ଆମ ଜିଲା ଖବର

ସ୍ବାମୀ, ଶାଶୁ ଓ ଶ୍ୱଶୁରଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୧ା୧୦: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ନିନୀଗାଁରେ ୨୦୧୯ରେ ଏକ ବଧୂହତ୍ୟା ହୋଇଥିଲା। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇଛି। ହରପ୍ରିୟା ଖଟୁଆଙ୍କୁ ହତ୍ୟା…

4 years ago

ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ…

4 years ago

ଅସୁରକ୍ଷିତ ବୌଦ୍ଧ ହୀରକ ତ୍ରିଭୁଜ

ଚଣ୍ଡିଖୋଲ,୧ା୧୦(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ହୀରକ ତ୍ରିଭୁଜ ନାମରେ ଖ୍ୟାତ ଉଦୟଗିରି, ଲଳିତଗିରି ଓ ରତ୍ନଗିରି ଦିନକୁ ଦିନ ଅସୁରକ୍ଷିତ ହୋଇ ପଡୁଛି। ଏହି ବୌଦ୍ଧ ପୀଠକୁ…

4 years ago

ଦୁର୍ଗାପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷାକୁ ଗୁରୁତ୍ୱ

ଭଞ୍ଜନଗର,୧।୧୦(ଡି.ଏନ.ଏ): ବେଲଗୁଣ୍ଠା ଓ ଭଞ୍ଜନଗର ଆମ ପୋଲିସ ସମିତିର ସଚେତନତା ବୈଠକ ପୃଥକ ଭାବେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବେଲଗୁଣ୍ଠା ପୋଲିସ ପକ୍ଷରୁ ଇଙ୍ଗିନାଠିରେ ହୋଇଥିବା ବୈଠକରେ…

4 years ago

କୃଷି ଓଡ଼ିଶାର ପ୍ରାଣକେନ୍ଦ୍ର

ରଘୁନାଥପୁର,୧ା୧୦(ଡି.ଏନ୍‌.ଏ.): ରଘୁନାଥପୁର ବ୍ଲକ ରେଢୁଆ ନୂଆଗଡ଼ସ୍ଥିତ କୃଷିଭିତ୍ତିକ ସଂସ୍ଥା ଲାଲ(ଲିଭ ଆଣ୍ଡ ଲେଟ ଲିଭ)ପକ୍ଷରୁ ରାଜ୍ୟର କୃଷି ଉତ୍ପାଦକ ସଙ୍ଗଠନର କର୍ମକର୍ତ୍ତାଙ୍କୁ ନେଇ ଏକ ତିନିଦିନିଆ ପ୍ରଶିକ୍ଷଣ…

4 years ago

ନିର୍ମାଣ ଅପେକ୍ଷାରେ ଗଲାଣି ୪ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୧ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ…

4 years ago

ପ୍ରକଳ୍ପ ସପକ୍ଷବାଦୀ-ବିରୋଧୀ ମୁହାଁମୁହିଁ

ପାରାଦୀପ,୧ା୧୦(ସ୍ବ.ପ୍ର.): ପାରାଦୀପର ମୂଷାଡିହାଠାରେ ଏଏମ୍‌ଏନ୍‌ଏସ୍‌ (ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ)ଇଣ୍ଡିଆ କମ୍ପାନୀ ପକ୍ଷରୁ ମହାନଦୀ ତଟରେ ଏକ ନଦୀ ଭିତ୍ତିକ ବନ୍ଦର କରାଯିବ। ଏନେଇ ପରିବେଶୀୟ ସର୍ବସାଧାରଣ…

4 years ago

ଶିଶୁମାନଙ୍କୁ ବ୍ୟାପୁଛି ଅଜଣା ରୋଗ

ସାରସକଣା,୧ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ ଅଞ୍ଚଳରେ ଶିଶୁମାନେ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ଶିଶୁଙ୍କ ମୁହଁ, ଦେହର ବିଭିନ୍ନ ସ୍ଥାନରେ ଫୋଟକା ଭଳି ହୋଇ ଘା’…

4 years ago

ଗୋରୁଙ୍କୁ ଲମ୍ପି ରୋଗ, ଲୋକେ ଭୟଭୀତ

ସାରସକଣା,୧୦।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକର ପାଣ୍ଡରା ପଞ୍ଚାୟତରେ ଗୋଟିଏ ଗାଈ ଦେହରେ ଲମ୍ପି ରୋଗ ଲକ୍ଷଣ ଦେଖିବାକୁ ମିଳିଛି। ଏହାକୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।…

4 years ago

ସମୁଦ୍ରକୂଳ ସଫେଇ, ସଚେତନତା

ପୁରୀ ଅଫିସ,୧ା୧୦: ଏନ୍‌ସିସି ପକ୍ଷରୁ ପୁରୀ ବେଳାଭୂମିରେ ପୁନିତ ସାଗର ଅଭିଯାନ କ୍ରମେ ସମୁଦ୍ରକୂଳ ତଥା ହ୍ରଦ, ନଦୀ, ପୁଷ୍କରିଣୀ ଓ ଜଳସ୍ରୋତକୁ ପରିଷ୍କାର ଏବଂ ଅବକ୍ଷୟଯୋଗ୍ୟ…

4 years ago