ଆମ ଜିଲା ଖବର

ଅସୁରକ୍ଷିତ ଗୋଧଁସ ଜଳପ୍ରପାତ

ନୂଆପଡ଼ା ଅଫିସ,୨।୧୨: ବର୍ତ୍ତମାନ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଯାଇଛି। ପର୍ଯ୍ୟଟକମାନେ ଏହାର ମଜା ନେଉଛନ୍ତି। ନୂଆପଡ଼ା ଜିଲାରେ ଥିବା ୩ଟି ଜଳପ୍ରପାତରେ ପର୍ଯ୍ୟଟକଙ୍କ ଭିଡ ହେଉଥିଲେ ମଧ୍ୟ…

4 years ago

ରାଜରାସ୍ତାରେ ଧାନବସ୍ତା ପକାଇ ଆନ୍ଦୋଳନରେ ବସିଲେ ଚାଷୀ

ସରଣ୍ଡା,୨ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଋତୁର ଧାନ ବିକ୍ରି ଲାଗି ପ୍ରଥମରୁ ଚାଷୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଆରମ୍ଭରୁ ଟୋକନ ସମସ୍ୟା ଦେଖାଦେଇଛି। ଏପରି ସ୍ଥଳେ ଚାଷୀ…

4 years ago

ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି।…

4 years ago

ଫେଲ ମାରିଛି ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା

ଦେଓଗାଁ,୨ା୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ବର୍ତ୍ତମାନ ନାନା ଅବ୍ୟବସ୍ଥା ଘେରରେ ଚାଲିଛି। ଆବଶ୍ୟକ ଡାକ୍ତର, ନର୍ସ ଓ କର୍ମଚାରୀ ଅଭାବ ଯୋଗୁଁ ୨୪ଘଣ୍ଟିଆ ସ୍ବାସ୍ଥ୍ୟସେବା…

4 years ago

ଦାଦନ ଯାଉନାହାନ୍ତି ୨୦ଶ୍ରମିକ ପରିବାର

ଲାଠୋର,୨ା୧୨(ଡି.ଏନ.ଏ.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରୁଛୁ। ଏଥିରୁ ଯାହା ରୋଜଗାର ହେଉଛି ସେଥିରେ ଖୁସିରେ ପରିବାର ଚଳାଉଛୁ। ନିଜ ଭିଟାମାଟିରେ କାମ କରି ଜୀଇଁବାର ଯେଉଁ ଆନନ୍ଦ ତାହା…

4 years ago

ବ୍ଲକ ଅଫିସରୁ କେସ୍‌ ରେକର୍ଡ ନିଖୋଜ, ଏତଲା ଦେଲେ ବିଡିଓ

ଗୁଣପୁର,୨ା୧୨(ଡି.ଏନ୍‌.ଏ.):ଗୁଣପୁର ବ୍ଲକ କାର୍ଯ୍ୟାଳୟରୁ କେସ୍‌ ରେକର୍ଡ ନିଖୋଜ ଥିବା ନେଇ ବିଡିଓ ଆଦର୍ଶ ଥାନାରେ ଏତଲା ଦେଇଛନ୍ତି। ବିଡିଓଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ…

4 years ago

ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ…

4 years ago

ବିପଦ ସାଜିଛି ଜବତ ଗାଡ଼ି

ଭୁବନ, ୨।୧୨(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା ଭୁବନ ଥାନା ପୋଲିସ ପକ୍ଷରୁ ଜବତ କରାଯାଉଥିବା ଗାଡ଼ିଗୁଡ଼ିକ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଅସୁରକ୍ଷିତ ଭାବେ ରଖାଯାଉଛି। ଫଳରେ ଥାନା ସମ୍ମୁଖ…

4 years ago

ଅପହରଣକାରୀ ଭାବି ପୋଲିସକୁ ନିସ୍ତୁକ ମାଡ଼

ତିଗିରିଆ,୨।୧୨(ଡି. ଏନ୍‌. ଏ.):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଦୁର୍ଗା ବଜାରରେ ଗୁରୁବାର ସାରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। ଏକ ନାବାଳିକା ଅପହରଣ ମାମଲାରେ…

4 years ago

ଦିବ୍ୟାଙ୍ଗଙ୍କୁ ସ୍ବାବଲମ୍ବୀ କରାଇବାରେ ପୁରୀ ଆଗୁଆ

ପୁରୀ ଅଫିସ, ୨ା୧୨: ପୁରୀ ଜିଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ ହେଉଛି। ଜିଲାର ଦିବ୍ୟାଙ୍ଗମାନେ କିପରି ଆତ୍ମନିର୍ଭରଶୀଳ ହେବେ ସେଥିଲାଗି…

4 years ago