ବ୍ରହ୍ମପୁର ଅଫିସ,୮ା୧୧: ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ ହେବାର ୨ ବର୍ଷ ବିତିବାକୁ ଯାଉଛି। ତେଣୁ ଗୋପାଳପୁର ନିର୍ବାଚନମଣ୍ଡଳୀର ସାଙ୍ଗଠନିକ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ…
ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ସୋମବାର ରାତ୍ରି ୨ଟାରୁ ପାଟଣାର ପାପନାଶିନୀ…
ରାୟଗଡା ଅଫିସ,୮।୧୧: ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ। ଏଭଳି ଘଟଣା ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣି ପଙ୍ଗା ପଞ୍ଚାୟତ କତାଗୁଡା ହରିଜନ ସାହିରେ…
ଆରଡି, ୮।୧୧(ଡି.ଏନ୍.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ଶିବଗଙ୍ଗା ପୁଷ୍କରିଣୀରେ ଡଙ୍ଗା ଭସାଇ କାର୍ତ୍ତିକ ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ । କାର୍ତ୍ତିକ ପୂର୍ଣ୍ଣିମାରେ…
ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସନ୍ଧ୍ୟାତାରା ସାହିତ୍ୟ ସଂସଦ ପକ୍ଷରୁ ୪୦ତମ ବୋଇତ ବନ୍ଦାଣ ଉତ୍ସବ ମଙ୍ଗଳବାର ଭୋରରେ ସହରସ୍ଥିତ ଭାଗୀରଥି ସାଗର ନୂଆପୋଖରୀଠାରେ ମହାସମାରୋହରେ ଅନୁଷ୍ଠିତ…
ବାରିପଦା ଅଫିସ,୮ା୧୧: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଦିନକୁ ଦିନ ବଢୁଛି ଟ୍ରାଫିକ ସମସ୍ୟା । ଦୋକାନୀମାନେ ରାସ୍ତା ଉପରେ ବାଣିଜି୍ୟକ ପ୍ରତିଷ୍ଠାନ ଖୋଲିବା ଦ୍ୱାରା ରାସ୍ତା…
ପାଟଣା, ୮ା୧୧(ସ୍ବ.ପ୍ର.): ତାଙ୍କ ନିହାଣ ମୁନରେ କାଠ କଥା କହେ, ହାତର ସ୍ପର୍ଶରେ ହୋଇଉଠେ ଅନନ୍ୟ। ଘରକରଣାଠାରୁ ଆରମ୍ଭ କରି ପ୍ରତିମୂର୍ତ୍ତିକୁ ଦିଅନ୍ତି ଜୀବନ୍ତ ରୂପ। ବିନା…
କେନ୍ଦୁଝର,୮।୧୧(ସ୍ବ.ପ୍ର.): ପ୍ରତ୍ୟେକ ବର୍ଷ ଦୁର୍ନୀତି ନିବାରଣ ସପ୍ତାହ ପାଳନ ହେଉଛି। ଦୁର୍ନୀତି ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ପାଇଁ ଶପଥପାଠ, ରାଲି, ସଭାସମିତି, ପ୍ରତିଯୋଗିତା ଆଦି…
ବାହାନଗା,୮ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ନିର୍ମାଣ ହେବାକୁ ଥିବା ମିଶନ ଶକ୍ତି ଗୃହ ୧ବର୍ଷରୁ ଉର୍ଦ୍ଧ୍ୱ ସମୟ ହେଲା କାମ ନ ହୋଇ ପଡିରହିଛି।…
ଚଣ୍ଡିଖୋଲ,୮ା୧୧(ଡି.ଏନ.ଏ.):ଯାଜପୁର ଜିଲାର ବାଲିଚନ୍ଦ୍ରପୁରଠାରୁ ଦେକୁଡ଼ି ପର୍ଯ୍ୟନ୍ତ ହେଉଥିବା ପୂର୍ତ୍ତବିଭାଗ ରାସ୍ତା କାମ ମନ୍ଥର ଗତିରେ ଚାଲିଛି। କ୍ରସର ଗୁଣ୍ଡ ପଡ଼ିଥିବା ହେତୁ ରାସ୍ତାରେ ଯାତାୟତ ଅସମ୍ଭବ ହୋଇପଡ଼ୁଛି।…