ଆମ ଜିଲା ଖବର

ତଥ୍ୟ ଦେବାକୁ ଡିଏଲ୍‌ଏସ୍‌ଏକୁ ନିର୍ଦ୍ଦେଶ

କଟକ ଅଫିସ,୧୮।୧୧: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ବୁଧବାର ଶୁଣାଣିକରି ହାଇକୋର୍ଟ ଜିଲାସ୍ତରରେ ୪ ଜଣିଆ କମିଟି ଗଠନ ପାଇଁ ନିର୍ଦ୍ଦେଶ…

4 years ago

୩ଦିନିଆ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ସୁରେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ଢେଙ୍କାନାଳ ଅଫିସ୍‌, ୧୮।୧୧: ମୋବାଇଲରୁ ମୋବାଇଲ୍‌କୁ ଘୂରି ବୁଲୁଥିଲା କଅଁଳ ଶିଶୁଙ୍କ ନଗ୍ନ ଭିଡିଓ। ଏଭଳି ଅଶ୍ଳୀଳତାରେ ଭରା ଫଟୋ ଏବଂ ଭିଡିଓ ସାଜିଥିଲା ରୋଜଗାରର ମାଧ୍ୟମ।…

4 years ago

ଟଙ୍କା ୨ ଶହ ପାଇଁ ମାମୁଙ୍କ ମୃତ୍ୟୁର କାରଣ ସାଜିଲା ଭଣଜା

ଉମରକୋଟ, ୧୭।୧୧(ସ୍ବ.ପ୍ର.): ମାତ୍ର ୨ଶହ ଟଙ୍କା ପାଇଁ ମାମୁଙ୍କୁ ହତ୍ୟା କରିଛି ଭଣଜା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା…

4 years ago

ଅପହରଣର ୭ ଦିନ ପରେ ଫେରିଲେ ଜୁନିୟର ଇଞ୍ଜିନିୟର

ମାଲକାନଗିରି,୧୭ା୧୧(ଡି.ଏନ୍‌.ଏ.): ବୁଧବାର ମାଓବାଦୀମାନେ ଅପହରଣ କରି ନେଇଥିବା କନିଷ୍ଠଯନ୍ତ୍ରୀ ଅଜୟ ରୋଶନ ଲାକ୍ରାଙ୍କୁ ଛାଡି ଦେଇଛନ୍ତି। ସ୍ବାମୀଙ୍କ ଅପହରଣ ପରେ ତାଙ୍କ ମୁକ୍ତି ପାଇଁ ପ୍ରଶାସନ ଆଗେଇ…

4 years ago

ଠାକୁରାଣୀଙ୍କ ଯାତ୍ରା ବେଳେ ମୁହାଁମୁହିଁ ହେଲେ ୨ ଗୋଷ୍ଠୀ

ହିଞ୍ଜିଳିକାଟୁ,୧୭ା୧୧(ଡି.ଏନ୍‌.ଏ): ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ାଠାରେ ମା’ କାଳୁଆ ଯାତ୍ରା ଉଦ୍‌ଯାପନୀ ଦିବସରେ ବୁଧବାର ଠାକୁରାଣୀଙ୍କ ଘଟ ପରିକ୍ରମା ବେଳେ ୨ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଗୋଟିଏ…

4 years ago

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ

ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି ବ୍ୟବସ୍ଥା…

4 years ago

ପୂର୍ବତନ ସରପଞ୍ଚଙ୍କ ହତ୍ୟା ପଛରେ ପ୍ରତିଶୋଧ

ବ୍ରହ୍ମପୁର ଅଫିସ,୧୭ା୧୧: କୁକୁଡ଼ାଖଣ୍ଡି ବ୍ଲକ ଅନନ୍ତେଇ ଗ୍ରାମର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀ ହତ୍ୟା ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଦୁଇ ଭାଇଙ୍କୁ ବଡବଜାର ପୋଲିସ ଗିରଫ କରିଛି।…

4 years ago

ସ୍କୁଲ ଯାଉଥିବା ବେଳେ ଛାତ୍ରୀଛାତ୍ରଙ୍କୁ ଧକ୍କାଦେଲା ବସ୍‌

ବାସୁଦେବପୁର,୧୭ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତା କଣ୍ଟିଆନାଳୀ ଘୋଷରାଠାରେ ବୁଧବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ୨ ସ୍କୁଲ ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ…

4 years ago

ଘର ଆଗରେ ବୋମାମାଡ଼,କାର ନଷ୍ଟ

ନିଶ୍ଚିନ୍ତକୋଇଲି,୧୭।୧୧: (ସ୍ବ.ପ୍ର): କଟକ ଜିଲା ସାଲେପୁର ଥାନା ଅଧିନସ୍ଥ ରାମକୃଷ୍ଣପୁର ପଞ୍ଚାୟତ ପଟପରୀ ଗ୍ରାମରେ ବୋମାମାଡ ହୋଇଛି। ବୁଧବାର ଭୋରୁ ଅଶୋକ ସାମଲଙ୍କ ଘରେ ବୋମାମାଡ ହୋଇଥିବା…

4 years ago

ନକଲି ଗୁଟ୍‌ଖା କାରଖାନା ଠାବ : ୫୦ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ

କୋରାପୁଟ,୧୭।୧୧(ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡ଼ି ରାସ୍ତାରେ ଏକ ନକଲି ଗୁଟଖା କାରଖାନା ଠାବ ହୋଇଛି। କାରଖାନା ପରିସରରୁ ପ୍ରାୟ ୫୦ ଲକ୍ଷ ଟଙ୍କାର ନକଲି ଗୁଟଖା ଜବତ…

4 years ago