ଆମ ଜିଲା ଖବର

ପରଲୋକରେ ପୂର୍ବତନ ବିଧାୟକ

ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେଲା ସେ ଅସୁସ୍ଥ ଥିଲେ। ମଙ୍ଗଳବାର…

4 years ago

ସାରା ଜୀବନ ହାତ ଧରିବାକୁ କଥା ଦେଇ ତଣ୍ଟି ଚିପି ମାରିଦେଲେ ସ୍ବାମୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ଯାହା ହାତ ଧରି ସାରା ଜୀବନ କାଟିଦେବାକୁ ଭାବିଥିଲେ ସେ ହିଁ ଶେଷରେ ତଣ୍ଟି ଚିପିଦେଲେ। ସ୍ତ୍ରୀକୁ ତଣ୍ଟିଚିପି ହତ୍ୟା କରିଛନ୍ତି ସ୍ବାମୀ। ଏଭଳି ଘଟଣା…

4 years ago

ପୂର୍ବତନ ଆର୍‌ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମଗିରି,୧୨।୧(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍‌ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି…

4 years ago

ହାଣ୍ଡି ମାଠିଆ ଧରି ଧାରଣା, ସମସ୍ୟା ସମାଧାନ ନେଇ ଦାବିପତ୍ର

ଗୁଣପୁର,୧୨।୧(ଡି.ଏନ୍‌.ଏ.) - ରାୟଗଡା ଜିଲା ଗୁଣପୁର ସହର ମହିମା ନଗରଠାରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଏହା ବିରୋଧରେ ଲୋକମାନେ ମଙ୍ଗଳବାର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବା ସହ…

4 years ago

କୋଟିଆର ଡୋଲିଆମ୍ବରେ ଷ୍ଟ୍ରବେରି ଚାଷ

କୋରାପୁଟ,୧୨।୧(ସ୍ବ.ପ୍ର.) - ଆଦିବାସୀ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ସହାୟତାରେ ଜିଲାର ପଟ୍ଟାଙ୍ଗି ବ୍ଲକର କୋଟିଆ ପଞ୍ଚାୟତର ଡୋଲିଆମ୍ବ ଗ୍ରାମରେ ଆରମ୍ଭ…

4 years ago

ଆଠମଲ୍ଲିକରେ ଝଡ଼ତୋଫାନ

ଆଠମଲ୍ଲିକ,୧୨।୧(ଡି.ଏନ.ଏ.) - ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ମଙ୍ଗଳବାର ଅଦିନିଆ ବର୍ଷା ସହ ପ୍ରବଳ ପବନ ଓ କୁଆପଥର ମାଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଝଡ଼ତୋଫାନ ଯୋଗୁ…

4 years ago

ଢେଙ୍କାନାଳରେ ୪ ପର୍ଯ୍ୟାୟରେ ଭୋଟ

ଢେଙ୍କାନାଳ ଅଫିସ, ୧୨।୧ - ଢେଙ୍କାନାଳ ଜିଲାରେ ୪ ପର୍ଯ୍ୟାୟରେ ଫେବୃୟାରୀ ୧୬, ୧୮, ୨୦, ୨୨ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ହିନ୍ଦୋଳ ଏବଂ…

4 years ago

ବିଦ୍ୟାଳୟ ଗୃହ ନିର୍ମାଣ ବନ୍ଦ ନିର୍ଦ୍ଦେଶ

ବଇଣ୍ଡା,୧୨।୧(ଡି.ଏନ.ଏ.) - କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ଠାରେ ନିର୍ମାଣାଧୀନ ୯ଟି ନୂତନ ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ସୋମବାର ଅନୁଗୋଳ ଜିଲାପାଳଙ୍କ ଠାରେ…

4 years ago

ଡକାୟତ ଗ୍ୟାଙ୍ଗ୍‌ର ୭ ଗିରଫ

ଅନୁଗୋଳ ଅଫିସ/ ଛେଣ୍ଡିପଦା,୧୨।୧ - ଅନୁଗୋଳ ଜିଲାକୁ ଡକାୟତି ପାଇଁ ଆସୁଥିବା ଏକ ଗ୍ୟାଙ୍ଗର ୭ ଜଣଙ୍କୁ ଅନୁଗୋଳ ସ୍ପେଶାଲ୍‌ ସ୍କ୍ବାଡ୍‌ ସୋମବାର ବିଳମ୍ବିତ ରାତିରେ ଧରିବାରେ…

4 years ago

ମହିଳା କର୍ମଚାରୀଙ୍କୁ ଅସଦାଚରଣ: କଲେଜ ଅଧ୍ୟକ୍ଷ ଗିରଫ

ହାଟଡିହୀ,୧୨।୧(ଡି.ଏନ.ଏ.): ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ବଉଳା କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ଶିବ ଚରଣ ଖମୁରାଇଙ୍କୁ ମଙ୍ଗଳବାର ପୋଲିସ…

4 years ago