ଆମ ଜିଲା ଖବର

ଆରମ୍ଭ ପୂର୍ବରୁ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧୯।୧୨: ବିହନ ବୁଣିବା ବେଳକୁ ବର୍ଷାର ଦେଖାମିଳିଲାନି। କେଣ୍ଡା ବାହାରିବାଠାରୁ ଧାନ ପାଚିବା ଯାଏ ତୁହାକୁ ତୁହା ଲଘୁଚାପଜନିତ ଲଗାଣବର୍ଷା ଏବଂ ଡିସେମ୍ବରରେ ସାମୁଦ୍ରିକ ଝଡ଼…

4 years ago

୩୧କୁ ଘୁଞ୍ଚିଲା ଧାନକିଣା

ଅନୁଗୋଳ ଅଫିସ, ୧୯।୧୨:  ଅନୁଗୋଳ ଜିଲାରେ ଚାଷୀଙ୍କଠାରୁ ଧାନ କିଣିବାକୁ ଗତବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ମଣ୍ଡି କରାଯାଇଛି। ହେଲେ ୫ ଦଫା ଦାବିନେଇ ପ୍ରାଥମିକ କୃଷି ସମବାୟ…

4 years ago

ଷ୍ଟାଫ୍‌ନର୍ସସ୍ତରରେ ଅଦଳବଦଳ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ତ୍ରୀ ଓ ପ୍ରସୂତି ବିଭାଗରେ ବ୍ୟାପକ ଲାଞ୍ଚ କାରବାର ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଗତମାସରେ ଏପରି…

4 years ago

ପୋଲିସକୁ ଧକ୍କା ମାରି ଛୁ

ଅନୁଗୋଳ ଅଫିସ, ୧୯।୧୨: ଅନୁଗୋଳ ସହର ନାରଣସାଗର ନିକଟରେ ଶନିବାର ରାତିରେ ଗଣ୍ଡଗୋଳ ବେଳେ ବାଇକ୍‌ରେ ପାଟ୍ରୋଲିଂ କରୁଥିବା ଜଣେ ପୋଲିସ କର୍ମଚାରୀଙ୍କୁ ଗଣ୍ଡଗୋଳକାରୀ ଯୁବକମାନେ ଧକ୍କାମାରି ଖସିଯିବା…

4 years ago

‘ରୁପାବାଲି ଖେଳପଡ଼ିଆ ହେବ ମିନିଷ୍ଟାଡିୟମ୍‌’

ବାଲେଶ୍ୱର ଅଫିସ/ରେମୁଣା, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲାକୁ ରାଜ୍ୟ କ୍ରୀଡ଼ା ଓ ଯୁବସେବା, ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା ଶନିବାର ଦିନିକିଆ ଗସ୍ତରେ ଆସି…

4 years ago

ଆଜି ଘରକୁ ଫେରିବେ ହାବିଲ

ବାରିପଦା ଅଫିସ, ୧୯।୧୨: ଦୋଷୀ ନ ହୋଇ ବି ଅନ୍ଧାର କୋଠରୀ ଭିତରେ ବିତିଯାଇଛି ଦୀର୍ଘ ୧୮ବର୍ଷ ୧୧ମାସ ୧୫ଦିନ। ବାଟ ଭୁଲିଯାଇଥିବା ମଣିଷଟିଏ ପୁନର୍ବାର ସମାଜର ମୁଖ୍ୟସ୍ରୋତରେ…

4 years ago

ପାନବରଜ ପୋଡ଼ିବାକୁ ଉଦ୍ୟମ, ଗ୍ରାମରେ ଉତ୍ତେଜନା

ଭୋଗରାଇ, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାନବରଜ ପୋଡ଼ିବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ପୋଲିସ…

4 years ago

ଯୋଡ଼ାରେ ଜାଲ ନୋଟ କାରବାର

ଯୋଡ଼ା, ୧୯।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ରାସ୍ତାରେ ପୌରପାଳିକା କମ୍ପ୍ଲେକ୍ସରେ ଜଣେ ମାଛ ବ୍ୟବସାୟୀଙ୍କୁ ଜାଲ ନୋଟ ଦେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ଅପରାହ୍ନରେ…

4 years ago

ସୁମିତଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨: ନ୍ୟାୟ ପାଇଁ ତପସ୍ବିନୀ ଦାଶ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବ୍ରହ୍ମାନଗର ଦ୍ୱିତୀୟ ଲାଇନ୍‌ର ତାଙ୍କ ଶ୍ୱଶୁର ଘର ଆଗରେ ଧାରଣା ଜାରି ରଖିଛନ୍ତି।…

4 years ago

ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ ରାସ୍ତା…

4 years ago