ଆମ ଜିଲା ଖବର

ପାୱାରଟିଲର କେନ୍ଦ୍ରାପଡ଼ାରୁ ଯାଉଛି କୋଲକାତା

କେନ୍ଦ୍ରାପଡ଼ା ଅଫିସ, ୪ା୧୧:କେନ୍ଦ୍ରାପଡ଼ାର ଅର୍ଥନୀତି କୃଷିଭିତ୍ତିକ। ଜିଲା କୃଷିର ଉନ୍ନତି ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୃଷି ସାଜ ସରଞ୍ଜାମ କ୍ରୟଦରରେ ରିହାତି ଦେଉଛନ୍ତି। ଏହି…

4 years ago

କେନ୍ଦ୍ରାପଡ଼ା କେନାଲର ଦାନପୁର ଲକ୍‌ ପୋଲ ବିପଦସଙ୍କୁଳ

ଡେରାବିଶ, ୪ା୧୧(ସ୍ବ.ପ୍ର.):ବ୍ରିଟିସ୍‌ ସରକାର ଅମଳରୁ ନୌବାଣିଜ୍ୟ କାରବାର ଓ ଜଳସେଚନ ସୁବିଧା ପାଇଁ ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ମୁଖ୍ୟ କେନାଲରେ ଲକ୍‌ ପୋଲ ନିର୍ମିତ…

4 years ago

ମରାମତି ସତ୍ତ୍ୱେ ପାଠପଢ଼ା ନେଇ ଅନିଶ୍ଚିତତା

ରଘୁନାଥପୁର,୪ା୧୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ ରାଢଙ୍ଗ ଉଚ୍ଚ ବିଦ୍ୟାଳୟର ୩ ଶ୍ରେଣୀଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଗତ ୫ ବର୍ଷ ତଳୁ ଉକ୍ତ ଗୃହରେ ଶିକ୍ଷାଦାନ ବନ୍ଦ ରହିଛି। ଗୋଟିଏ…

4 years ago

ବଢୁଛି ଡେଙ୍ଗୁ ରୋଗୀ ସଂଖ୍ୟା, ଲୋକେ ଭୟଭୀତ

ଜଗତ୍‌ସିଂହପୁର ଅଫିସ, ୪ା୧୧:ଜଗତସିଂହପୁର ଜିଲାରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢୁଛି। ଗତ ଜାନୁୟାରୀରୁ ଏପର୍ଯନ୍ତ ଏହି ସଂଖ୍ୟା ବଢି ୩୦୫ରେ ପହଞ୍ଚତ୍ଲାଣି । ଲୋକେ ସଚେତନ ନ…

4 years ago

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ ଅଫିସ,୪ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ଶ୍ରୀକ୍ଷେତ୍ର ସମେତ ଶ୍ରୀମନ୍ଦିରରେ ପଞ୍ଚକ ନୀତି ଆରମ୍ଭ ହେବ। ପଞ୍ଚକର ପ୍ରଥମ ଦିନ ଏକାଦଶୀ ତିଥିରେ…

4 years ago

ଏଲାୟନ୍ସ ଏୟାର ବିମାନର ପରୀକ୍ଷାମୂଳକ ଉଡାନ ଆଜି

ଝାରସୁଗୁଡ଼ା ଅଫିସ,୪।୧୧: ଝାରସୁଗୁଡ଼ା ଭିଏସ୍‌ଏସ୍‌ (ବୀର ସୁରେନ୍ଦ୍ର ସାଏ)ବିମାନ ବନ୍ଦର ଦେଇ ଚଳାଚଳ କରୁଥିବା ଏକମାତ୍ର ସ୍ପାଇସଜେଟ ବିମାନ ଯାତ୍ରୀଙ୍କ ଚାହିଦା ମେଣ୍ଟାଇ ପାରୁ ନ ଥିବାବେଳେ…

4 years ago

ଦଳୀୟ ପୋଷ୍ଟର ଲାଗିଥିବା ଗାଡ଼ିରେ ଭୋଟ ଦେବାକୁ ଆସିଲେ ଅବନ୍ତୀ

ଭଦ୍ରକ ଅଫିସ,୪।୧୧:ବିଜେଡି ପ୍ରାର୍ଥିନୀ ଅବନ୍ତୀ ଦାସ ଉପନିର୍ବାଚନ ପାଇଁ ଗୁରୁବାର ଭୋଟ ଦେବାକୁ କଁାପଡ଼ା ମତଦାନ କେନ୍ଦ୍ରକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ସହ ବିଜେଡିର…

4 years ago

ରାୟଗଡ଼ାରେ ପ୍ରାଚୀନ ଗୁମ୍ଫା, ପଥରର ସନ୍ଧାନ

ରାୟଗଡ଼ା ଅଫିସ,୪ା୧୧: ରାୟଗଡ଼ା ସହର ନିକଟବର୍ତ୍ତୀ ଅଞ୍ଚଳରେ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗର ପିଏଚ୍‌.ଡି. ଛାତ୍ର ଲୋକେଶ ଦୁର୍ଗା ଏବଂ ସ୍ବାଧୀନ…

4 years ago

ଧଳାସୁନାରେ କୀଟ

ବଲାଙ୍ଗୀର ଅଫିସ, ୪ା୧୧:ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଦୀର୍ଘବର୍ଷ ହେଲା ଚାଷୀ ଉତ୍ସାହିତ ହୋଇ ଅର୍ଥକରୀ କପାଚାଷ କରୁଛନ୍ତି। ଧଳାସୁନାର ଅଞ୍ଚଳ ଭାବେ ପରିଚିତ…

4 years ago

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା ଅଫିସ,୩ା୧୧: ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ଝିଅ ବବ୍‌ଲି ଦାସ ହତ୍ୟା ମାମଲାରେ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ଼ ହାଇକୋର୍ଟ ଗୁରୁବାର…

4 years ago