ଆମ ଜିଲା ଖବର

ଟିକା ନେବା ପରେ ଗଲା ୨ ଜୀବନ

କୁଳିଅଣା,୧୭ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଧୀନ କେଶରପୁର ବିଦ୍ୟାଳୟ ଟିକାକରଣ କେନ୍ଦ୍ରରେ ଗୁରୁବାର ପ୍ରଥମ ଡୋଜ୍‌ କୋଭିସିଲ୍ଡ ଟିକା ନେବାର କିଛି ସମୟ ପରେ ଜଣେ…

4 years ago

ସୁରକ୍ଷାବଳର ଗୁଳି ମାଡ଼ରେ ଛତ୍ରଭଙ୍ଗ ଦେଲେ ମାଓବାଦୀ

ନୂଆପଡ଼ା ଅଫିସ,୧୭।୧୨: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲା ସିନାପାଲି ଥାନା ଝୋଲାପଡ଼ା ଗାଁ ପାଟଦର୍ହା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଏବଂ ଯବାନ ମଧ୍ୟରେ ଗୁଳି ବିନିମୟ ହୋଇଛି।…

4 years ago

ହାତ ଛାଡ଼ି ଶଙ୍ଖ ଧରିଲେ ଧର୍ମରାଜ

ଗୋପାଳପୁର,୧୭।୧୨(ଡି.ଏନ.ଏ.): କଂଗ୍ରେସର ପୂର୍ବତନ ବିଧାୟକ ପ୍ରାର୍ଥୀ ଏସ୍‌.ଧର୍ମରାଜ ରେଡ୍ଡୀ ଓ ତାଙ୍କର ସମର୍ଥକ ଶୁକ୍ରବାର ହାତ ଛାଡ଼ି ଶଙ୍ଖ ଧରିଛନ୍ତି। କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି…

4 years ago

କୁକୁରଙ୍କ କବଳରୁ କୁଟୁରା ଉଦ୍ଧାର

ଆର.ଉଦୟଗିରି,୧୭।୧୨(ଡି.ଏନ.ଏ.): ଖାଦ୍ୟ ଅନ୍ବେଷଣରେ ଶୁକ୍ରବାର ଗଜପତି ଜିଲା ଆର୍‌.ଉଦୟଗିରି ବସ୍ତି ଅଞ୍ଚଳକୁ ଏକ କୁଟୁରା ଚାଲି ଆସିଥିଲା। କୁଟୁରାକୁ ଦେଖି କେତେକ ବୁଲା କୁକୁର ଗୋଡାଇଥିଲେ। ଏହା…

4 years ago

ଏସ୍‌ପି ଅଫିସ ଘେରାଉ କଲା ଯୁବ କଂଗ୍ରେସ

କେନ୍ଦୁଝର,୧୭ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁନେଶ ଧୀରଙ୍କ ନେତୃତ୍ୱରେ ଶୁକ୍ରବାର କଂଗ୍ରେସ ଭବନଠାରୁ ଏକ ଶୋଭାଯାତ୍ରା କରାଯାଇଛି। କଂଗ୍ରେସ କର୍ମୀମାନେ ବିଜେଡି…

4 years ago

ଖରସ୍ରୋତାରେ ଭାସିଗଲେ ଯୁବକ

ସିଂହପୁର,୧୭ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଓଳେଇ ଚନ୍ଦନପୁର ପଞ୍ଚାୟତ ଚନ୍ଦନପୁର ଗ୍ରାମର ରବିନ୍ଦ୍ର ସାମଲଙ୍କ ପୁଅ ସୌମେନ୍ଦ୍ର (୨୬) ଶୁକ୍ରବାର ସକାଳେ ନଦୀରେ ଗାଧୋଉଥିବା…

4 years ago

ଜଙ୍ଗଲରେ ବନ୍ଦୀ ୩୦ ହଜାର ଗ୍ରାମବାସୀ

ଢେଙ୍କାନାଳ ଅଫିସ୍‌/ଗଁଦିଆ, ୧୭ା୧୨: ଅଭୟାରଣ୍ୟ ଏବଂ ବନ୍ୟଜନ୍ତୁଙ୍କ ସୁରକ୍ଷା ଦ୍ୱାହି ଦେଇ ବନ ବିଭାଗ ବନ୍ଦ କରିଦେଇଛି ସବୁଦିନିଆ ଜଙ୍ଗଲ ରାସ୍ତା। ଫଳରେ ଜଙ୍ଗଲ ତଳି ଅଞ୍ଚଳରେ…

4 years ago

ସ୍କୁଲ ପାଖରେ ତମାଖୁ ବିକ୍ରିି ଉପରେ କଟକଣା

ବାରିପଦା ଅଫିସ,୧୭ା୧୨: ମୟୂରଭଞ୍ଜ ଜିଲା ଆରକ୍ଷୀ ଅଧ୍ୟୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ତମାଖୁ ନିଷେଧ ଆଇନ ପ୍ରବର୍ତ୍ତନ ସମ୍ପର୍କିତ ଏକ କର୍ମଶାଳା ଏସ୍‌ପି କେ.ଆର୍‌. ଦ୍ୟାନଦେଓଙ୍କ ଅଧ୍ୟକ୍ଷତାରେ…

4 years ago

ଅବ୍ୟବସ୍ଥା, ଅସୁରକ୍ଷିତ

ଅନୁଗୋଳ ଅଫିସ, ୧୭ା୧୨:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇ ବିବାଦର ଶେଷ ହେଉନାହିଁ। ବିଭିନ୍ନ ଅବ୍ୟବସ୍ଥା ଲାଗିରହିଥିବାବେଳେ ଗୁରୁବାର ସକାଳେ ନିର୍ମାଣାଧୀନ ଆଇସିୟୁ ବିଲ୍ଡିଂ ଛାତରୁ…

4 years ago

କେନ୍ଦୁଝର ସହରକୁ ଜଳଯୋଗାଣ ବନ୍ଦ

କେନ୍ଦୁଝର, ୧୭ା୧୨ (ସ୍ବ.ପ୍ର.):  ହାତୀ ଯୋଗୁ କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଗତ ପ୍ରାୟ ଏକ ସପ୍ତାହ ହେଲା କାନଝରୀ ଡ୍ୟାମରୁ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି।…

4 years ago