ଆମ ଜିଲା ଖବର

ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ହତ୍ୟାକାଣ୍ଡ

ଯୋଡ଼ା,୧୦ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବଳଦା କଚା ସାହିଠାରେ ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ଏକ ହତ୍ୟାକାଣ୍ଡ ଘଟିଛି। ଠେଙ୍ଗା ମାଡ଼ରେ ଜଣଙ୍କର ମୃତ୍ୟୁ…

4 years ago

ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳରୁ ହତ୍ୟାକାଣ୍ଡ

ଆସିକା,୧୦।୧୦(ଡି.ଏନ୍‌.ଏ.): ଆସିକା ଏନ୍‌ଏସି ଅଶୋକା ସିନେମା ଛକ ନିକଟରେ ରବିବାର ଏକ ଭଡା ଘରେ ରହୁଥିବା ଲକ୍ଷ୍ମୀପ୍ରିୟା ମିଶ୍ରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ପୋଲିସ ହତ୍ୟାକାରୀ…

4 years ago

ରାସ୍ତା ମରାମତି ନ ହେଲେ ଧାରଣା

ଭଦ୍ରକ ଅଫିସ, ୧୦ା୧୦: ଭଦ୍ରକ ସଦର ବ୍ଲକର ଚାରିତିରା-କାଜିପୋଖରୀ ଓ ବରପଦା ପଖିଆଗୁଡ଼ି ହନୁମାନ ଛକଠାରୁ ମିଟୁଆଣି ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ରାସ୍ତାର ମରାମତି ଦାବିରେ ଆସନ୍ତା ଅକ୍ଟୋବର…

4 years ago

ବାହାଘରର ୩ ମାସରେ ନବବଧୂଙ୍କୁ ନିର୍ଯାତନା, ଥାନାରେ ପହଞ୍ଚିଲା ମାମଲା

ବ୍ରହ୍ମପୁର ଅଫିସ,୧୦ା୧୦: ଅଧିକ ଯୌତୁକ ଦାବି କରି ଜଣେ ନବବଧୂଙ୍କୁ ନିର୍ଯାତନା ଦିଆଯାଇଥିବା ନେଇ ବ୍ରହ୍ମପୁର ମହିଳା ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୮୩/୨୨)…

4 years ago

ଧାମନଗର ଉପନିର୍ବାଚନ: ୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୦ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…

4 years ago

ପାର୍ବଣରେ ବନ୍ଧା ହେଲେଣି ୮୮୨ ଜୁଆଡି

ଛତ୍ରପୁର,୧୦ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂଜା ପାର୍ବଣ ଋତୁ ଆସିଲେ ଜୁଆଖେଳ ଆସର ଜମିଥାଏ। ଦଶହରା ପୂର୍ବରୁ ଆରମ୍ଭ ହୋଇ କୁମାର ପୂର୍ଣ୍ଣିମା ଓ କାଜୀପୂଜା ପର୍ଯ୍ୟନ୍ତ ଏହି…

4 years ago

ଭତ୍ତା, ରାଶନ ପାଇଁ ବୃଦ୍ଧ ମା’ବାପାଙ୍କୁ ବାନ୍ଧି ନିର୍ଯାତନା

ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ…

4 years ago

ଧକ୍କା ଦେଲା ସରକାରୀ ଗାଡ଼ି: ୫ ଗୁରୁତର

ଭବାନୀପାଟଣା,୧୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆଠାରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜଳ ସମ୍ପଦ ବିଭାଗର ଏକ ସରକାରୀ ଗାଡ଼ି ବାଇକ୍‌ରେ ଯାଉଥିବା ଲୋକଙ୍କୁ ପଛକୁ…

4 years ago

ଶ୍ରମିକଙ୍କ ଗୋଡ଼ ହାତ କଟା ଘଟଣା: ଥାନାରେ ରୁଜୁ ହେଲା ମାମଲା

ଆର୍‌.ଉଦୟଗିରି,୧୦।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା…

4 years ago

ଭାଉଜଙ୍କୁ ହତ୍ୟା କଲେ ଦିଅର

ଖୋର୍ଦ୍ଧା ଅଫିସ,୧୦ା୧୦: ବାଣପୁର ଥାନା ଅନ୍ତର୍ଗତ ପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଅଶାନ୍ତିରୁ ଦିଅର ହାତରେ ଭାଉଜଙ୍କ ଜୀବନ ଯାଇଛି। ତେବେ ଆକ୍ରମଣକାରୀ…

4 years ago