ଆମ ଜିଲା ଖବର

ଜମିରୁ ଶୁଖୁନି ପାଣି

ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି…

4 years ago

ଡଗରା ବେଳାଭୂମିରେ ଗହଳି

ବାଲିଆପାଳ, ୨୬ା୧୨(ସ୍ବ.ପ୍ର.) ଓମିକ୍ରନ ଭାରିଏଣ୍ଟ ସଂକ୍ରମଣ ରୋକିବା ଲାଗି ଗାଇଡଲାଇନ୍‌ ଜାରି କରାଯିବା ସହ ନାଇଟ୍‌ କର୍ଫ୍ୟୁ ଲଗାଯାଇଛି। ଏଥିପ୍ରତି ଅମାନିଆଙ୍କ ନଜର ନାହିଁ କି ଗାଇଡଲାଇନ୍‌କୁ ଖାତିର…

4 years ago

ଖୋଲୁନି ସରକାରୀ ଧାନମଣ୍ଡି

ରୂପସା, ୨୬ା୧୨(ଡି.ଏନ.ଏ.) ଚଳିତବର୍ଷ ଏଯାବତ୍‌ ସରକାରୀ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ଧାନର ଅଭାବୀ ବିକ୍ରି ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି…

4 years ago

ଛଟପଟ ହୋଇ ମଲା ଦନ୍ତା, ପହଞ୍ଚିଲାନି ବନ ବିଭାଗ

ଖୋର୍ଦ୍ଧା ଅଫିସ,୨୬।୧୨: ଖୋର୍ଦ୍ଧା ଜିଲା ଟାଙ୍ଗି ବନାଞ୍ଚଳ ଭୂଷଣ୍ଡପୁର ନିକଟ ରେଳ ଧାରଣା କଡ଼ରୁ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି। ଦନ୍ତାର ଟ୍ରେନ୍‌ ଧକ୍କାରେ ମୃତ୍ୟୁ…

4 years ago

କଟକଣାକୁ ମାନିଲେନି

ଭୋଗରାଇ, ୨୬ା୧୨(ଡି.ଏନ.ଏ.)   କରୋନା ବିପଦ ଟଳି ନ ଥିବା ବେଳେ ନୂଆ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଓ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ପରାମର୍ଶକ୍ରମେ…

4 years ago

ବଡ଼ଦିନରେ ଭିତରକନିକାରେ ୧୬୭୦ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ବଡ଼ଦିନରେ ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼ ଦିନତମାମ ଲାଗି ରହିଥିଲା। ୧୬୭୦ ପର୍ଯ୍ୟଟକ ଭିତରକନିକାକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ୧୨୦୦ ପର୍ଯ୍ୟଟକ ଜଳପଥ ଅର୍ଥାତ୍‌ ୧୧୦ଟି ବୋଟରେ…

4 years ago

ଦବିଗଲା ମାର୍କଣ୍ଡପୁର, ବଡ଼ଚଣା ପାକ୍ସ ଦୁର୍ନୀତି

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲାରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏଥର ୧୨୨ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଏବଂ…

4 years ago

ବିପଦରେ ଚିଲିକାର ବିଦେଶୀ ପକ୍ଷୀ

ଖୋର୍ଦ୍ଧା ଅଫିସ/ନିରାକାରପୁର/ଟାଙ୍ଗୀ,୨୬ା୧୨(ଡି.ଏନ୍‌.ଏ): ଶୀତ ବଢ଼ିବା ସହିତ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହେବାରେ ଲାଗିଛି। ବର୍ତ୍ତମାନ ଚିଲିକାରେ ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ…

4 years ago

କବାଡ଼ିଖାନାରେ ପିଲାଙ୍କ ମାଗଣା ବହି

ଉମରକୋଟ,୨୬ା୧୨(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିପାଇଁ ପିଲାଙ୍କୁ ମାଗଣା ଶିକ୍ଷା ସହ…

4 years ago

ଦୁଇ ଗାଁ ମଧ୍ୟରେ ଗଣ୍ଡଗୋଳ

ବୈଶିଙ୍ଗା,୨୬।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ କଳମା ଗ୍ରାମ ଛକରେ ଶନିବାର ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ୩ ଗୁରୁତର ହୋଇଛନ୍ତି। ପୂର୍ବଶତ୍ରୁତାକୁ…

4 years ago