ଆମ ଜିଲା ଖବର

ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ…

4 years ago

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ…

4 years ago

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ…

4 years ago

ଉଜୁଡ଼ିଯିବ ରବିଧାନ ଫସଲ

ସମ୍ବଲପୁର,୧୧ା୪(ବ୍ୟୁରୋ) କରୋନା ଭୂତାଣୁର ମୁକାବିଲା ପାଇଁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ୍‌ କରି କଟକଣା ଜାରି କରିଛନ୍ତି। ରାଜ୍ୟ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ…

4 years ago

ଲକ୍‌ଡାଉନ ବେଳେ ବି ଚାଲିଛି ମଦ କାରବାର

ଲୋଇସିଂହା, ୧୦।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଲୋଇସିଂହା ଥାନା ଅନ୍ତର୍ଗତ କୁଟାସିଂହା, ଅଗଲାପାଲି ଓ ଗୋପାଳପୁର ଗାଁରେ ଅବକାରୀ ବିଭାଗ ଚଢାଉ କରି ୯୦ ଲିଟର ରନ୍ଧାମଦ…

4 years ago

ଏସ୍‌ଏଚ୍‌ଜି ସଦସ୍ୟାଙ୍କୁ ରୋଜଗାର ଦେଉଛି ମାସ୍କ

ଦେବଗଡ,୧୦ା୪(ଡି.ଏନ.ଏ): ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ କଣ୍ଢଳ ଓ ବଳମ ପଞ୍ଚାୟତର ମା’ ମହାଲକ୍ଷ୍ମୀ, ମା’ ଶୁଭଲକ୍ଷ୍ମୀ, ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠି ଓ…

4 years ago

ଲକ୍‌ ଡାଉନକୁ ଚୋରା ମଦ ବ୍ୟବସାୟୀଙ୍କ ଭୟ ନାହିଁ

ଦେବଗଡ,୧୦ା୪(ଡି.ଏନ.ଏ):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ ଡାଉନ୍‌ ସତ୍ତ୍ୱେ ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜାରି ରହିଛି।…

4 years ago

ପ୍ରଶାସନର ରନ୍ଧାଖାଦ୍ୟ ଲୋକଙ୍କୁ ଭରସା

ଦେବଗଡ,୧୦ା୪(ଡି.ଏନ.ଏ.):ଦେବଗଡ଼ ଜିଲାର ୩ଟି ବ୍ଲକର ୫୮ଟି ପଞ୍ଚାୟତରେ ୨୨୦୯ ଏବଂ ପୌରାଞ୍ଚଳର ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କୁ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ଦିଆଯାଇଛି।…

4 years ago

ସୋରଡା ଅଞ୍ଚଳରେ ଘରଘର ବୁଲି ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛି। ଶିକ୍ଷକ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନେ ଏଥିରେ…

4 years ago

ସାଇକେଲରେ ଆସୁଥିବା ୮ ଶ୍ରମିକ ପୋଲିସ ହାତରେ ଧରାପଡି ସଙ୍ଗରୋଧ ଗୃହରେ ରହିଲେ

ଭବାନୀପାଟଣା/କୋକସରା,୧୦।୪(ସ୍ବ.ପ୍ର/ଡି.ଏନ.ଏ.): ଲକ୍‌ଡାଉନ ଯୋଗଁୁ ଓଡିଶାର ଅନେକ ଦାଦନ ଶ୍ରମିକ ରାଜ୍ୟ ତଥା ରାଜ୍ୟ ବାହରେ ଫସି ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଢେଙ୍କାନାଳ ଜିଲାର ୮ଜଣ ଶ୍ରମିକ ନବରଙ୍ଗପୁର…

4 years ago