ଆମ ଜିଲା ଖବର

ଛାତ୍ରାବାସରେ ଜୁନିୟରଙ୍କୁ ମାଡ଼ ଘଟଣା: ପ୍ରଶାସନର ରାତିଅଧିଆ ଯାଞ୍ଚ

ଦାରିଙ୍ଗବାଡ଼ି,୧୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ିରେ ଥିବା ମଙ୍ଗଳ ବିଭାଗ ଛାତ୍ରାବାସରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଦଶମ ଛାତ୍ରମାନେ ମାଡ଼ ମାରିବା ଭିଡିଓ ଭାଇରାଲ ହେବା…

4 years ago

ଅଙ୍ଗନଓ୍ବାଡି କେନ୍ଦ୍ରରେ ବଢୁଛି ପିଲାଙ୍କ ଉପସ୍ଥାନ

ସୋରଡ଼ା,୧୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକର ଆଦିବାସୀ ବହୁଳ ଗୋଛା ଅଞ୍ଚଳର ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଏବେ ଶିଶୁମାନଙ୍କର ଉପସ୍ଥାନ ପ୍ରତ୍ୟହ ବଢୁଥିବା ଲକ୍ଷ୍ୟ କରାଯାଉଛି। ବିଦ୍ୟାଳୟ ପୂର୍ବ…

4 years ago

ଦିନରେ ଭୋକରେ ରହିଲେ, ସନ୍ଧ୍ୟାରେ ମିଳିଲା ମଧ୍ୟାହ୍ନଭୋଜନ

ନବରଙ୍ଗପୁର,୧୭ା୧୧(ବି.ପ୍ର.): ହଷ୍ଟେଲ ଛାଡ଼ି ପ୍ରଧାନ ଶିକ୍ଷକ ଚାଲିଗଲେ। ପିଲାଙ୍କୁ ମିଳିଲାନି ମଧ୍ୟାହ୍ନ ଭୋଜନ ା ଭୋକ ଦିନସାରା ରହିଲେ ୭୨ ଛାତ୍ର। ସମସ୍ୟା ବୁଝିବାକୁ ମଧ୍ୟ କେହି…

4 years ago

ସୂତାଖିଅରେ ଝୁଲିଲା ଆଉଟ୍‌ସୋର୍ସିଂ ଚାକିରି

ନୟାଗଡ଼ ଅଫିସ,୧୭।୧୧: ଆଉଟ୍‌ସୋର୍ସିଂ ମାଧ୍ୟମରେ ନିୟୋଜିତ କର୍ମଚାରୀଙ୍କ ଚାକିରି ନିୟମିତ ହେବା ନେଇ ସରକାରୀ ବ୍ୟବସ୍ଥା ନ ଥିବା ସିଡିଏମ୍‌ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ(ଡିଏଲସି)ଙ୍କୁ ଜଣାଇବା ପରେ…

4 years ago

ବାଲିଯାତ୍ରାରେ କାର୍ଯ୍ୟକ୍ରମ କରିବା ଗର୍ବର କଥା: ମଣ୍ଟୁ ଛୁରିଆ

କଟକ ଅଫିସ, ୧୭ା୧୧: ଦୁଇବର୍ଷ ପରେ ବାଲିଯାତ୍ରା ହେଉଥିବାରୁ ଲୋକଙ୍କ ଗହଳି ଜମୁଛି। ଏହି ଭିଡ ଭିତରେ ସଙ୍ଗୀତ ପରିବେଷଣ କରିବା ନିଆରା। ଦର୍ଶକଙ୍କ ସହଯୋଗ ଓ…

4 years ago

ରକ୍ଷଣାବେକ୍ଷଣ ଅଭାବରୁ ମରିଗଲାଣି ନଡ଼ିଆ ଚାରା

କୋଣାର୍କ,୧୭।୧୧(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨ ବର୍ଷ ପୂର୍ବରୁ ରାସ୍ତାକଡରେ ନଡିଆ ଚାରା ଲଗାଯାଇଥିଲା।…

4 years ago

ନାମାଙ୍କନ ଦାଖଲ କଲେ ଭାଜପା ପ୍ରାର୍ଥୀ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ…

4 years ago

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର ଉପଜିଲାପାଳଙ୍କ…

4 years ago

ପଦା ହୋଇଯିବ କୁଟାସିଙ୍ଗା ଜଙ୍ଗଲ: ସୀମାନ୍ତରେ ଥିବାରୁ ମିଳୁନି ସୁରକ୍ଷା

ବଇଣ୍ଡା, ୧୭ା୧୧ (ଡି.ଏନ.ଏ.): ମୂଲ୍ୟବାନ ଗଛକୁ ଟାର୍ଗେଟ୍‌ କରୁଛନ୍ତି କାଠ ମାଫିଆ। ସେଥିପାଇଁ ନିୟମିତ କଟାଯାଉଛି ଶାଳ, ଶାଗୁଆନ ଗଣ୍ଡି। ଗୁପ୍ତ ସ୍ଥାନରେ ଲୁଚାଇ ରଖି ଅବାଧରେ…

4 years ago

ବିସିସି ବ୍ୟାଙ୍କ ସଭାପତି ହେଲେ ଶିବରାମ ପାତ୍ର

ବ୍ରହ୍ମପୁର ଅଫିସ,୧୭ା୧୧: ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କ ସଭାପତି ନିର୍ବାଚନ ବୁଧବାର ଅନୁଷ୍ଠିତ ହୋଇଯାଇଛି। କୁକୁଡ଼ାଖଣ୍ଡି ୧୧ନଂ ଜୋନର ନିର୍ଦ୍ଦେଶକ ଶିବରାମ ପାତ୍ର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

4 years ago