ଆମ ଜିଲା ଖବର

ସହାୟତା ଅପେକ୍ଷାରେ ଚିନ୍ତାମଣି

ହାଟଡିହୀ,୨୮l୧୧(ଡି.ଏନ.ଏ.): ଭାରି କଷ୍ଟ ହେଉଛି। ସିଧା ହୋଇ ଠିଆ ହୋଇ ପାରୁନି କି ପେଟେଇ ଏବଂ କଡ଼ ଲେଉଟେଇ ଶୋଇ ପାରୁନି। ସବୁବେଳେ ଯନ୍ତ୍ରଣା ହେଉଛି l…

4 years ago

କଟକଣା ମାନୁନାହାନ୍ତି ମତ୍ସ୍ୟଜୀବୀ

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୨ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ…

4 years ago

ବିଶ୍ୱ ଦରବାରରେ ପହଞ୍ଚିବ କୋରାପୁଟ କଫି

କୋରାପୁଟ/ନବରଙ୍ଗପୁର, ୨୮ା୧୧(ସ୍ବ.ପ୍ର./ବି.ପ୍ର.): କୋରାପୁଟ ଓ ନବରଙ୍ଗପୁର ଜିଲାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଶନିବାରଠାରୁ ଆରମ୍ଭ ହୋଇଛି। ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଛନ୍ତି।…

4 years ago

ଅଣ୍ଡାମାଡ଼ ରାଜନୀତି

ପୁରୀ ଅଫିସ,୨୮।୧୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସକୁ ୪ ଦିନ ପୂରିଛି। ଓଡ଼ିଆଙ୍କ ଆରାଧ୍ୟ ଠାକୁର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ ଉଦ୍ଦିଷ୍ଟ ଥିବା ହେତୁ…

4 years ago

ଧାନ କାଟିଲେ ବିଧାୟକ

କୋକସରା,୨୭।୧୧(ଡି.ଏନ.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୌଷଧି ବାଗ ଧାନ କାଟିଛନ୍ତି। ନିଜ ଗାଁ କୋକସରା ବ୍ଲକ ମାଝୀଗୁଡା ସ୍ଥିତ ଚାଷ ଜମିରେ ଶ୍ରମିକମାନଙ୍କ ସହ ମିଶି…

4 years ago

ପୋଲିସ ଗୁଳିରେ ମାଓବାଦୀ ନିହତ

ଖପ୍ରାଖୋଲ,୨୭।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗନ୍ଧମାର୍ଦ୍ଦନ ପାହାଡ଼ରେ ଶନିବାର ସନ୍ଧ୍ୟାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସନ୍ଧ୍ୟାରେ ଖପାଖୋଲ ଥାନା…

4 years ago

ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ

ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ…

4 years ago

ନାବାଳିକା ବଳାତ୍କାରୀଙ୍କୁ ୬ ବର୍ଷ ଜେଲ୍‌

ସୁନ୍ଦରଗଡ଼,୨୭।୧୧(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଞ୍ଚଳର ଜଣେ ଭିନ୍ନକ୍ଷମ ନାବାଳିକା ବଳାତ୍କାର ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର…

4 years ago

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ ଦିଆ…

4 years ago

ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା ନାମ୍ନୀ…

4 years ago