ଆମ ଜିଲା ଖବର

ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର, ରାଜସ୍ବ ନୀରିକ୍ଷକ ଆହତ

ଲୋଇସିଂହା,୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ପ୍ରଭାକର ପଧାନ ଏବଂ ରାଜସ୍ବ ନୀରିକ୍ଷକ…

4 years ago

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ…

4 years ago

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଭୋଟ ଦେଲେନି ବିଧାୟକ ମୋକିମ

କଟକ ଅଫିସ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଇତି ମଧ୍ୟରେ କଂଗ୍ରେସର ପଦାଧିକାରୀ ନିଜ ମତ ସାବ୍ୟସ୍ତ କରିଥିବା ବେଳେ…

4 years ago

ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଷ୍ଟାର…

4 years ago

ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁରଝର ଜିଲା ସଦର ବ୍ଲକ ଡିମ୍ବୋ ସ୍ଥିତ ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତି ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ଅନୁଷ୍ଠିତ…

4 years ago

ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି।…

4 years ago

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ…

4 years ago

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ…

4 years ago

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା…

4 years ago

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ…

4 years ago