ମାଲକାନଗିରି/ମାଥିଲି,୯ା୯(ଡି.ଏନ୍.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି ।…
କେନ୍ଦୁଝର,୯ା୯(ସ୍ବ.ପ୍ର.): ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗ କାଟିଦେବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ସିଜେଏମ୍ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ମହିଳା କମଳା ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ…
ବ୍ରହ୍ମପୁର ଅଫିସ,୯ା୯: ବଡବଜାର ଥାନା ଅଧୀନ ଓମ୍ ନଗରରେ ଚାଲିଥିବା ଏକ ନକଲି ମଦ କାରଖାନାରେ ଶୁକ୍ରବାର ଅବକାରୀ ବିଭାଗର ଏକ ଟିମ୍ ଚଢ଼ାଉ କରିଥିଲା। ଚଢାଉ…
କଟକ ଅଫିସ୍,୯।୯: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଏମ୍ପି ଅନୁଭବ ମହାନ୍ତି ପାରିବାରିକ ବିବାଦ ମାମଲାରେ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ବର୍ଷା ଓ ଅନୁଭବଙ୍କୁ ୫…
ଆର.ଉଦୟଗିରି,୯ା୯(ଡି.ଏନ.ଏ.): ଲଘୁଚାପ ପ୍ରଭାବରେ ଗଜପତି ଜିଲାରେ ଶୁକ୍ରବାର ସକାଳ ୮ଟା ସୁଦ୍ଧା ହାରାହାରି ୧୯୧.୮ ମିମି ବର୍ଷା ହୋଇଛି। ଆର.ଉଦୟଗିରି ବ୍ଲକରେ ସର୍ବାଧିକ ୪୩.୩ ମିମି ବର୍ଷା…
ବ୍ରହ୍ମପୁର ଅଫିସ,୯।୯: ଗାଡ଼ି ଚଳାଇବା ବେଳେ କାଦୁଅ ପଡିବାକୁ ନେଇ ବଚସା ଓ ଆକ୍ରମଣ ଅଭିଯୋଗରେ ବଡ଼ବଜାର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ…
ରୂପସା,୯।୯(ଡି.ଏନ୍.ଏ.): କୋଟିକୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା, ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାଠାରେ…
ଖଇରା,୯।୯(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଗୋଳିହା ଗ୍ରାମର ୨ଟି ପରିବାରୁ ଚୋରି ହୋଇଛି। ଗ୍ରାମର ମହେଶ୍ବର ନାୟକ ଓ ତାଙ୍କ ଭାଇ ଉଦୟ ନାୟକଙ୍କ…
ବ୍ରହ୍ମପୁର ଅଫିସ,୯।୯: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସୁପର ସ୍ପେଶାଲିଷ୍ଟ ବ୍ଲକର ଛାତରୁ ପୁଣି ଶୁକ୍ରବାର ସିଲିଂ ଖସିଛି। ଆଜି ତୃତୀୟ ମହଲାରେ ଥିବା ଏଣ୍ଡୋକ୍ରାଇନୋଲୋଜି ବିଭାଗରୁ…
ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ…