ଛେଣ୍ଡିପଦା,୧୬।୧: ପାଖେଇ ଆସିଲାଣି ପଞ୍ଚାୟତ ନିର୍ବାଚନ। ବିଜ୍ଞପ୍ତି ଅନୁଯାୟୀ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ପ୍ରାର୍ଥିପତ୍ର ଦାଖଲ। ତେଣୁ ତରବର ହୋଇ ନେତା ହୋଇଛନ୍ତି ଜନତା ମୁହାଁ।…
ଢେଙ୍କାନାଳ ଅଫିସ, ୧୬।୧: ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ୨୦୨୨ରେ ଜିଲାକୁ ଦେଶବିଦେଶରୁ ୫,୨୨୮ ପ୍ରବାସୀ ପକ୍ଷୀଙ୍କ ସମାଗମ ହୋଇଛି। ପରଜଙ୍ଗ ବ୍ଲକର ଦଦରାଘାଟି ଜଳଭଣ୍ଡାର, ବ୍ରାହ୍ମଣୀ ନଦୀକୂଳ,…
ଜଳେଶ୍ୱର, ୧୬।୧(ଡି.ଏନ.ଏ.) ବାଲେଶ୍ୱର ଜିଲା ରାଇବଣିଆ ଅଞ୍ଚଳରେ ଗତ କିଛିଦିନ ହେଲା ଝାଡଖଣ୍ଡୀ ହାତୀପଲ ଆତଙ୍କ ଖେଳାଇ ଚାଲିଛନ୍ତି। ଶନିବାର ଭୋର ସମୟରେ ଗୋଟିଏ ଦନ୍ତା ହାଣ୍ଡିଆ ପିଇ…
ଉମରକୋଟ, ୧୬।୧(ସ୍ବ.ପ୍ର.) ଉମରକୋଟ ପୌର ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଏ ନେଇ ଶନିବାର ରାଜ୍ୟ ନିର୍ବାଚନ କମିଶନର ଘୋଷଣା କରିଛନ୍ତି।…
ଭୋଗରାଇ, ୧୬।୧(ଡି.ଏନ.ଏ.) ପଶ୍ଚିମବଙ୍ଗ ସାଗରଦ୍ୱୀପ ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ଶୁକ୍ରବାର ନିଶିବସାନ ମହେନ୍ଦ୍ର ବେଳାରେ ୭ଲକ୍ଷରୁ ଊର୍ଦ୍ଧ୍ୱ ପୁଣ୍ୟାର୍ଥୀ ସମୁଦ୍ରରେ ମକରବୁଡ଼ ଦେଇଛନ୍ତି।…
ପଦ୍ମପୁର, ୧୬।୧(ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡାଠାରେ ପ୍ରସ୍ତାବିତ ଏୟାରଷ୍ଟ୍ରିପ୍ ନିର୍ମାଣ କାର୍ଯ୍ୟ ଶନିବାର ଆରମ୍ଭ ହୋଇଛି। ବିସ୍ଥାପିତମାନଙ୍କ ଦାବି ପୂରଣ ପାଇଁ ପ୍ରଶାସନ ପ୍ରତିଶ୍ରୁତି…
ବୈପାରିଗୁଡ଼ା,୧୬।୧(ଡି.ଏନ୍.ଏ.) କୋରାପୁଟ ଜିଲା ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର କସମଗୁଡ଼ା ଗ୍ରାମର କେତେଜଣ ହିତାଧିକାରୀଙ୍କ କାଳିଆ, ପିଏମ୍ କିଷାନ ଯୋଜନା ଅର୍ଥ ପ୍ରଦାନରେ ବାଟମାରଣା ସମ୍ପର୍କିତ…
ମାଲକାନଗିରି,୧୬।୧ (ଡି.ଏନ୍.ଏ.) କାହା ପାଖରେ ପ୍ରତିଭା ଅଛି ତ ସୁଯୋଗ ନାହିଁ, ଆଉ କାହା ପାଖରେ ସୁଯୋଗ ଅଛି ତ ପ୍ରତିଭା ନାହିଁ। ଯେଉଁଠି ପ୍ରତିଭା ଅଛନ୍ତି…
ଗଞ୍ଜାମ,୧୬ା୧(ଡି.ଏନ୍.ଏ.): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ପରେ ଆଚରଣ ବିଧି ଲାଗୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ ସ୍ଥାନରେ…
ରାୟଗଡ଼ା ଅଫିସ/ଗୁଣପୁର,୧୬।୧(ଡି.ଏନ୍.ଏ.)- ପୌର ପରିଷଦର ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ପ୍ରକାଶନର ୧୫…