ଆମ ଜିଲା ଖବର

ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ପୁରୁଷୋତ୍ତମପୁର,୬।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ରବିବାର ଅନୁଷ୍ଠିତ…

4 years ago

ଗାଁରେ ପହଞ୍ଚିଲା ଯୁବ ଇଞ୍ଜିନିୟରଙ୍କ ମୃତଦେହ

କେନ୍ଦୁଝର/କଣ୍ଟିପାଳ,୬ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ କଣ୍ଟିପାଳ ମଠସାହି ଗ୍ରାମର ଯୁବ ଇଞ୍ଜିନିୟର ଜଗଦୀପ ରାଉତଙ୍କ ମୃତଦେହ ରବିବାର ଗାଁରେ ପହଞ୍ଚିଥିଲା। ଗାଁରେ ମୃତଦେହ ପହଞ୍ଚିବା…

4 years ago

ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି।…

4 years ago

ବାଜି ମାରିଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ…

4 years ago

ଧାମନଗର ଉପନିର୍ବାଚନ: ୧୬ ରାଉଣ୍ଡରେ ବି ସୂର୍ଯ୍ୟବଂଶୀ ଆଗୁଆ

ଭଦ୍ରକ ଅଫିସ,୬ା୧୧: ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡରେ ବି ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗରେ ଅଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସୂରଜ…

4 years ago

ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀଙ୍କ ନାଁରେ ଅଭିଯୋଗ

ଦେବଗଡ଼,୬ା୧୧(ଡି.ଏନ୍‌.ଏ.): ଭାଜପା ବ୍ଲକ ଅଧ୍ୟକ୍ଷାଙ୍କୁ ଅସମ୍ମାନ ଅଭିଯୋଗ କରି ଉପାଧ୍ୟକ୍ଷାଙ୍କ ସ୍ବାମୀ ଡିଆର୍‌ଡିଏର ଏପିଡି (ଟ୍ରେନିଂ) ଦୀପକ କୁମାର ବେହେରାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିବା…

4 years ago

ନିଶାକୁ ନାହିଁ ନିୟନ୍ତ୍ରଣ

ଢେଙ୍କାନାଳ ଅଫିସ, ୬।୧୧: ଗଁାରୁ ସହର। ଗଳି ରାସ୍ତାରୁ ରାଜପଥ। ଝୁମ୍ପୁଡ଼ିରୁ ଢାବା। ସବୁଠି କାୟା ମେଲାଇଛି ନିଷିଦ୍ଧ ନିଶାର ଅବୈଧ କାରବାର। ୧୦ରୁ ୧୨ ଟଙ୍କା…

4 years ago

୨ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ

ଠାକୁରମୁଣ୍ଡା,୬।୧୧(ଡି.ଏନ୍‌.ଏ):  ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ୨ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ମଧ୍ୟାହ୍ନ ଭୋଜନ…

4 years ago

ଜଳ ଯୋଗାଣ କ୍ଷମତା ହରାଇଛି କେନ୍ଦ୍ରାପଡ଼ା କେନାଲ

କେନ୍ଦ୍ରାପଡ଼ା ଅଫିସ, ୬।୧୧: କ୍ଷେତର ଖରିଫ ଧାନରେ ଏବେ ଛିଞ୍ଚା ବାହାରିବା ସମୟ ା ପରିପୃଷ୍ଟ ହେବାକୁ ପ୍ରଚୁର ପାଣି ଆବଶ୍ୟକ ା ଏହି ସମୟରେ କେନ୍ଦ୍ରାପଡ଼ା…

4 years ago

ଲୁଣା ନଦୀବନ୍ଧ ରାସ୍ତା ୪୦ଫୁଟ୍‌ ଦବିଲା

ମାର୍ଶାଘାଇ/ଡ଼େରାବିଶ/ପାଟକୁରା,୬।୧୧(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକର ଲୁଣା-କରାଣ୍ଡିଆ ଦୀପାଞ୍ଚଳ ଜଳପୋକ ପଞ୍ଚାୟତର ପକ୍ଷଟ ଗ୍ରାମଠାରେ ଲୁଣା ନଦୀବନ୍ଧର ଦକ୍ଷିଣପାର୍ଶ୍ୱ ରାସ୍ତା ଶନିବାର ୪୦ ମିଟର ଦବି ଯାଇଛି…

4 years ago