ପଦ୍ମପୁର, ୧୭।୧୧(ଡିଏନଏ) : ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ…
ଫୁଲବାଣୀ ଅଫିସ, ୧୬ା୧୧: ମହୁଲରୁ ପ୍ରସ୍ତୁତ ଲଡୁର ଚାହିଦା ବଢ଼ୁଥିବା ତାହା ଅଳ୍ପ କେତେଜଣ ଜାଣିଥିବେ ା ମହୁଲ ଲଡୁ ନାଁ ଶୁଣିବାକୁ ଅଜବ ଲଗୁଥିଲେ ମଧ୍ୟ…
କେନ୍ଦୁଝର,୧୭ା୧୧(ଡି.ଏନ୍.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍ରେ ଅନୁଷ୍ଠିତ…
ଭଦ୍ରକ ଅଫିସ,୧୬ା୧୧: ସେତୁ ପ୍ରଶସ୍ତୀକରଣ ପାଇଁ ଭଦ୍ରକ ସହରକୁ ସଂଯୋଗ କରୁଥିବା କୁଆଁସ ସ୍ଥିତ ଅର୍ଜୁନ ସେତୁକୁ ଭାଙ୍ଗି ଦିଆଗଲା। ନୂତନ ସେତୁ ନିର୍ମାଣ ପାଇଁ ଶିଳାନ୍ୟାସକୁ…
ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା ଉଡୁଛି।…
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ହେବାକୁ ଯାଉଥିବା ଉପନିର୍ବାଚନ ନାମାଙ୍କନର ଆଜି ଶେଷ ଦିବସ। ଆଜି ନିଜର ନାମାଙ୍କନ ଦାଖଲ ପୂର୍ବରୁ ବିଜୁ ଜନତା…
ଖୋର୍ଦ୍ଧା ଅଫିସ,୧୭ା୧୧: ସଦର ଥାନା ଅନ୍ତର୍ଗତ ଦୁର୍ଗାପୁର ପଞ୍ଚାୟତ ବେଙ୍ଗିଟାଙ୍ଗି ଆମ୍ବ ତୋଟାରେ ମାଟି ଭିତରୁ ଏକ ମଣିଷର ହାତ ଦେଖିବାକୁ ମିଳିଛି। ବୁଧବାର ଏହି ଘଟଣା…
ବରଗଡ଼ ଅଫିସ,୧୭ା୧୧: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ନାମାଙ୍କନପତ୍ର ଦାଖଲର ଶେଷ ଦିବସ। ନାମାଙ୍କନ ପାଇଁ ପଦ୍ମପୁର ଚଳ ଚଞ୍ଚଳ ହୋଇପଡ଼ିଛି। ପଦ୍ମପୁରରେ ସବୁ…
ପାଇକମାଳ,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇବା ସହିତ ଅଞ୍ଚଳବାସୀ ବିଭିନ୍ନ ପ୍ରସଙ୍ଗ, ଦାବି ଉପସ୍ଥାପନ…
ବଲାଙ୍ଗୀର ଅଫିସ,୧୭ା୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବି ନେଇ ଗୁରୁବାର ବଲାଙ୍ଗୀରରେ ପୁଣି ଥରେ ଆନ୍ଦୋଳନ ଆରମ୍ଭ ହୋଇଛି। ଆଜି ବଲାଙ୍ଗୀରର ସମସ୍ତ…