ତାଳଚେର, ୭।୫(ଡି.ଏନ୍.ଏ.): ନାମୀଦାମୀ କମ୍ପାନୀର ଅବିକଳ ଲୋଗୋ ଲଗାଇ ବିକ୍ରି କରାଯାଉଥିଲା କୋଲ୍ଟଡ୍ରିଙ୍କ୍ସ୍। ଗ୍ରାହକଙ୍କ ସ୍ବାସ୍ଥ୍ୟକୁ ଅଣଦେଖା କରି ବଜାରରେ ବିକ୍ରି କରାଯାଉଥିଲା ଏହି ନକଲି ମୃଦୁପାନୀୟ।…
କଟକ ଅଫିସ,୭ା୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷା (ସମେଟିଭ ଆସେସମେଣ୍ଟ-୨) ଶନିବାର ଶେଷ ହେଉଛି। ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ଏହି…
ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ ୮୦…
ଝାରସୁଗୁଡା ଅଫିସ୍,୬।୫: ବ୍ରଜରାଜନଗର ଉପନିର୍ବାଚନରେ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏଥିନେଇ ରାଜ୍ୟସ୍ତରୀୟ ଚୟନ କମିଟି ଶୁକ୍ରବାର ସର୍ବସମ୍ମତିକ୍ରମେ…
କଟକ ଅଫିସ, ୬ା୫- କ୍ରାଇମବ୍ରାଞ୍ଚ ଏଡିଜି ଭାବେ ୧୯୯୬ ବ୍ୟାଚ୍ର ଆଇପିଏସ୍ ଅଫିସର ଅରୁଣ ବୋଥ୍ରା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ…
ଏମ୍ଭି-୭୯,୬।୫(ଡି.ଏନ୍.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ ଏକ…
କୋରାପୁଟ,୬ା୫(ସ୍ବ.ପ୍ର.): କୋରାପୁଟ ଜିଲା ଲମତାପୁଟ ବ୍ଲକର ବ୍ରାହ୍ମଣୀପୁଟ ଗ୍ରାମାଞ୍ଚଳରେ ବେଆଇନ ଭାବେ କେତେକ ବ୍ୟକ୍ତି ସରକାରୀ ଜମିକୁ ଜବରଦଖଲ କରି ଦୋକାନ ଓ ଗୃହ ନିର୍ମାଣ କରି…
କୋରୁକୋଣ୍ଡା,୬।୫(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ସମେତ ଆଖପାଖ ପଞ୍ଚାୟତରେ କାଳବୈଶାଖୀରେ ଝଡ଼ତୋଫା ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଜୋରରେ ପବନ ବହିବା ଯୋଗୁ ଅଞ୍ଚଳର ବିଭିନ୍ନ…
ରୂପସା,୬।୫(ଡି.ଏନ୍.ଏ.): ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅଧୀନ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟାର ସମାଧାନ ହୋଇପାରୁ ନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ…
ଖୋର୍ଦ୍ଧା,୬।୫(ଡି.ଏନ୍.ଏ.): ଚିଲିକାରେ ଗୁରୁବାର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଥିଲା। ଏହାକୁ ନେଇ ସ୍ଥାନୀୟ ପ୍ରଶାସନ ତତ୍ପର ହୋଇ ଉଠିଛି। ବାତ୍ୟା ଆଶଙ୍କା ନ ଟଳିବା ପର୍ଯ୍ୟନ୍ତ ଚିଲିକାରେ…