ଆମ ଜିଲା ଖବର

ହୋଟେଲରେ ଡିଲ୍‌ ଚାଲିଥିବା ବେଳେ ଜବତ ହେଲା ହାତୀ ଦାନ୍ତ

ସମ୍ବଲପୁର,୭ା୭(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବାସନ୍ତି ଲଜ୍‌ରେ ହାତୀଦାନ୍ତ ଡିଲ୍‌ ବେଳେ ବନ ବିଭାଗ ଚଢାଉ କରି ୩ଜଣଙ୍କୁ ଅଟକ ରଖିଛି। ତଦନ୍ତରେ ବାଧା ସୃଷ୍ଟିହେବା…

4 years ago

୧୪ ଲକ୍ଷ ୨୯ ହଜାର ଜାଲନୋଟ୍‌ ଜବତ

ବରପାଲି,୭।୭(ଡି.ଏନ.ଏ.): ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ) ବରଗଡ଼ ଜିଲା ପୋଲିସ ସହାୟତାରେ ଗୁରୁବାର ଅନ୍ତଃରାଜ୍ୟ ଜାଲନୋଟ୍‌ କାରବାର ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ…

4 years ago

ଅପରାହ୍ନ ୩ଟାରୁ ସୁନାବେଶରେ ଦର୍ଶନ ଦେବେ ବଳଦେବଜୀଉ

କେନ୍ଦୁଝର,୭ା୭(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କ ସୁନାବେଶ ପରିଚାଳନା…

4 years ago

ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ ଅଫିସ,୭।୭: ଶୁକ୍ରବାର ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ହେଲେ ସନ୍ଧ୍ୟା ଦର୍ଶନ ସନ୍ଧ୍ୟାରେ ନ ହୋଇ ଅପରାହ୍ନ ୪ଟା ସୁଦ୍ଧା ଶେଷ ହେବ ବୋଲି ପ୍ରଶାସନ ଘୋଷଣା…

4 years ago

ସ୍ତ୍ରୀଙ୍କ ବେକକୁ କଟୁରିରେ ହାଣିଲେ ସ୍ବାମୀ

ବାଲିଗୁଡ଼ା,୭ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅନ୍ତର୍ଗତ ଲେତିଙ୍ଗିଆ ନିକଟସ୍ଥ ବୁହୁକିଆରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ବେକକୁ କଟୁରିରେ…

4 years ago

ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ୨ ବ୍ଲକର ସମସ୍ତ ସରପଞ୍ଚ

ଗଞ୍ଜାମ,୭ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଓ ହିଞ୍ଜିଳି ବ୍ଲକର ବିଭିନ୍ନ ପଞ୍ଚାୟତ ସରପଞ୍ଚ ଗୁରୁବାର ଗଞ୍ଜାମ ବ୍ଲକ ଗସ୍ତରେ ଆସି ପ୍ରଥମେ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ସ୍ଥିତ ପ୍ରସିଦ୍ଧ…

4 years ago

ପାରୋଲରେ ଆସିଥିବା କଏଦୀଙ୍କୁ ଗୁଳି

ପରଜଙ୍ଗ, ୭ା୭(ଡି.ଏନ୍‌.ଏ.): ଏକ ହତ୍ୟା ଅଭିଯୋଗରେ ୧୦ବର୍ଷ ଜେଲ୍‌ରେ ସଜାକାଟି ପାରୋଲରେ ଆସିଥିବା ଜଣେ କଏଦୀଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ୪ଜଣ ବ୍ୟକ୍ତି ତାଙ୍କୁ ଘେରିଯାଇ ଆଖିବୁଜା…

4 years ago

ରାସ୍ତା ନିର୍ମାଣ କରି ରକ୍ଷଣାବେକ୍ଷଣ ଭୁଲିଯାଉଛି ବିଭାଗ

କୁନ୍ଦୁରା,୭।୭ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକର ଡଙ୍ଗରପାଉଁଶିଠାରୁ ବେଢାପାଉଁଶି ଏବଂ ଡଙ୍ଗରପାଉଁଶି ଗ୍ରାମ୍ୟ ବ୍ୟାଙ୍କ ଛକଠାରୁ ଜିରାଗୁଡା ପର୍ଯ୍ୟନ୍ତ ନିର୍ମିତ ରାସ୍ତା ଶୋଚନୀୟ ହୋଇପଡିଛି। ଏନେଇ ବାରମ୍ବାର…

4 years ago

ସରୁନି ପାଣିକୋଇଲି-ରିମୁଳି ରାସ୍ତା କାମ

ଠିକା ସଂସ୍ଥା ଗୁଡ଼ିକର ମନମୁଖୀ କାମ ଏବଂ ଉପଯୁକ୍ତ ତଦାରଖର ଅଭାବ ଯୋଗୁ ପାଣିକୋଇଲି-ରିମୁଳି ଜାତୀୟ ରାଜପଥ ୨୦ର କାମ ସରୁନାହିଁ ା ଫଳରେ ଯାତାୟାତରେ ସମସ୍ୟା…

4 years ago

୧୩ ହୋଟେଲରେ ଚଢ଼ାଉ, ଜରିମାନା ଆଦାୟ

ତାଳଚେର,୭ା୭(ନି.ପ୍ର.): ତାଳଚେର ଅଞ୍ଚଳର ବିଭିନ୍ନ ହୋଟେଲରେ ବାସି ଖାଦ୍ୟ ଦିଆଯାଉଥିବା ନେଇ ଅଭିଯୋଗ ପରେ ବୁଧବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସହରର ପ୍ରାୟ ୧୩ଟି…

4 years ago