ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୭।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ଭାଇଙ୍କ ପରିବାରର ସମସ୍ତ ୫ ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା…
ଯାଜପୁର ଅଫିସ,୧୭।୪: ନକଲି ପ୍ରମାଣପତ୍ର ବଳରେ ଚାକିରି କରୁଥିବା ପ୍ରାଥମିକ ଶିକ୍ଷକମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକାଧିକ…
ବ୍ରହ୍ମପୁର ଅଫିସ,୧୭।୪: ବିଶିଷ୍ଟ ରାଜନେତା ସ୍ବର୍ଗତ ବିଜୁ (ବିଜୟାନନ୍ଦ) ପଟ୍ଟନାୟକ ଗଞ୍ଜାମ ଜିଲାରୁ ଦୁଇଥର କଂଗ୍ରେସ ବିଧାୟକ ଏବଂ ଥରେ ଆସିକା ଲୋକ ସଭା କ୍ଷେତ୍ରରୁ ଜନତା…
କାଳିଆପାଣି,୧୭।୪(ଡି.ଏନ.ଏ.): ବିଶ୍ୱ ଦକ୍ଷତା ପ୍ରତିଷ୍ଠାନ(ୱାର୍ଲ୍ଡ ସ୍କିଲ୍ ସେଣ୍ଟର) ସିଙ୍ଗାପୁରର ପ୍ରତିନିଧି ତଥା ସ୍କୁଲ୍ ଅଫ୍ ଇଞ୍ଜିନିୟରିଂର ନିର୍ଦ୍ଦେଶକ ଚିଓକ ଇଞ୍ଜିଚୁନ, ପ୍ରଶାସନ ନିର୍ଦ୍ଦେଶକ କେରୱାନ ହିଙ୍ଗ ଏବଂ…
ଧର୍ମଶାଳା,୧୭।୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବସୁଧା ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ଏନେଇ ବାର୍ଷିକ କୋଟିକୋଟି ଟଙ୍କା ଖର୍ଚ୍ଚ ମଧ୍ୟ ହେଉଛି।…
କୁଜଙ୍ଗ,୧୭।୪(ଡି.ଏନ୍.ଏ.): ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶର ଜନସାଧାରଣ ଶାନ୍ତିପ୍ରିୟ ଓ ନିରୀହ ହୋଇଥିବାବେଳେ ବାହାର ଅଞ୍ଚଳର କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ନିଜକୁ ଜନ ଆନ୍ଦୋଳନର ନେତା…
ନାଉଗାଁ,୧୬ା୪(ସ୍ବ.ପ୍ର.):ନାଉଗାଁ ବ୍ଲକ ଅଲଣା ପଞ୍ଚାୟତର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଡାକ୍ତର ଅନୁପସ୍ଥିତ ଥିବାରୁ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ସ୍ଥାନୀୟ ଗ୍ରାମବାସୀ ରଞ୍ଜିତ ରାୟ, ପ୍ରଭାତ ସ୍ବାଇଁ, ଲୋଚନ…
କେନ୍ଦ୍ରାପଡ଼ା ଅଫିସ,୧୭।୪: କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ବ୍ଲକ ଅଞ୍ଚଳରେ ବେଆଇନ ମଦ କାରବାର ବୃଦ୍ଧି ପାଇଛି। ଏହି ବିକ୍ରିକୁ ବନ୍ଦ ଦାବି କରି ପୂର୍ବତନ…
କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ ଜଳପଥ…
ବରୀ,୧୭।୪(ଡି.ଏନ.ଏ.): ବରୀ ବ୍ଲକ ଅଧୀନ ମନ୍ଦାରି ପଞ୍ଚାୟତର ମେଦୁଆନାଳ, ଦୋବୁଅ ନାଳ ଓ ସପନା ପାଟରୁ ଜଳ ନିଷ୍କାସନ ନିମନ୍ତେ ଅଧପନ୍ତରିଆ ଭାବେ ଖୋଳାଯାଇଥିବା ନାଳର ପୁନରୁଦ୍ଧାର…