ଆମ ଜିଲା ଖବର

୨୦ ବର୍ଷର ସ୍ବପ୍ନ ପୂରଣ ହେଲା: କାଦଦୋରା ଗାଁରେ ନଳକୂପ ଖନନ ହେଲା

ପାପଡ଼ାହାଣ୍ଡି/ମଇଦଲପୁର,୧୫।୫(ଡି.ଏନ୍‌.ଏ.): ଗ୍ରାମ ବସତିର ୨୦ ବର୍ଷ ପରେ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହୋଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ କାଦଦୋରା ଗ୍ରାମରେ ଶନିବାର ନଳକୂପ…

4 years ago

ପରଜା ମିନିଗୁଡ଼ିରେ ଭତ୍ତାରୁ ବଞ୍ଚିତ ଅନେକ ବୟସ୍କ

ନନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ପରିଣତ ବୟସରେ ଆଖିକୁ ଭଲରେ ଦେଖାଯାଉନି। ଆଗଭଳି ଗୋଡ଼, ହାତ ମଧ୍ୟ କାମ କରୁନି। ତଥାପି ଅସହାୟ ଅବସ୍ଥାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ…

4 years ago

କଂସଙ୍କ ନିମନ୍ତ୍ରଣରେ ହାଜର ହେଲେ ରାଜନେତା

ଚନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ଚନ୍ଦାହାଣ୍ଡି ବ୍ଲକ ସଦରଠାରେ ମଣ୍ଡଳ ବୀମା ବାଲିଯାତ୍ରାରେ ଚାଲିଥିବା ଧନୁଯାତ୍ରାର ୭ମ ରଜନୀରେ ମଥୁରା ନଗରୀରେ କଂସ ମହାରାଜ କୃଷ୍ଣଙ୍କୁ ହତ୍ୟାକରିବା ନିମନ୍ତେ ପୁତନାଙ୍କୁ ଗୋପପୁରକୁ ପ୍ରେରଣ…

4 years ago

୫୩ନଂ. ଜାତୀୟ ରାଜପଥ ଠପ୍‌

କାମାକ୍ଷାନଗର, ୧୫।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହେବା ପରେ ତାତିଛନ୍ତି ସ୍ଥାନୀୟ ଅଞ୍ଚଳବାସୀ। ଏହାର…

4 years ago

ଗଛ ଗଡୁଛି, ତାତି ବଢୁଛି

ବଇଣ୍ଡା, ୧୫।୫(ଡି.ଏନ୍‌.ଏ.): ଚାଲିଛି ଅବାଧ ଗଛକଟା। ଶେଷହେବାକୁ ବସିଲାଣି ମୂଲ୍ୟବାନ ଜଙ୍ଗଲ ସମ୍ପଦ। ବିକାଶ ଆଳରେ ଦୈନିକ ଶତାଧିକ ଗଛ ବଳି ପଡୁଥିବାବେଳେ ଏହାର ଅଭାବ ପୂରଣ ନେଇ…

4 years ago

ମହିଳାଙ୍କ ମୃତଦେହ ଛାଡ଼ି ପଳାଇଲେ

ଚଣ୍ଡିଖୋଲ/ ଛତିଆ,୧୫।୫ (ଡି.ଏନ.ଏ.): ଅର୍ଥ ଅଭାବରୁ ମହିଳାଙ୍କ ମୃତଦେହ ଦାହ କରିପାରିଲେନି ପରିବାର। ରାସ୍ତାକଡ଼ରେ ଛାଡ଼ି ପଳାଇଲେ। ପ୍ରାୟ ୧୨ ଘଣ୍ଟା ମୃତଦେହ ପଡ଼ି ରହିବା ପରେ…

4 years ago

ଧରାପଡ଼ିଲେ ୫ ଡକାୟତ: ସୁନାଗହଣା ସହ ବାଇକ, ମୋବାଇଲ ଜବତ

ଫୁଲବାଣୀ ଅଫିସ,୧୫ା କନ୍ଧମାଳ ଜିଲା ଟିକାବାଲି ଥାନା ପୋଲିସ ଏକ ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨୦ ଗ୍ରାମ ସୁନା ଗହଣା, ଦୁଇଟି…

4 years ago

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨.୦୨ କୋଟି କ୍ଷତିପୂରଣ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୫।୫: ଜାତୀୟ ଆଇନସେବା ପ୍ରାଧିକରଣ ନିର୍ଦ୍ଦେଶାନୁସାରେ ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତ ବର୍ଷର ଦ୍ୱିତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ ଶନିବାର…

4 years ago

ପ୍ରସ୍ତାବରେ ଅଟକିଛି ଟ୍ରକ୍‌ ଟର୍ମିନାଲ ନିର୍ମାଣ

ଛତ୍ରପୁର,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲାରେ ପ୍ରତିବର୍ଷ ଦୁର୍ଘଟଣା ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ଶିଳ୍ପାନୁଷ୍ଠାନକୁ ମାଲ ପରିବହନ କରୁଥିବା…

4 years ago

ଉଚ୍ଚକର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ମାନୁନି ଜିଲା ଶିକ୍ଷାବିଭାଗ: ପୁନର୍ବାସ ଯୋଜନାରେ ନିଯୁକ୍ତି ଦିଆଯାଇ ନ ଥିବା ଅଭିଯୋଗ

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ସରକାରୀ କଳରେ ଚାକିରିଆଙ୍କ ସ୍ଥାୟୀତ୍ୱ ଓ ଚାକିରି ସମୟରେ ମୃତ୍ୟୁ ଘଟିଲେ ପରିବାରର ଜଣେ ସଦସ୍ୟଙ୍କୁ ଯେଉଁ ବିଭାଗରେ ଚାକିରି କରୁଥିବେ ସେହି ବିଭାଗରେ ଯୋଗ୍ୟତା ଅନୁସାରେ…

4 years ago