ଆମ ଜିଲା ଖବର

‘ସ୍ଥାଣୁ ପାଲଟିଛି ବାଲେଶ୍ୱର ପୌରପାଳିକା’

ବାଲେଶ୍ୱର ଅଫିସ, ୧୦।୧୨: ଦୀର୍ଘ ୮ ମାସ ହେଲା ପୌର ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ବାଲେଶ୍ୱର ସହରରେ କୌଣସି ଉନ୍ନତିମୂଳକ କାର୍ଯ୍ୟ ହୋଇନାହିଁ। ବାଲେଶ୍ୱର ପୌରପାଳିକାର…

4 years ago

ଆରମ୍ଭରୁ ଧାନର ଅଭାବୀ ବିକ୍ରି

ଚାନ୍ଦବାଲି,୧୦।୧୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ସରକାରୀ ଧାର୍ଯ୍ୟ ଦର କୁଇଣ୍ଟାଲ ପ୍ରତି ୨୦୪୦ ଟଙ୍କାରେ ଧାନ କ୍ରୟ ନିମନ୍ତେ ସମବାୟ ସମିତି ଓ ମହିଳା ଗୋଷ୍ଠୀ ମାଧ୍ୟମରେ ଅନ୍‌ଲାଇନ ପଞ୍ଜୀକରଣ…

4 years ago

ମୟୂରଭଞ୍ଜକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

ବାରିପଦା ଅଫିସ,୧୦ା୧୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ଦାବିରେ ଅଣରାଜନୈତିକ ସଂଗଠନ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ୪ଦଫା ସମ୍ବଳିତ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ…

4 years ago

ଛତୁଆଗାଡ଼ି ଅଟକ ରଖିଲେ ଅଙ୍ଗନୱାଡି କର୍ମୀ

ବଲସକୁମ୍ପା, ୧୦ା୧୨: ଖଜୁରୀପଡ଼ା ବ୍ଲକର ସମସ୍ତ ଅଙ୍ଗନୱାଡି କର୍ମୀ ଶୁକ୍ରବାର ସକାଳୁ ଦୁତିମେଣ୍ଡି ଗ୍ରାମପଞ୍ଚାୟତ ସମ୍ବେପଦରଠାରେ ଥିବା ଛତୁଆ ପ୍ରସ୍ତୁତ କମ୍ପାନୀରୁ ଗୋଟିଏ ପିକ୍‌ଅପ ଗାଡ଼ିରେ ଛତୁଆ…

4 years ago

ସାହେବ କେନାଲ ଅବରୋଧ, ଚିନ୍ତାରେ ମତ୍ସ୍ୟଜୀବୀ

ଗଞ୍ଜାମ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ନିକଟରୁ ଚିଲିକାକୁ ସଂଯୋଗ କରୁଥିବା ପାଲୁରୁ ସାହେବ କେନାଲ ପ୍ରାୟ ୧୨ କିଲୋମିଟର ଲମ୍ବିଛି। ଏହି କେନାଲକୁ ବେଆଇନ ଭାବେ…

4 years ago

୧୯୬୭ ନମ୍ବରରେ ଚାଷୀ ଧାନବିକ୍ରି ତଥ୍ୟ ପାଇବେ

  ଭଞ୍ଜନଗର,୧୦।୧୨(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡରେ ଚଳିତବର୍ଷ ଖରିଫ୍‌ ଧାନ ଫସଲ ଭଲ ହୋଇଛି । ଲକ୍ଷ୍ୟଠାରୁ ଅଧିକ ଫସଲ ଅମଳ ଆଶା କରାଯାଉଛି। କେତେକ ଅଞ୍ଚଳରେ ବନ୍ୟପ୍ରାଣୀ…

4 years ago

ଜଗବନ୍ଧୁ ପୋଖରୀ ହୁଡ଼ାରୁ ୯୦ଘର ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୦ା୧୨: ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନିୟମ ବଳରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ବନ୍ଧ ହୁଡାରେ ରହିଥିବା ବସ୍ତିଗୁଡିକୁ ଉଚ୍ଛେଦ କରାଯାଉଛି।…

4 years ago

ସଂଯୋଗ ନ ହୋଇ ବାରଣ୍ଡାରେ ଝୁଲୁଛି ବିଦ୍ୟୁତ୍‌ ତାର

ନାଉଗଁା,୧୦ା୧୨(ସ୍ବ.ପ୍ର.): ନାଉଗଁା ବ୍ଲକର ୧୧୯ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୪୨ ଅଙ୍ଗନୱାଡି କେନ୍ଦ୍ରକୁ ବିଦ୍ୟୁତିକରଣ କରାଯାଇଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାମ ଯୋଗୁ କୁନି…

4 years ago

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ପର୍ଯ୍ୟଟନ କ୍ଷେତ୍ର

ଜଗତସିଂହପୁର ଅଫିସ, ୧୦ା୧୨: ଜଗତ୍‌ସିଂହପୁର ଜିଲାର ମଠ, ମନ୍ଦିର, କଳା, ସଂସ୍କୃତିି ତଥା ପର୍ଯ୍ୟଟନ କ୍ଷେତ୍ର ସବୁବେଳେ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି…

4 years ago

ବର୍ଷକ ଆହାର ଛଡ଼ାଇ ନେଉଛନ୍ତି ବାର୍‌ହା ପଲ

କେନ୍ଦ୍ରାପଡ଼ା ଅଫିସ, ୧୦ା୧୨: ଚଳିତ ମାସ ଶେଷ ସପ୍ତାହରେ ଖରିଫ ଧାନ ବିକ୍ରି ପାଇଁ ସରକାରୀ ମଣ୍ଡି ଖୋଲିବ ା ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ଖରିଫ ଧାନ…

4 years ago