ଅନୁଗୋଳ ଅଫିସ, ୧୮।୧୨ ଜିଲାର ମୁଖ୍ୟ ଚିକିତ୍ସାଳୟ। ରୋଗୀସେବା ପାଇଁ ଭଲ ଭିତ୍ତିଭୂମି ସହ ବିଭିନ୍ନ ବିଭାଗରେ ବିଶେଷଜ୍ଞ, ଡାକ୍ତର ରହିଛନ୍ତି ଏଠାରେ। ତେଣୁ ଉନ୍ନତ ଚିକିତ୍ସା…
ବାରିପଦା ଅଫିସ,୧୮।୧୨-ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅଧୀନରେ ଥିବା ଆବାସିକ ବିଦ୍ୟାଳୟର ଅନ୍ତେବାସୀମାନେ ଶୀତ କଷ୍ଟ ଭୋଗୁଛନ୍ତି। ବିଭାଗ ପକ୍ଷରୁ ଅଦ୍ୟାବଧି…
ରସୁଲପୁର,୧୮।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତ ଆଦାମପୁରସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳିକୁ ନେଇ ବିବାଦ ସୃଷ୍ଟି ହୋଇଛି। ଶୁକ୍ରବାର କେତେଜଣ ଅଣଅଭିଭାବକ…
ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍ ଓ ଏହାର ୬ ମାସ ପରେ ଜୱାଦ ଚାଷୀଙ୍କ…
କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି।…
ଖୋର୍ଦ୍ଧା ଅଫିସ,୧୮।୧୨: ମୁଖ୍ୟମନ୍ତ୍ରୀ କର୍ମତପତ୍ର ଅଭିଯାନ ଯୋଜନା(ମୁକ୍ତା)ରେ ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୬ଟି ପ୍ରକଳ୍ପ ନିର୍ମାଣ ପାଇଁ ୨୬ଲକ୍ଷ ଟଙ୍କା ପ୍ରସ୍ତାବ ଦିଆଯାଇଛି। ଏଥିରେ ୪ଟି…
ପୁରୀ ଅଫିସ, ୧୮ା୧୨: ପୁରୀ ଚକ୍ରତୀର୍ଥରୋଡ୍ ନିକଟରେ ହେବାକୁ ଥିବା ନୂତନ ବ୍ଲୁ ଫ୍ଲାଗ୍ ବିଚ୍କୁ କ୍ଷୁଦ୍ର ବ୍ୟବସାୟୀ, ମତ୍ସ୍ୟଜୀବୀ ଏବଂ ଉଠାଦୋକାନୀ ଜୋରଦାର ବିରୋଧ କରିଛନ୍ତି।…
ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି।…
ବ୍ରହ୍ମପୁର ଅଫିସ,୧୮ା୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି। ଶୁକ୍ରବାର…
ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ ରାଜରାସ୍ତାକୁ…