କୋରୁକୋଣ୍ଡା,୧୦ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ…
ଦିଗପହଣ୍ଡି,୧୦ା୯(ଡି.ଏନ୍.ଏ.): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଘୋଡ଼ାହାଡ଼ ଡ୍ୟାମ୍ର ଜଳସ୍ତର ବୃଦ୍ଧି ପାଇ ବିପଦସଙ୍କୁଳ ପାଖାପାଖି ହୋଇଛି। ଡ୍ୟାମର ସୁରକ୍ଷା ପାଇଁ ୬ଟି ଗେଟ୍ ମଧ୍ୟରୁ ଗୋଟିଏ…
କୋକସରା,୧୦ା୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ପ୍ରେମୀଯୁଗଳଙ୍କ ବିବାହ ସମ୍ପନ୍ନ ହୋଇଛି । ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ପ୍ରେମୀଯୁଗଳ ହେଲେ କାଶୀକାହାଲ ଗ୍ରାମର ସୁଜିତ…
କେନ୍ଦୁଝର,୧୦ା୯(ସ୍ବ.ପ୍ର.): ଦୀର୍ଘ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ବାଂଶପାଳ ବ୍ଲକ କେନ୍ଦୁଘାଟି ନିକଟ ବୈତରଣୀରେ ଶୁକ୍ରବାର ଅପରାହ୍ନରେ ଭାସି ଯାଇଥିବା ବ୍ୟକ୍ତିଙ୍କ ପତ୍ତା ମିଳିନାହିଁ। ପୋଲିସ ଓଡ୍ରାଫ୍…
ବରଗଡ଼ ଅଫିସ,୧୦ା୯: ବରଗଡ଼ ଟାଉନ ଥାନା ପୋଲିସ ଶନିବାର ବିପୁଳ ପରିମାଣରେ କଫ୍ସିରପ୍ ଜବତ କରିଛି। ବରଗଡ଼ ସହରକୁ ଏକ ଅଟୋ ଯୋଗେ ଚାଲାଣ ହେଉଥିବା ବେଳେ…
ଜେନାପୁର,୧୦ା୯(ଡି.ଏନ୍.ଏ.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜ୍ଜୁନ ମୁଣ୍ଡା ଶନିବାର ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଗସ୍ତ କରି ବଉଳମାଳ ପଞ୍ଚାୟତର ଇଚ୍ଛାପୁରଠାରେ ଅନୁସୂଚିତ ଜନଜାତି ସମାବେଶକୁ…
ବଲାଙ୍ଗୀର ଅଫିସ,୧୦।୯: ବଲାଙ୍ଗୀର ସହର ସାଗର କଲୋନୀର ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରେ ଭଡା ରହିବାକୁ ଆସି ଯୁବତୀଙ୍କ ସହ ତାଙ୍କର ପୁରୁଷବନ୍ଧୁ ୩ ଲକ୍ଷ ଟଙ୍କା…
କୋରାପୁଟ,୧୦।୯(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଶନିବାର ୨ ଦିନିଆ ଗସ୍ତରେ ଆସି କୋରାପୁଟରେ ପହଞ୍ଚିଛନ୍ତି। ରାଜ୍ୟପାଳ ଶନିବାର ସକାଳ ୯ଟାରେ ହୀରାଖଣ୍ଡ ଟ୍ରେନର ଏକ ସ୍ବତନ୍ତ୍ର…
ବଣାଇଁ,୧୦।୯(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବାଙ୍କୀ ବନାଞ୍ଚଳ ଟୁଁଗୁରି ଜଙ୍ଗଲରେ ଶନିବାର ପୁଣି ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଅଞ୍ଚଳବାସୀଙ୍କ ନିକଟରୁ ଖବର ପାଇ ବନ ବିଭାଗ ଅଧିକାରୀଙ୍କ…
ଆରଡ଼ି,୧୦ା୯(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ବସଷ୍ଟାଣ୍ଡ ଓ କୋଇଲଖା ବାତ୍ୟା ଆଶ୍ରୟସ୍ଥଳ ନିକଟସ୍ଥ ଜଳ ପ୍ରକଳ୍ପରୁ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ପ୍ରକଳ୍ପ ଓ ପାଣିପମ୍ପ୍କୁ ସଂଯୋଗ…