ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି।…
ଯାଜପୁର ଅଫିସ,୨୫ା୬: ଓଡ଼ିଶାର ବିଭିନ୍ନ ସ୍ଥାନରେ ରାଜ୍ୟ ବାହାରର ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ବି.ଏଡ୍. ପାସ୍ କରିଥିବା ଯୁବତୀ, ଯୁବକ ନିୟମିତ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି। କର୍ନାଟକର…
ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍ଆରଏସ୍ଏଏମ୍’ର ଉତ୍କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ…
ବ୍ରହ୍ମପୁର ଅଫିସ,୨୫ା୬: ଜଣେ ଉଚ୍ଚଶିକ୍ଷିତା ଯୁବତୀ ବିବାହ ଦୁଇ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସାଲୋନୀ ମହାପାତ୍ର (୨୬)। ଛତିଶଗଡ଼ ଜାମୁନିପଲି ଥାନା ଅନ୍ତର୍ଗତ…
ଖଇରା, ୨୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଧୋବାଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ…
ଭଦ୍ରକ ଅଫିସ, ୨୪।୬: ଭଦ୍ରକ ସହରର ଅପର୍ତିବିନ୍ଧା ଛକ ନିକଟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଗତ ୯ ତାରିଖରେ ଜଣେ ଶିକ୍ଷକଙ୍କଠାରୁ ୧୨ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା। ଏହି…
ପୁରୀ ଅଫିସ,୨୪।୬: ପଞ୍ଚଭୂତରେ ବିଲୀନ ହେଲେ ଅଭିନେତା ରାଇମୋହନ ପରିଡ଼ା। ପୁରୀ ସ୍ବର୍ଗଦ୍ୱାରଠାରେ ଶୁକ୍ରବାର ରାତିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସାନ ଝିଅ ଉଦିତା ତାଙ୍କୁ…
ମାଲକାନଗିରି,୨୪ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ପୋଲିସ ଏବଂ ସିଆରପିଏଫ-୧୫୧ବାଟାଲିୟନ ପକ୍ଷରୁ ସର୍ଚ୍ଚ ଅପରେଶନ ବେଳେ ଜାରପାଲି ଜଙ୍ଗଲରୁ ୫ ଜଣ ମାଓବାଦୀ ଧରାପଡିଛନ୍ତି। ସେମାନଙ୍କ ମଧ୍ୟରେ…
ପୁରୀ ଅଫିସ, ୨୪ା୬: ପୁଣି ପୁରୀ ସହରରେ ବୋମାମାଡ଼। ଶୁକ୍ରବାର ରାତି ପ୍ରାୟ ୯ଟାରେ ପୁରୀ ସଦର ଥାନା ଅନ୍ତର୍ଗତ ମୁକୁନ୍ଦ ମିଶ୍ର ନଗର ଅଞ୍ଚଳରେ ଥିବା…
ଭବାନୀପାଟଣା,୨୪।୬(ସ୍ବ.ପ୍ର.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବିଇଓ ଅଫିସର କାର୍ଯ୍ୟରତ ମୁଖ୍ୟ କିରାଣୀ ଯୁଧିଷ୍ଠିର ହରିଜନ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ…