ଆମ ଜିଲା ଖବର

ନବରଙ୍ଗପୁରରେ ବ୍ୟାପୁଛି ଝାଡାବାନ୍ତି: ୪ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ପାପଡାହାଣ୍ଡି,୧୮।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡାବାନ୍ତି। ଗତ ଅଗଷ୍ଟ ମାସରେ ତୁଳସିପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର…

4 years ago

ବରଗଡ଼ ଧନୁଯାତ୍ରା, ଏଥର କଳାକାର ଚୟନ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଧନୁଯାତ୍ରା ପାଇଁ ଏଥର ନୂତନ କଳାକାର ଚୟନ ହେବେ। ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରୀ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି…

4 years ago

ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ବନ୍ଧାହେଲେ ଯୁବକ

ବେତନଟୀ,୧୮।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି । ୧୭ ବର୍ଷୀୟା ନାବାଳିକାଙ୍କୁ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ…

4 years ago

ଉନ୍ନୟନ ନାଁରେ ଚାଲିଛି ଦୁର୍ନୀତି: ଜୟରାମ ପାଙ୍ଗୀ

ପଟ୍ଟାଙ୍ଗୀ, ୧୮।୧୦(ଡି.ଏନ୍‌.ଏ.):ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଗ୍ରାମାଞ୍ଚଳରେ ଠିକ୍‌ଭାବେ ପହଞ୍ଚତ୍ପାରୁ ନ ଥିବାବେଳେ ଏହାର ଫାଇଦା ଉଠାଇ ଚାଲିଛନ୍ତି ସରକାରୀ ଅଧିକାରୀ ତଥା…

4 years ago

କାମ ଅନ୍ବେଷଣରେ ଗାଁ ଛାଡୁଛନ୍ତି ଶ୍ରମିକ

ନୂଆପଡ଼ା ଅଫିସ,୧୮।୧୦: ନୂଆପଡା ଜିଲାର ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରନ୍ତି। ବର୍ଷର ୬ ମାସ ଚାଷ କରି ଅମଳ ପରେ ଅଧା ୬…

4 years ago

ସତ୍ୟସାଇ ଟ୍ରଷ୍ଟର କ୍ଷେତ୍ର ପରିଦର୍ଶନ

ଝାରସୁଗୁଡ଼ା ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ ତରଫରୁ ଝାରସୁଗୁଡ଼ାରେ ଏକ ହାର୍ଟ ହସ୍ପିଟାଲ୍‌ ବହୁଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏହାକୁ ପିପିପି ମୋଡ୍‌ରେ ପରିଚାଳନା କରିବା ପାଇଁ ରାଜ୍ୟ…

4 years ago

ଗଛକଟା ବିରୋଧରେ ଜିଲା ପ୍ରଶାସନର ଦ୍ୱାରସ୍ଥ

ସମ୍ବଲପୁର,୧୮ା୧୦(ବ୍ୟୁରୋ): ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମାଫିଆମାନେ ବେଆଇନ ଗଛ କାଟି ବାହାରକୁ ଚାଲାଣ କରୁଛନ୍ତି। ହେଲେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ନେବାରେ ଅବହେଳା କରୁଛି। ଯୁଯୁମୁରା ବ୍ଲକର…

4 years ago

ଶେଷହେଲା କଂସ ଦରବାର

ମାଧପୁର,୧୮।୧୦: ଆଠମଲ୍ଲିକ ବ୍ଲକ ମାଧପୁରଠାରେ ଚାଲିଥିବା ଚୌରାଶି ମହାଲକ୍ଷ୍ମୀ ପୂଜା ଅବସରରେ ମହାରାଜ କଂସଙ୍କ ଦରବାର କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଏହି ଅବସରରେ ଷଷ୍ଠ ଦିନରେ…

4 years ago

୧୭୦୦ ଟଙ୍କାରୁ ୧୭ ଲକ୍ଷ

ଢେଙ୍କାନାଳ ଅଫିସ, ୧୮।୧୦: ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରୁଛି ଢେଙ୍କାନାଳର ଅନ୍ୟତମ ପୁରାତନ ପୂଜା ପ୍ରତିଷ୍ଠାନ ଅରବିନ୍ଦ ବଜାର ମହିଷାପାଟ।…

4 years ago

ପ୍ରଶାସନ ଅକ୍ତିଆରକୁ ଗଲା ଜବରଦଖଲ ଜମି

ବଇଣ୍ଡା,୧୮।୧୦(ଡି.ଏନ୍‌.ଏ.): ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଅଞ୍ଚଳରେ ସରକାରୀ ଜମି ଜବରଦଖଲ ବୃଦ୍ଧି ପାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଏକ…

4 years ago