ଆମ ଜିଲା ଖବର

ବର୍ଷା ହେଲେ ବିଚ୍ଛିନ୍ନ

ବଇଣ୍ଡା,୨୦।୬(ଡି.ଏନ.ଏ.): ୨୭ ବର୍ଷ ତଳେ ବାସଧରା ଯୋର ଉପରେ ନିର୍ମାଣ ହୋଇଥିଲା ପୋଲ। ହେଲେ ଏହାର ରକ୍ଷଣାବେକ୍ଷଣ ହେଲାନାହିଁ କି ମରାମତି କରାଗଲା ନାହିଁ। ଫଳରେ ଏହି ପୋଲ…

4 years ago

୧୨ ସଇରାତରେ ୧୪୪ ଜାରି

ଜଳେଶ୍ୱର, ୨୦।୬(ଡି.ଏନ୍‌.ଏ.): ସୁବର୍ଣ୍ଣରେଖା ନଦୀରୁ ପ୍ରତିଦିନ ହଜାର ହାଜର ଟ୍ରକ ଓ ଟ୍ରାକ୍ଟରରେ ବାଲି ବିନା ରୟାଲିଟିରେ ଉତ୍ତୋଳନ ହୋଇ ବେଆଇନ ଭାବେ ବିକ୍ରି ହୋଇ ଆସୁଛି…

4 years ago

ତାରାତାରିଣୀଙ୍କ ଦର୍ଶନକରି ପୂଜାକଲେ ୩ ଅଧିକାରୀ

ପୁରୁଷୋତ୍ତମପୁର,୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଭାବେ ଯୋଗଦେଇଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ପିଡି ଭି.କୀର୍ତ୍ତିଭାସନ ଏବଂ ବ୍ରହ୍ମପୁର ମହାନଗର ନିଗମର କମିଶନର ଜେ. ସୋନାଲ ସୋମବାର ମା’ତାରା…

4 years ago

ଦିବ୍ୟାଙ୍ଗ ଶିକ୍ଷକ ପରିବାରକୁ ବାସନ୍ଦ

ଛତ୍ରପୁର,୨୦।୬(ଡି.ଏନ.ଏ): ଗଞ୍ଜାମ ବ୍ଲକରେ ପୁଣି ଏକ ବାସନ୍ଦ ଘଟଣା ସାମନାକୁ ଆସିଛି। ଗାଁରେ ସାମାଜିକ ବାସନ୍ଦ ହୋଇଥିବା ଜଣେ ଦିବ୍ୟାଙ୍ଗ ଶିକ୍ଷକ ନ୍ୟାୟ ପାଇଁ ରବିବାର ଗଞ୍ଜାମ ଏସ୍‌ପିଙ୍କ…

4 years ago

ଲୋକଙ୍କ ସେବାରେ ଆସୁନି ସ୍ବଚ୍ଛ ପାନୀୟ ଜଳ ଯୋଗାଣ

ନୂଆଗଡ଼,୨୦।୬: ନୂଆଗଡ଼ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଥିବା ବେଳେ ଏଠାରେ ବିଭିନ୍ନ ସ୍ଥାନରେ ମେଶିନ ଲଗାଇ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ସେବା ସ୍ଥାପନ…

4 years ago

ଅନ୍‌ଲାଇନରେ ଔଷଧ ବିକ୍ରି ନିଷେଧ, ୦% ଜିଏସ୍‌ଟି ଦାବି

ବ୍ରହ୍ମପୁର ଅଫିସ,୨୦।୬: ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟିଭ ୟୁନିୟନ ପକ୍ଷରୁ ବିଭିନ୍ନ ଦାବିକୁ ନେଇ ରବିବାର ବ୍ରହ୍ମପୁର ସହରରେ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ଏଥିରେ ଶହୀଦ ଲକ୍ଷ୍ମଣ ନାୟକ…

4 years ago

୩ ପ୍ରାଣୀ ଚିକିତ୍ସାଳୟରେ ଝୁଲୁଛି ତାଲା

କୁଆମରା,୨୦।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟରେ ଚିକିତ୍ସକ ନ ଥିବାରୁ ଗୋ-ଚିକିତ୍ସା ସେବା ବାଧାପ୍ରାପ୍ତ ହୋଇଛି। ବ୍ଲକ ପ୍ରାଣୀ ଚିକିତ୍ସାଳୟ ଅଧୀନରେ…

4 years ago

ବିନା ସୂଚନାଫଳକରେ ଚାଲିଛି ନିର୍ମାଣ

ଚମ୍ପୁଆ, ୨୦।୬(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସିରେ ନିର୍ମାଣ ନିୟମ ବାଟବଣା ହୋଇଛି। ଆବଶ୍ୟକ ସୂଚନା ନ ଦେଇ କରାଯାଉଛି ଲକ୍ଷ ଲକ୍ଷ ଟଙ୍କାର ନିର୍ମାଣ କାର୍ଯ୍ୟ।…

4 years ago

ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ୬ ଗୋରୁଙ୍କ ଜୀବନ ଗଲା

ବୌଦ୍ଧ/ବଘିଆପଡ଼ା,୨୦ା୬(ସ୍ବ.ପ୍ର./ଡି.ଏନ୍‌.ଏ.): ବୌଦ୍ଧ ଜିଲା ବଘିଆପଡ଼ା ଅଞ୍ଚଳରେ ସୋମବାର ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ୬ ଗୋରୁଙ୍କର ମୃତ୍ୟୁ ଘଟିଥିଛି। ୨ ଆହତ ହୋଇଛନ୍ତି। ବଘିଆପଡ଼ାସ୍ଥିତ ପାଲଝାର କୃଷି ଫାର୍ମରେ…

4 years ago

ବାପା ତାଗିଦା କରିବାରୁ ଘର ଛାଡ଼ି ଚାଲିଆସିଲେ

ବାଲେଶ୍ୱର ଅଫିସ/ରୂପ୍‌ସା, ୨୦।୬(ଡି.ଏନ.ଏ.): ବାପା ପାଠ ପଢିବାକୁ ତାଗିଦ୍‌ କରିବାରୁ ନାବାଳକ ପୁଅ ଘର ଛାଡି ପଳାଇଆସିଲେ। ଶନିବାର ମଧ୍ୟରାତ୍ରରେ ବାଲେଶ୍ୱର ଜିଲା ରୂପ୍‌ସା ରେଳଷ୍ଟେଶନରେ ସେ ଅସହାୟ…

4 years ago