ଅନୁଗୋଳ ଅଫିସ, ୨୨।୧୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସରକାରଙ୍କ ନିର୍ଦ୍ଦେଶକୁ ଠିକ୍ ଭାବେ କାର୍ଯ୍ୟକାରୀ କରାଯାଉ ନାହିଁ। କେତେବେଳେ ବଦଳି ନିର୍ଦ୍ଦେଶର ପାଳନ ହେଉ ନାହିଁ…
ତାଳଚେର,୨୨।୧୨(ନି.ପ୍ର.) ସରକାରଙ୍କ ବସୁନ୍ଧରା ଯୋଜନାରେ ତାଳଚେର ବ୍ଲକ ଘଣ୍ଟପଡ଼ା ପଞ୍ଚାୟତର ଭୂମିହୀନ ପଛୁଆ ବର୍ଗ ପରିବାରଙ୍କୁ ଜାଗା ଯୋଗାଇ ଦେବାକୁ ତାଳଚେର ଜନ ବିକାଶ କଲ୍ୟାଣ ସଂଘ…
ଅନୁଗୋଳ ଅଫିସ, ୨୨।୧୨ ବଜାର ମଧ୍ୟରେ ହେଉ କିମ୍ବା କଲୋନୀ, ଲୁଟ୍, ଛିନତାଇ କରି ସହଜରେ ଖସିଯାଉଛନ୍ତି ଦୁର୍ବୃତ୍ତ। ସର୍ବସମ୍ମୁଖରେ ଅପରାଧ ଘଟୁଥିଲେ ମଧ୍ୟ ରୋକିବାକୁ କେହି…
ଢେଙ୍କାନାଳ ଅଫିସ, ୨୨।୧୨ ମନୋମାଳିନ୍ୟ ଦୂରକରି ଦମ୍ପତିଙ୍କୁ ମିଶାଇବାକୁ ୨ଦିନ ଧରି ଯଥାସାଧ୍ୟ ପ୍ରୟାସ କଲା ପୋଲିସ। ହେଲେ ଦ୍ୱନ୍ଦ୍ୱ ଦୂର ହେଲାନି କି ବାହାରିଲାନି ସମାଧାନର…
ଢେଙ୍କାନାଳ ଅଫିସ, ୨୨।୧୨ ଅମଳ ହୋଇ ଖଳାରେ ପଡ଼ିଛି ଧାନ। ଝାଳବୁହା ପରିଶ୍ରମର ମୂଲ୍ୟ ପାଇବାକୁ ଜଗିରହିଛନ୍ତି ଚାଷୀ। ଅଥଚ ଢେଙ୍କାନାଳ ଜିଲାରେ ମଣ୍ଡି କେବେ ଖୋଲିବ…
କୋକସରା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଗ୍ରାମରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ଦୀପଙ୍କ…
କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଦାରିଙ୍ଗବାଡ଼ି ପରେ କେନ୍ଦୁଝର ଜିଲାରେ ମଧ୍ୟ ତୁଷାରପାତ ହେଉଛି। କେନ୍ଦୁଝର ଜିଲାର ତାପମାତ୍ରା ହ୍ରାସ ପାଇ ମଙ୍ଗଳବାର ସକାଳେ ୬.୨ ଡିଗ୍ରୀ ସେଲସିୟସ…
ପାଟଣା,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ମଙ୍ଗଳବାର…
କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ…
ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ତୁଷାରପାତ ଜାରି ରହିଛି। ମଙ୍ଗଳବାର ସକାଳ ୮ ସୁଦ୍ଧା ତାପମାତ୍ରା ୩.୫ ଡିଗ୍ରୀରେ ପହଞ୍ଚିଛି । ସୋମବାର ତାପମାତ୍ରା ୪ ଡିଗ୍ରୀ…