ଆମ ଜିଲା ଖବର

ସମିତିସଭ୍ୟାଙ୍କ ଅନଶନ, ଡିଇଓଙ୍କୁ ଚିଠି ଲେଖିଲେ ବିଇଓ

ନିଶ୍ଚିନ୍ତକୋଇଲି,୧୫।୮(ସ୍ବ.ପ୍ର.): କ୍ଷେତ୍ରମୋହନ ବିଦ୍ୟାପୀଠ ରୂପାନ୍ତରୀଣ ଯୋଜନାରୁ ବାଦ ପଡିଛି। ଏହାକୁ ନେଇ କଟରପଡ଼ା ସମିତିସଭ୍ୟା ସ୍ବାଗତିକା ନାୟକ ବିଇଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଆମରଣ ଅନଶନ କରିଛନ୍ତି।…

4 years ago

ସେବା ସମବାୟ ସମିତିରେ ଉଡ଼ିଲାନି ତ୍ରିରଙ୍ଗା, ଭୁଲିଗଲେ କର୍ମଚାରୀ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ସ୍ବାଧୀନତା ଦିବସ ପାଳନ ନେଇ ସରକାର ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମର ଆହ୍ବାନ ଦେଇଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର…

4 years ago

ବୌଦ୍ଧରେ ସ୍ବାଧୀନତା ଦିବସ

ବୌଦ୍ଧ,୧୫ା୮(ସ୍ବ.ପ୍ର.): ବୌଦ୍ଧରେ ସୋମବାର ୭୬ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବୌଦ୍ଧ କଚେରୀ ପଡ଼ିଆଠାରେ ଆୟୋଜିତ ଉତ୍ସବରେ ମୁଖ୍ୟ…

4 years ago

ଜାତୀୟ ରାଜପଥ ଶୋଚନୀୟ: ଗାଡ଼ି ଚଳାଚଳ ବନ୍ଦ

ଦେବଗଡ଼,୧୫।୮(ଡି.ଏନ.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ କାଦୋପଡା ଗ୍ରାମ ଦେଇ ଯାଇଥିବା ରାଞ୍ଚି -ବିଜୟୱାଡା ୨୩ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନ ଧରି ମରାମତି…

4 years ago

ଜୀବନ ଚାଲିଗଲା, ହେଲେ ଆବାସ ଯୋଜନାରେ ଅଗସ୍ତିଙ୍କୁ ମିଳିଲାନି ଘର

କେସିଙ୍ଗା,୧୫।୮(ଡି.ଏନ୍‌.ଏ.): ଜୀବନ ଚାଲିଗଲା ସିନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ମିଳିପାରିଲା ନାହିଁ। ଶେଷରେ ପଞ୍ଚାୟତ କାର୍ଯ୍ୟାଳୟ ବାରଣ୍ଡା ହିଁ ତାଙ୍କର ଶେଷ ଠିକଣା ହୋଇ…

4 years ago

ବର୍ଷା ବିତ୍ପାତ: ଭାଙ୍ଗିଲା ଘର, ଲୋକେ ହନ୍ତସନ୍ତ

ଲେଫ୍ରିପଡ଼ା/କୁତ୍ରା,୧୫।୮(ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ଓ କୁତ୍ରା ବ୍ଲକ ଅଞ୍ଚଳରେ ରବିବାର ବର୍ଷା ବିତ୍ପାତ ଦେଖିବାକୁ ମିଳିଛି। ଉଭୟ…

4 years ago

ଖଡ଼ିଆଳରେ ଚାଞ୍ଚଲ୍ୟ: ମା’ ଓ ପୁଅଙ୍କ ଆତ୍ମହତ୍ୟା

ଖଡ଼ିଆଳ,୧୫।୮(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅଧୀନ ବାଦୀ ଗାଁରେ ଏକ ଅଘଟଣ ଘଟିଛି। ଗାଁ କେନାଲ ପାଖ ଏକ ଆମ୍ବ ଗଛରେ ମା’ ଓ ପୁଅ…

4 years ago

ବିପଦ ସଙ୍କେତ ଉପରେ ବଂଶଧାରା, ବନ୍ୟା ଆଶଙ୍କା

ପାରଳାଖେମୁଣ୍ଡି/ଆର. ଉଦୟଗିରି/କାଶୀନଗର, ୧୫ା୮(ଡି.ଏନ୍‌.ଏ): ଗଜପତି ଜିଲା କାଶୀନାଗରଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ଜଳ। ରବିବାର ରାତି ୯ଟା ସୁଦ୍ଧା ଜଳସ୍ତର ବୃଦ୍ଧି…

4 years ago

ବାଇବାଲି ପଞ୍ଚାୟତ ବରଗଁାକୁ ନାହିଁ ପକ୍କା ରାସ୍ତା

ଭଞ୍ଜନଗର,୧୫।୮(ଡି.ଏନ.ଏ): ଭଞ୍ଜନଗର ଅଞ୍ଚଳରେ ଆଜକୁ ପ୍ରାୟ ଏକ ସପ୍ତାହ ହେବ ମଝିରେ ମଝିରେ ଲଗାଣ ବର୍ଷା ହେଉଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଲୋକେ ଘରୁ…

4 years ago

ବନ୍ୟା ସ୍ଥିତି ଗମ୍ଭୀର: କେନ୍ଦ୍ରାପଡ଼ା ଗଲା ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପାଇଁ ସରକାର ଏବଂ ଜିଲା ପ୍ରଶାସନ…

4 years ago