ଆମ ଜିଲା ଖବର

ନାଟମଣ୍ଡମ ବିମ୍‌ରେ ଫାଟ

ପୁରୀ ଅଫିସ, ୧୧।୬: ଗୁଣ୍ଡିଚା ମନ୍ଦିର ନାଟମଣ୍ଡପ ଛାତକୁ ଧରି ରଖିଥିବା କଲମ କାପିଟାଲ ବିମ୍‌ରେ ଫାଟ ସୃଷ୍ଟି ହୋଇଛି । ନାଟମଣ୍ଡପ ମରାମତି ପର୍ଯ୍ୟାୟରେ ଛାତରୁ…

4 years ago

ତୁରନ୍ତ ବିଦ୍ୟୁତ୍‌ ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ

ବରଗଡ଼ ଅଫିସ,୧୧।୬: ବରଗଡ଼ ସହରରେ ବାରମ୍ବାର ବିଦ୍ୟୁତ୍‌ ସେବା ବ୍ୟାହତ ହେଉଛି। ବରଗଡ଼ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ପଡ଼ାବାସୀ ବିଦ୍ୟୁତ୍‌ ସମସ୍ୟା ନେଇ ବରଗଡ଼ ବିଧାୟକ…

4 years ago

ବଜ୍ରାଘାତରେ ମହିଳା ଗୁରୁତର

ହିଞ୍ଜିଳିକାଟୁ,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଧୋଡ଼ି ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଟପୁର ଗାଁରେ ବଜ୍ରାଘାତରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଉକ୍ତ ଗାଁର କାଳିଆ…

4 years ago

ତାରାତାରିଣୀଙ୍କୁ ଦର୍ଶନ କରି ମଙ୍ଗଳକାମନା କଲେ ମନ୍ତ୍ରୀ

ପୁରୁଷୋତ୍ତମପୁର, ୧୧।୬(ଡି.ଏନ୍‌.ଏ.): ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଶନିବାର ମା’ ତାରାତାରିଣୀଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳକାମନା କରିଛନ୍ତି। ଏହି ଅବସରରେ ସେ ଓଡ଼ିଶାବାସୀଙ୍କ…

4 years ago

ହଦଗଡ଼ ଅଭୟାରଣ୍ୟରୁ ମିଳିଲା ହାତୀ ମୃତଦେହ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ହଦଗଡ଼ ରେଞ୍ଜର କାଠକଟା ଜଙ୍ଗଲରୁ ଏକ ଅଣ୍ଡିରା ହାତୀର ମୃତଦେହ ଜବତ ହୋଇଛି। ହାତୀର ବୟସ ପାଖାପାଖି…

4 years ago

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସରକାରୀ ସହାୟତା ଦାବି

ନୂଆପଡ଼ା ଅଫିସ,୧୧ା୬: ତେଲଙ୍ଗାନାକୁ କାମ କରିବାକୁ ଯାଇଥିବା ନୂଆପଡ଼ା ସଦର ମହୁହାଭଟା ଗ୍ରାମର ଶମ୍ଭୁ ରଣା(୨୪)ଙ୍କ ଗତ ୮ ତାରିଖରେ ମୃତ୍ୟୁ ଘଟିଥିଲା। ତିନି ଦିନ ପରେ…

4 years ago

କଲେଜ ଆକାଉଣ୍ଟରୁ ୭୦ ଲକ୍ଷ ଠକେଇ ମାମଲା: ମାଷ୍ଟରମାଇଣ୍ଡ ପିଛାରେ ପୋଲିସ

ସୋନପୁର,୧୧।୬(ନି.ପ୍ର.): ନକଲି ଚେକ୍‌ ଜରିଆରେ ସୋନପୁର କଲେଜ ଆକାଉଣ୍ଟରୁ ୭୦ ଲକ୍ଷ ୪୨ ହଜାର ୯୦୦ ଟଙ୍କା ହରିଲୁଟ ହୋଇଛି । ଏନେଇ କଲେଜ ଅଧ୍ୟକ୍ଷ ରାଜୀବଲୋଚନ…

4 years ago

ପୁଣି ଧରାପଡ଼ିଲା ଧଳାଜହର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳ ଜିଲାରେ ବ୍ରାଉନ୍‌ସୁଗାର ର଼୍ୟାକେଟ୍‌ ସକ୍ରିୟ ହୋଇଉଠିଛି। ସହରସ୍ଥିତ ରାମେଶ୍ୱରପୁର ରେଳଧାରଣା ପାର୍ଶ୍ୱରେ ଥିବା ଏକ ସିମେଣ୍ଟ ଗୋଦାମ ନିକଟରୁ ଶୁକ୍ରବାର ଟାଉନ…

4 years ago

ଭାରିଯାନ ବଢ଼ାଉଛି ପ୍ରଦୂଷଣ

ଭୁବନ, ୧୧।୬(ଡି.ଏନ୍‌.ଏ) ଢେଙ୍କାନାଳ ଜିଲା ଭୁବନ ବ୍ଲକ କାନଖାଇ ଗ୍ରାମଦେଇ ଦୈନିକ ଶତାଧିକ କ୍ରୋମାଇଟ୍‌ ବୋଝେଇ ଭାରିଯାନ ଚଳାଚଳ କରୁଛି। ଫଳରେ ପ୍ରଦୂଷଣ ଏବଂ ଦୁର୍ଘଟଣା ବଢୁଛି।…

4 years ago

ପର୍ଯ୍ୟଟନସ୍ଥଳୀରେ ହେଉ ହସ୍ତଶିଳ୍ପ ପ୍ରଦର୍ଶନ ବଜାର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳର ଇତିହାସ ଅନନ୍ୟ। ଗଡ଼ଜାତ ଆନ୍ଦୋଳନରେ ଏହି ଜିଲା ଦେଶବାସୀଙ୍କୁ ଆନ୍ଦୋଳିତ କରିଥିଲା। ଏଠାରେ ପର୍ଯ୍ୟଟନର ବିକାଶ ପାଇଁ ବ୍ୟାପକ ଭିତ୍ତିଭୂମି ରହିଛି।…

4 years ago