ଆମ ଜିଲା ଖବର

ଝିଅ କଳା ବୋଲି ତଡ଼ି ଦେଲେ ବାପା

ରୂପସା/ବସ୍ତା/ଲଙ୍ଗଳେଶ୍ୱର, ୧୬।୯(ଡି.ଏନ.ଏ.):ଝିଅର ରଙ୍ଗ କଳା ବୋଲି ବାପା ନିଷ୍ଠୁରତାର ସୀମା ଟପିଯାଇଛନ୍ତି। ଝିଅ ସହ ମା’ଙ୍କୁ ଘରୁ ତଡି ଦେଇଛନ୍ତି। ସେମାନେ ଅସହାୟ ଅବସ୍ଥାରେ ଘର ସମ୍ମୁଖରେ…

4 years ago

ପୂର୍ବତନ ବିଧାୟକ ଗୋପନାରାୟଣ ଦାସଙ୍କ ପରଲୋକ

ବାଲେଶ୍ୱର ଅଫିସ,୧୬ା୯:ବାଲେଶ୍ୱର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଗୋପନାରାୟଣ ଦାସ(୭୪)ଙ୍କ ଗତ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କର ବ୍ରେନ ଷ୍ଟ୍ରୋକ ହେବାରୁ ପରିବାର ଲୋକେ କଟକ…

4 years ago

ରାଜ୍ୟ ସରକାରଙ୍କୁ ୧୧୫ କୋଟି ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୬ା୯:ଓଟିଏମ୍‌ ପୁନରୁଦ୍ଧାର ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଏସ୍‌ ମୁରଲୀଧରଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ…

4 years ago

ସ୍ବାମୀଙ୍କୁ ବଞ୍ଚାଇବାକୁ ଗୁଳିରେ ମଲେ ସ୍ତ୍ରୀ

ନୂଆପଡ଼ା ଅଫିସ,୧୬।୯:ରାତି ଅଧରେ ଦାଦାବଟି ମାଗିବାକୁ ଆସିଲେ। ବନ୍ଧୁକ ଦେଖାଇ ଘର ମୁରବିଙ୍କୁ ଭୟଭୀତ କରାଇଲେ। ବନ୍ଧୁକଧାରୀଙ୍କ ଦାବି ମୁତାବକ ୧୦ ହଜାର ଟଙ୍କା ଦେବାରେ ଅସହାୟତା…

4 years ago

ଆରିରେ ଶାଳୀଙ୍କ ନାକ କାଟିଦେଲେ

କୁଆଁରମୁଣ୍ଡା,୧୫ା୯(ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ମାଳିବଗିଚାରେ ରହୁଥିବା ଜଣେ ସମ୍ପର୍କୀୟ ଶାଳୀଙ୍କୁ ଭିଣୋଇ କୁହାଯାଉଥିବା ମନୋଜ ପ୍ରଧାନ ଏକ ଆରିରେ ନାକ କାଟି ଦେଇଛନ୍ତି।…

4 years ago

ସ୍ତ୍ରୀଙ୍କ ଜୀବନ ନେଲେ ସ୍ବାମୀ

ଅତାବିରା,୧୫।୯(ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ଥାନା ରୁଷୁଡ଼ା ଫାଣ୍ଡି ବଘିଆପାଲି ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟିଛି । ଗ୍ରାମର ରମେଶ ବାଗ(୩୭) ନିଜ ସ୍ତ୍ରୀ…

4 years ago

ପଥରରେ ଛେଚି ମା’ ସ୍ତ୍ରୀଙ୍କ ଜୀବନ ନେଲେ

ଝାରସୁଗୁଡ଼ା ଅଫିସ,୧୫ା୯: ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା କତରବଗା ଗ୍ରାମର ଜଡାମୁଣ୍ଡାରେ ଗୁରୁବାର ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ପୁଅ ପଥରରେ ଛେଚି ବୃଦ୍ଧା…

4 years ago

କାକାଙ୍କୁ ଟାଙ୍ଗିଆରେ ହାଣିଲେ ପୁତୁରା

ରେଢ଼ାଖୋଲ,୧୫ା୯(ଡି.ଏନ.ଏ.): ରେଢ଼ାଖୋଲ ଥାନା ଘୋଷରାମାଳ ଗ୍ରାମରେ ପୁତୁରାର ଟାଙ୍ଗିଆ ଚୋଟରେ କାକା ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି…

4 years ago

ପ୍ରେମିକାଙ୍କୁ ଗଳାକାଟି ହତ୍ୟା, ବିଷ ପିଇଲେ ପ୍ରେମିକ

ଲହୁଣୀପଡ଼ା, ୧୫।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଗୁରୁଣ୍ଡିଆ ବ୍ଲକ ଅଧୀନ ବାଙ୍କି ନିକଟସ୍ଥ ଭାଲତା ଗ୍ରାମରେ ଗୁରୁବାର ଜଣେ ଯୁବତୀଙ୍କୁ ହତ୍ୟାକରି ଜଣେ ଯୁବକ ବିଷପିଇ…

4 years ago

ମଝିରେ ଅଟକିଗଲା ଲଞ୍ଚ: ୨୫ ଯାତ୍ରୀଙ୍କୁ ଉଦ୍ଧାର କଲା ବୋଟ୍‌ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୧୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୋଡ଼ାଗଡ଼ ଡ୍ୟାମ୍‌ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗୁରୁବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଲଞ୍ଚ ଅଟକି ଯାଇଥିଲା। ଫଳରେ ଲଞ୍ଚରେ ଥିବା…

4 years ago