ଆମ ଜିଲା ଖବର

୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ବାନ୍ଧିଲା ପୋଲିସ

ସାକ୍ଷୀଗୋପାଳ,୨୬ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ପୋଲିସ ପକ୍ଷରୁ ଅପରେଶନ ଚକ୍ର ଆଧାରରେ ନିଶା କାରବାର ବିରୋଧରେ ଚାଲିଥିବା କାର୍ଯ୍ୟାନୁଷ୍ଠାନକୁ ଆଉ ଏକ ସଫଳତା ମିଳିଛି। ବେଆଇନ…

5 months ago

ମା’ଙ୍କ ଏକାଦଶାହରେ ଚାଲିଗଲା ସାନପୁଅଙ୍କ ଜୀବନ, ଦ୍ୱାଦଶାହରେ ବି ଚାଲିଗଲେ ବଡ଼ପୁଅ

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟ ମା’ ସାତଭଉଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଟାଟା ଏସି ଗାଡ଼ି…

5 months ago

ଚାଲିଥିଲା ବାଲ୍ୟ ବିବାହ, ପହଞ୍ଚିଗଲେ ବଜରଙ୍ଗ ଦଳ କର୍ମୀ, ଆଉ ତା’ ପରେ…

ବରଗଡ଼,୨୬ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଗୋବିନ୍ଦପାଲିରେ ବୁଧବାର ଜଣେ ନାବାଳିକା(୧୩)ଙ୍କ ସହିତ ୨୯ବର୍ଷର ଜଣେ ଯୁବକଙ୍କ ସହିତ ବିବାହ ଚାଲିଥିଲା। ତେବେ ଏହି ସମୟରେ ସ୍ଥାନୀୟ ବଜରଙ୍ଗ…

5 months ago

ନ୍ୟାୟ ଦାବି କଲେ ଓଏଭି ଶିକ୍ଷକ-କର୍ମଚାରୀ: ଶାନ୍ତିପୂର୍ଣ୍ଣ ଧାରଣାରେ ବସି…

ଥୁଆମୂଳ ରାମପୁର,୨୬ା୧୧(ଦୁର୍ଗା କୀର୍ତ୍ତି): ସାରା ରାଜ୍ୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ-କର୍ମଚାରୀମାନଙ୍କ ନ୍ୟାୟ ସଙ୍ଗତ ଦାବି ଏବଂ ଦୀର୍ଘ ଦିନ ଧରି ଉପେକ୍ଷିତ ସମସ୍ୟାଗୁଡ଼ିକର ସମାଧାନ ପାଇଁ…

5 months ago

ଏଣିକି ଗୁଣ୍ଡିଚା ମନ୍ଦିର ଗଲେ ପଡ଼ିବ ଟିକେଟ୍‌, ଦାମ୍‌ ରହିଛି…

ପୁରୀ,୨୬ା୧୧: ଡିସେମ୍ବର ୧ରୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ପରୀକ୍ଷାମୂଳକ ଭାବେ ଟିକେଟ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ…

5 months ago

ଘରକୁ ଫେରିବାବେଳେ ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଲା ପିକ୍‌ଅପ୍‌

ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପଳାଶପୁର-ଡେଙ୍ଗାଓସ୍ତା ରାସ୍ତାର ଲୁଣିଲାଠି ଗ୍ରାମ ନିକଟରେ ବୁଧବାର ଅପରାହ୍ନରେ ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡି ୦୫ ବିଜି-୨୨୦୬) ଏକ…

5 months ago

୪୦ ଫୁଟ ତଳକୁ ଖସିଲା ମକା ବୋଝେଇ ଟ୍ରକ୍‌, ଚାଲିଗଲା ଡ୍ରାଇଭରଙ୍କ ଜୀବନ

କୋକସରା,୨୬ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି, ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ବୁଧବାର ଏକ ଟ୍ରକ୍‌ ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

5 months ago

ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ରାଜ୍ୟସ୍ତରୀୟ କରିବା ପାଇଁ ପୁଣି ଉଠିଲା ଦାବି

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିଠାରେ ଚଳିତ ଶୀତ ମହୋତ୍ସବ ପାଳନ ପାଇଁ ଦ୍ୱିତୀୟଥର ବ୍ଲକ ସଭାଗୃହଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶୀତ ମହୋତ୍ସବ…

5 months ago

ବାଲ୍ୟ ବିବାହ ରୋକିବାକୁ ଶପଥ ଗ୍ରହଣ

ଦାରିଙ୍ଗବାଡ଼ି,୨୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଶିଶୁ ସୁରକ୍ଷା କମିଟିର ଟାସ୍କଫୋର୍ସ କମିଟିର ବୈଠକ କମିଟିର ଆବାହକ ତଥା…

5 months ago

ଭଞ୍ଜ ଟ୍ରଫି-୨୦୨୫: ବିହାରକୁ ହରାଇ ଫାଇନାଲରେ ସୁନ୍ଦରଗଡ଼

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଚାଲିଥିବା ଭଞ୍ଜ ଟ୍ରଫି-୨୦୨୫ ଫୁଟବଲ ଟୁର୍ନାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଥିଲା। ଏକ…

5 months ago