ଆମ ଜିଲା ଖବର

ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ବ୍ରହ୍ମଗିରି,୨୬।୬(ଡି.ଏନ୍‌.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ…

4 years ago

ସମସ୍ୟାଘେରରେ ବାଉଁଶ କାରିଗର

ପଟ୍ଟାମୁଣ୍ଡାଇ,୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଉଁଶ କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସମୟ ସହ ତାଳ ଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ…

4 years ago

୪ ଦିନ ପରେ ବି ଦୁର୍ବୃତ୍ତଙ୍କ ଟେର୍‌ ମିଳୁନି

ରଘୁନାଥପୁର,୨୬।୬(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରସିଦ୍ଧ ବିଭୂତି କ୍ଷେତ୍ର ପ୍ରଭୁ ଗୋରେଖନାଥଙ୍କ ସମ୍ମୁଖରେ ଥିବା ୨ ନଂ. ଦାନବାକ୍ସରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ…

4 years ago

ବୈଷୟିକ ସହାୟତା ପାଇଁ କଟକ ଗଲେ ଆଇଓ

ଜଗତ୍‌ସିଂହପୁର ଅଫିସ,୨୬।୬:  ଜଗତ୍‌ସିଂହପୁର ହସ୍ତଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଆକାଉଣ୍ଟରୁ ୪୬,୧୨,୯୦୦ ଟଙ୍କା ଗାଏବ ମାମଲା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଜାଲ୍‌ ଚେକ୍‌ ବଳରେ…

4 years ago

ବିନା ଅନୁମତିରେ ଚାଲିଛି ପାଥୋଲାବ୍‌,ଏକ୍ସରେ କ୍ଲିନିକ୍‌

ପଟ୍ଟାମୁଣ୍ଡାଇ, ୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଛତୁ ଫୁଟିଲା ଭଳି ମାଳ ମାଳ ଖୋଲିଚାଲିଛି ପାଥୋଲାବ୍‌ ଓ ଏକ୍ସରେ କ୍ଲିନିକ୍‌। ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ସମସ୍ତ…

4 years ago

ଟଙ୍କା ଫେରିପାଇବା ଆଶଙ୍କାରେ ଜମାକାରୀ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବେଗୁନିଆ ବ୍ଲକ ରାଉତପଡ଼ା ଶାଖାରୁ ଜମାକାରୀଙ୍କ ୧.୫୦ କୋଟି ଟଙ୍କା ଆତ୍ମସାତ୍‌ କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା।…

4 years ago

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲେ

ବାରଙ୍ଗ,୨୬।୬(ଡି.ଏନ୍‌.ଏ.): ପ୍ରେମ ପାଇଁ ନିଜ ମଥାର ସିନ୍ଦୂର ପୋଛିଲା ସ୍ତ୍ରୀ। ଭୁଲିଗଲା ସାତଜନ୍ମର ସମ୍ପର୍କକୁ। ପ୍ରେମିକ ସହ ମିଶି ଅଗ୍ନିକୁ ସାକ୍ଷୀ ରଖି ବିବାହ କରିଥିବା ସ୍ବାମୀକୁ…

4 years ago

ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି

ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ ପୁରୀ ସଦ୍‌ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ…

4 years ago

ଗଜପତିଙ୍କୁ ଜଣାଇଲେ ଦଇତାପତି

ପୁରୀ ଅଫିସ,୨୬।୬:  ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ…

4 years ago

ରୁପା ଛାଉଣି ହେବ କଳାହାଟ ଦ୍ୱାର

ପୁରୀ ଅଫିସ,୨୬।୬: ଶ୍ରୀମନ୍ଦିରର ୮ ଦ୍ୱାର ମଧ୍ୟରୁ ବାକି ଗୋଟିଏ ରହିଯାଇଥିବା କଳାହାଟ ଦ୍ୱାର ଖୁବ୍‌ଶୀଘ୍ର ରୁପା ଛାଉଣି ହେବାକୁ ଯାଉଛି। ଏଥିପାଇଁ ଆବଶ୍ୟକ ରୁପାକୁ କଡ଼ା…

4 years ago