ଅନୁଗୋଳ ଅଫିସ, ୮।୧୧: କଣ୍ଟ ପୂରିଲା। ହେଲେ ମିଳିଲାନି ନିଯୁକ୍ତି। ଏହାର ପ୍ରତିବାଦରେ ନବରତ୍ନ କମ୍ପାନୀ ନାଲ୍କୋ ସ୍ପୋନ୍ସର୍ଡ ଆଇଟିଆଇ (ଏଲ୍ଏପି) କ୍ଷତିଗ୍ରସ୍ତ ପ୍ରଜାସଂଘର ୧୯୮ ସଦସ୍ୟ ଏବଂ…
ଭୁବନ, ୮।୧୧(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ଭୁବନ ବ୍ଲକ ମାର୍ଥାପୁର ପଞ୍ଚାୟତ ଓଢ଼ଣା ମାଳପୁରା ଗ୍ରାମ ନିକଟରେ ବ୍ରାହ୍ମଣୀ ନଦୀ କୂଳରେ ହେବ ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପ। ଗୁରୁବାର…
ଢେଙ୍କାନାଳ ଅଫିସ, ୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ବୋରାପଦା ଖମାର ଗ୍ରାମର ନିଖୋଜ ବ୍ୟବସାୟୀ ପୀତବାସ ଦାସ (୪୮)ଙ୍କ କ୍ଷତବିକ୍ଷତ ମୃତଦେହ ଘରଠାରୁ ଅନତି…
ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ) ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବୌଦ୍ଧବିହାରକୁ…
ସିମୁଳିଆ, ୮।୧୧(ଡି.ଏନ.ଏ.) କଥାରେ ଅଛି ଦୁଃଖ ଯେତେବେଳେ ଆସେ ନିଜର ବନ୍ଧୁ ବାନ୍ଧବଙ୍କୁ ନେଇଆସେ। ଏଭଳି ଏକ ଦୁଃଖର ପାହାଡ ଛିଣ୍ଡିପଡିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ…
କେନ୍ଦୁଝର, ୮।୧୧(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ କୋଟି କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ଜମି ଜବରଦଖଲ ଥିଲେ ବି ଦେବୋତ୍ତର ବିଭାଗ ନିଜ ଖାତାକୁ…
ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି ଗ୍ରାମର…
ସଜନାଗଡ଼,୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସହରରେ ରବିବାର ଭାଲୁ ଆତଙ୍କ ଦେଖିବାକୁ ମିଳିଥିଲା। ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ଯୁବକଙ୍କୁ ଭାଲୁଟି ଗୋଡ଼ାଇବାରୁ ସେ ଜୀବନ ବଞ୍ଚାଇବାକୁ…
ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍ଫେର୍ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା ରାଉତଙ୍କୁ…
ଲାଠୋର,୭ା୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ କାର୍ଯ୍ୟାଳୟରୁ କମ୍ପ୍ୟୁଟର, ଇନଭର୍ଟର ଓ ଅନ୍ୟାନ୍ୟ କେତେକ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…