବାଲ୍‌ ମେଳା

ରାଉରକେଲା ଅଫିସ,୮ା୧୧: ଆସନ୍ତା ୧୭ ତାରିଖରୁ ସେକ୍ଟର-୫ ସ୍ଥିତ ଭଞ୍ଜଭବନ ପଡିଆରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଅନୁଷ୍ଠିତ ହେବ। ଏହି ମେଳା ରାଉରକେଲା ବନଖଣ୍ଡ ଓ…

4 years ago

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା

ବଡ଼ବିଲ,୮।୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କାରୁବାକୀଠାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ଆକର୍ଷଣୀୟ ବୋଇତ ନିର୍ମାଣ…

4 years ago