ଆମ ଜିଲା ଖବର

ପ୍ରାର୍ଥିପତ୍ର ଯାଞ୍ଚରେ ଚଞ୍ଚକତା ଅଭିଯୋଗ

ଖମାର,୨୪ା୧(ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ବଡସଡ଼ା ପଞ୍ଚାୟତର ସମିତି ସଭ୍ୟ ପଦବୀ ପାଇଁ ଦାଖଲ ହୋଇଥିବା ୮ ପ୍ରାର୍ଥିପତ୍ର ଯାଞ୍ଚ ବେଳେ ରବିବାର ଚଞ୍ଚକତା କରାଯାଇଥିବା…

4 years ago

ଭୋଟ ପ୍ରଚାରରେ ଆସି ବିଧାୟକ ହଟହଟା

ନୟାଗଡ଼ ଅଫିସ,୨୪।୧: ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କୁ ନିଜ ନିର୍ବାଚନମଣ୍ଡଳୀରେ ବିରୋଧ କରାଯାଇଛି। ରବିବାର ପଞ୍ଚାୟତ ନିର୍ବାଚନ ପାଇଁ ସେ ପ୍ରଚାରକୁ ଆସିଥିବା ବେଳେ ଏହି ଘଟଣା…

4 years ago

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି। ଅଭିଯୁକ୍ତଙ୍କୁ…

4 years ago

ଧାନ କିଣାବିକାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧଗୋଡ଼ାରେ ଧାନକିଣାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ଜଣେ ଚାଷୀ ସମବାୟ ସମିତିକୁ ଧାନ ବିକ୍ରି…

4 years ago

ପ୍ରାର୍ଥିପତ୍ର ନାକଚ ପରେ ଗର୍ଭବତୀ ସମିତି ସଭ୍ୟ ପ୍ରାର୍ଥିନୀଙ୍କ ଧାରଣା

ଉମରକୋଟ,୨୩।୧(ସ୍ବ.ପ୍ର.): ଜାତି ପ୍ରମାଣପତ୍ର ଇନ୍‌ଭାଲିଡ ଥିବା ଦର୍ଶାଇ ବ୍ଲକ ନିର୍ବାଚନ ଅଧିକାରୀ ପ୍ରାର୍ଥିପତ୍ର ନାକଚ କରିଥିଲେ । ପ୍ରାର୍ଥିପତ୍ର ନାକଚ ପରେ ବ୍ଲକ କାର୍ଯ୍ୟାଳୟର ପାହାଚରେ ଧାରଣା…

4 years ago

ଗଛରେ ବସିଛି ଭାଲୁ , ଆତଙ୍କିତ ଗ୍ରାମବାସୀ

ଉମରକୋଟ,୨୩।୧(ସ୍ବ.ପ୍ର.): ଗଛରେ ବସିଛି ଭାଲୁ। ଆତଙ୍କିତ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତର ନାୟକଗୁଡ଼ା ୟୁଭି ୧୧ ବଙ୍ଗୀୟ ଗ୍ରାମରେ।…

4 years ago

ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା।…

4 years ago

ଆଗ ଦାବି ପୂରଣ କର, ନଚେତ୍‌ ଭୋଟ ବର୍ଜନ

ଦେବଗଡ଼,୨୩ା୧(ଡି.ଏନ୍‌.ଏ): ଦାବି ପୂରଣ ହେଉ ନ ଥିବାରୁ ଦେବଗଡ଼ ଜିଲା ତିଲେଇବଣି ବ୍ଲକ ପାଳକୁଦ ପଞ୍ଚାୟତବାସୀ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦେବଗଡ଼ ଜିଲା ସଦର…

4 years ago

୯ ଜିଲାପରିଷଦ ଜୋନ୍‌ ପାଇଁ ୩୫ ପ୍ରାର୍ଥୀ

ଝାରସୁଗୁଡ଼ା ଅଫିସ,୨୩।୧: ଝାରସୁଗୁଡା ଜିଲାର ୯ ଜିଲା ପରିଷଦ ଜୋନ୍‌ ପାଇଁ ୩୫ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶନିବାର ନିର୍ବାଚନ ଅଧିକାରୀଙ୍କ ତରଫରୁ ଏହାର ଯାଞ୍ଚ…

4 years ago

ଜଙ୍ଗଲରୁ ପୋଡ଼ି ଯାଇଥିବା କାର୍‌ ଠାବ

କାଲିମେଳା/ଏମ୍‌ଭି-୭୯, ୨୩|୧(ଡି.ଏନ.ଏ.) ମାଲକାନଗିରି ଜିଲା କାଲିମେଳା ବ୍ଲକ ତଥା ଏମଭି- ୭୯ ଥାନା ଅନ୍ତର୍ଗତ ତେଳରାଇ ପଞ୍ଚାୟତର ଏମ୍‌ଭି-୧୨୬ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗୋଟିଏ ପୋଡ଼ିଯାଇଥିବା କାର୍‌ ପଡ଼ିରହିଥିବା…

4 years ago