ଆମ ଜିଲା ଖବର

ବୁଢ଼ାପଙ୍କରୁ ୧୦୩ ରେକ୍‌ ଫ୍ଲାଏଆଶ୍‌ ପରିବହନ

ଜଟଣୀ,୧୮ା୨(ଡି.ଏନ୍‌.ଏ.): ବିଜ୍‌ନେସ୍‌ ଡେଭଲପମେଣ୍ଟ ୟୁନିଟ୍‌ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଅଧୀନ ବୁଢ଼ାପଙ୍କ ସାଇଡିଂରୁ ୧୦୩ ରେକ୍‌ ଫ୍ଲାଏଆଶ୍‌(ପାଉଁଶ) ପରିବହନ କରାଯାଇଛି। ଫ୍ଲାଏଆଶ୍‌ର ପ୍ରଥମ ରେକ୍‌ ୨୫…

4 years ago

ଥାନା ଆଗରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ବୋଲଗଡ଼,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଆଗରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କେତେଜଣ ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି।…

4 years ago

ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି

ପୁରୀ ଅଫିସ, ୧୮।୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ଜାରି ହୋଇଥିବା ନୂଆ ଏସ୍‌ଓପି ଚଳିତ…

4 years ago

ପାରାଦୀପରେ ଲାଗିଲା ବୃହତ୍‌ ଜାହାଜ

ପାରାଦୀପ,୧୮ା୨(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଗୁରୁବାର ସନ୍ଧ୍ୟାରେ ବୃହତ୍‌ ଜାହାଜ ଏମ୍‌.ଭି. ମିନେରାଲ ଲାଗିଛି। ବନ୍ଦରରେ ଏପର୍ଯ୍ୟନ୍ତ ଲାଗିଥିବା ସମସ୍ତ ଜାହାଜ ମଧ୍ୟରେ ଏହା ସବୁଠାରୁ ବଡ଼ ବୋଲି…

4 years ago

ନିର୍ବାଚନ ଲୋଡ଼ାନାହିଁ, ସ୍ବାମୀଙ୍କୁ ଫେରାଇଦିଅ

ଢେଙ୍କାନାଳ ଅଫିସ୍‌, ୧୮ା୨: ‘ମୋର ଭୋଟ ଦରକାର ନାହିଁ କି ନିର୍ବାଚନ ଲଢ଼ିବାର ନାହିଁ, ମୋର ଭୁଲ ହୋଇଛି। ମୁଁ ହାତ ଯୋଡ଼ି ନେହୁରା ହେଉଛି। ମୋ…

4 years ago

ମମିତା ମେହେର ହତ୍ୟା ମାମଲା: ସିବିିଆଇ ତଦନ୍ତ ଦାବିକଲେ ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା

କଟକ ଅଫିସ,୧୮ା୨: ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ପୋଲିସ ଠିକ୍‌ ଭାବେ ତଦନ୍ତ କରି ନାହିଁ। ଏ ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି…

4 years ago

ଆଜି ଭୋଟ୍‌ ଗ୍ରହଣ: ୧୯୨ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ମ.ରାମପୁର,୧୮ା୨(ଡି.ଏନ୍‌.ଏ.): ଆଜି ୧୮ ତାରିଖ ଶୁକ୍ରବାର ମ.ରାମପୁର ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୧୯ଟି ପଞ୍ଚାୟତର ୨୩୮ଟି ଭୋଟଦାନ କେନ୍ଦ୍ରରେ ୧୯୨ ଜଣ ପ୍ରାର୍ଥୀଙ୍କର ଭାଗ୍ୟ…

4 years ago

ଦନ୍ତାହାତୀର ମୃତ୍ୟୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଟେନ୍‌ସା,୧୭।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ଜରଡ଼ା ରେଞ୍ଜ ଅନ୍ତର୍ଗତ କଂସର ସେକ୍‌ସନ ରାଇପୁରୀ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ଏକ ଦନ୍ତାହାତୀର ମୃତ୍ୟୁ ଘଟଛି। ହାତୀ ମୃତ୍ୟୁର…

4 years ago

ଟ୍ରକ୍‌ ଚାପରେ ମା’ ମୃତ, ଝିଅ ଆହତ

ଭବାନୀପାଟଣା,୧୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପରଦେଶୀପଡା ୨୬ ନଂ. ଜାତୀୟ ରାଜପଥରେ ଗୁରୁବାର ଏକ ଟ୍ରକ୍‌ ଚାପରେ ମା’ଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଆହତ…

4 years ago

ଦୁଇମାସ ତଳେ ବଦଳିି ହୋଇ ଆସିଥିଲେ, ଚାଲିଗଲା ଜୀବନ

ସେମିଳିଗୁଡ଼ା/ସୁନାବେଡ଼ା,୧୭ା୨(ସ୍ବ.ପ୍ର.): ୨୬ ନମ୍ବର ଜାତୀୟ ରାଜପଥ ସେମିଳିଗୁଡ଼ା ଗଙ୍ଗାମା’ ମନ୍ଦିର ନିକଟରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ସ୍କୁଲ ଯାଉଥିବା ଜଣେ ଶିକ୍ଷୟିତ୍ରୀଙ୍କ…

4 years ago