ଆମ ଜିଲା ଖବର

ଷ୍ଟେଟ୍‌ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ

ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ନିଆଁ ଲାଗିଯାଇଥିଲା।…

4 years ago

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା

କେନ୍ଦୁଝର,୧୮।୧୧(ସ୍ବ.ପ୍ର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା କରାଯିବା ପ୍ରତିବାଦରେ ଜିଲା ପ୍ରେସ କ୍ଲବ କେନ୍ଦୁଝର ପକ୍ଷରୁ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗୁରୁବାର ମଧ୍ୟାହ୍ନରେ ହେବାକୁ ଥିବା ଖବରଦାତା…

4 years ago

ଶବଦାହ ପାଇଁ ମିଳୁନି କାଠ, ମୃତଦେହ ରଖି ଧାରଣା

ବରଗଡ଼ ଅଫିସ,୧୮ା୧୧: ଶବଦାହ ପାଇଁ ବରଗଡ଼ ସହରରେ କାଠ ଅଭାବ ଦେଖାଦେଇଛି। ଫଳରେ ଶବଦାହ ପାଇଁ ଲୋକଙ୍କୁ ହଟହଟା ହେବାକୁ ପଡୁଛି। ଏ ନେଇ ବାରମ୍ବାର ସ୍ଥାନୀୟ…

4 years ago

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରଣପୁର,୧୮ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସହକାରୀ ଯନ୍ତ୍ରୀ ଜଣକ ହେଉଛନ୍ତି, ଋଷିନାଥ ବରାଳ। ଭିଜିଲାନ୍ସ…

4 years ago

ଜିଏସ୍‌ଟି ଠକେଇ ଅଭିଯୋଗ: ଫର୍ନିଚର ଶୋ’ରୁମ୍‌ରେ ଚଢ଼ାଉ

ବାଲେଶ୍ୱର ଅଫିସ,୧୮।୧୧: ଜିଏସ୍‌ଟି (ଗୁଡ୍‌ ସର୍ଭିସ୍‌ ଟ୍ୟାକ୍ସ) ଠକେଇ ଅଭିଯୋଗରେ ଏନଫୋର୍ସମେଣ୍ଟ ଟିମ୍‌ ପକ୍ଷରୁ ବୁଧବାର ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ସହରର ସିନେମା ହଲ୍‌…

4 years ago

ପ୍ଲାଷ୍ଟିକ୍‌ ମୁକ୍ତହେବ ଇକୋ ସେନ୍‌ସିଟିଭ୍‌ ଜୋନ୍‌

ଢେଙ୍କାନାଳ ଅଫିସ, ୧୮।୧୧: ପ୍ଲାଷ୍ଟିକମୁକ୍ତ ହେବ ଢେଙ୍କାନାଳ ଜିଲାର ଇକୋ ସେନ୍‌ସିଟିଭ୍‌ ଜୋନ୍‌ (ସମ୍ବେଦନଶୀଳ ପରିବେଶ ଅଞ୍ଚଳ)। କପିଳାସ ଅଭୟାରଣ୍ୟ ସୀମାଠାରୁ ୫୦୦ ମିଟର ସମେତ ବିଭିନ୍ନ…

4 years ago

ଆବର୍ଜନା ପାଇଁ ମିଳୁନି ଜାଗା

କେନ୍ଦୁଝର, ୧୮।୧୧ (ସ୍ବ.ପ୍ର.): ବର୍ଜ୍ୟବସ୍ତୁ ପରିଚାଳନାରେ କେନ୍ଦୁଝରଗଡ଼ ପୌରପାଳିକା ସମ୍ପୂର୍ଣ୍ଣ ବିଫଳ ହୋଇଥିବା ସଦର ବିଧାୟକ ମୋହନ ମାଝି ଅଭିଯୋଗ କରିଛନ୍ତି। ବୁଧବାର ସହରର ବିଭିନ୍ନ ମଇଳା ଆବର୍ଜନା…

4 years ago

ରେଳ ସଂଗ୍ରହାଳୟ ଲୋକାର୍ପିତ

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ବାରିପଦାଠାରେ ବହୁ ପ୍ରତୀକ୍ଷିତ ଐତିହ୍ୟ ରେଳ ସଂଗ୍ରହାଳୟ ବୁଧବାର ଲୋକାର୍ପିତ ହୋଇଛି। ଦକ୍ଷିଣପୂର୍ବ ରେଲଓ୍ବେ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଆଦିବାସୀ ବ୍ୟାପାର…

4 years ago

‘ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ’

ଜଳେଶ୍ୱର, ୧୮।୧୧(ଡି.ଏନ୍‌.ଏ.) ମୁଁ ଚାକିରି କରି ଭୁଲ୍‌ କରିଛି, ମୋତେ ଭିକ୍ଷା ଦିଅନ୍ତୁ ବୋଲି କହି ଜଳେଶ୍ୱର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସମସ୍ତଙ୍କ ନିକଟରେ ନେହୁରା ହେଉଛନ୍ତି ଜଣେ…

4 years ago

ରାଜସ୍ବ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ଭାଜପା ନେତାଙ୍କ ଅଣ୍ଡାମାଡ଼ ଘଟଣାରେ ଯୁବ ସଭାପତି ହେମ ରଞ୍ଜନ ବାରିକଙ୍କୁ ପୋଲିସ ଅଟକ ରଖିଛି ବୋଲି ଜିଲା ସଭାପତି…

4 years ago