କଟକ ଅଫିସ,୨୫ା୧୧: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ପ୍ରଥମଥର ସହରବାସୀଙ୍କ ପାଇଁ ମଲ୍ଟିପର୍ପସିଂ ପାର୍କ ନିର୍ମାଣ ହେବ। ଜୁଡିସିଆଲ ଏକାଡେମୀ ନେତାଜୀ ସେତୁ ନିକଟରେ ଏହି ପାର୍କ…
ମଙ୍ଗୁଳି/ଜଗତପୁର/ଟାଙ୍ଗୀ-ଚୌଦ୍ୱାର,୨୫ା୧୧(ଡି.ଏନ୍.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଯୁବ ସଂଗଠକ ଅଭୟ ବାରିକଙ୍କ ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ଗୁରୁବାର ବ୍ଲକ କାର୍ଯ୍ୟାଳୟ ଘେରାଉ…
ପୁରୀ ଅଫିସ, ୨୫ା୧୧: ଶ୍ରୀମନ୍ଦିର ପ୍ରଶାସନ ଅଧୀନସ୍ଥ ନୀଳାଚଳ ଭକ୍ତ ଓ ଯାତ୍ରୀ ନିବାସରେ ଭକ୍ତଙ୍କୁ ରୁମ୍ ଦେବା ନାମରେ ସାଇବର ଲୁଟେରା ଠକୁଥିବା ନେଇ କିଛିଦିନ…
ଖୋର୍ଦ୍ଧା ଅଫିସ,୨୫ା୧୧:ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ତାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ହେମନ୍ତ ଭୋଇଙ୍କୁ ମାନସିକ ନିର୍ଯାତନା ଦେଉଥିବା ଗୁରୁବାର ଟାଉନ ଥାନାରେ ଅଭିଯୋଗ ହୋଇଛି।…
ବାଲିଗୁଡ଼ା,୨୪।୧୧(ଡି.ଏନ.ଏ): ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବୁଡୃକିଆ ପଞ୍ଚାୟତ ଓ କୁଟିକିଆ ପଞ୍ଚାୟତକୁ ଯାତାୟତ ନିମନ୍ତେ ଚିରସ୍ରୋତା ଖଡ୍ଗ ନଦୀ ପଡେ। ସେହି ନଦୀ ଉପରେ…
ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି।…
ଆରଡି, ୨୪।୧୧( ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ଆରଡି ବସ୍ଷ୍ଟାଣ୍ଡରେ ଥିବା ଏକ ଲଜ୍ରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ…
ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି। ଏହି…
ବିନିକା,୨୪।୧୧(ଡି.ଏନ୍.ଏ.): ନାମ ସଂକୀର୍ତ୍ତନ ଚାଲିଥିଲା ବରଗଡ଼ ଜିଲା ଭେଡେନ ବ୍ଲକ ଟୁକୁରା ଗ୍ରାମରେ। ସଂକୀର୍ତ୍ତନ କରୁଥିଲେ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ଗ୍ରାମର କୈଳାସ ପଣ୍ଡା(୭୧…
ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ…