ଯାଜପୁର ଅଫିସ,୧ା୧୧: ଶିଳ୍ପୋନ୍ନତ ଯାଜପୁର ଜିଲାରେ ଥିବା କମ୍ପାନୀଗୁଡିକ ସେମାନଙ୍କ ପାଇଁ ଥିବା ନୀତି ନିୟମକୁ ଉଲ୍ଲଂଘନ କରୁଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି। ଏମାନଙ୍କ କଳା କାରନାମା…
ମହାକାଳପଡ଼ା,୧ା୧୧ (ଡି.ଏନ୍.ଏ.): ଯାଜପୁର ଜିଲାରୁ ଆସିଥିବା ହାତୀଟି ଉତ୍ପାତ ଚଳାଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗଡ଼ରୋମିତ ପଞ୍ଚାୟତର ସୋବଳାର ଗହୀର ପାଟ ଚାଷ ଜମିରେ ହାତୀଟି…
ଆସିକା,୧ା୧୧(ଡି.ଏନ.ଏ.): ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନଳବଣ୍ଟା ଗ୍ରାମରେ ପୋଲିସ ଚଢାଉ କରି ବାଣ ପ୍ରସ୍ତୁତି କାରଖାନାରୁ ବହୁ ପରିମାଣର ବାଣ ଓ ବାରୁଦ…
ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ…
ଉମରକୋଟ, ୩୧ା୧୦(ସ୍ବ.ପ୍ର.): ଉତ୍ତର ପ୍ରଦେଶରୁ ଆସି ନବରଙ୍ଗପୁର ଜିଲା ଉମରକୋଟରେ ରହି ମୋବାଇଲ୍ ଟାଓ୍ବାରରୁ ବ୍ୟାଟେରି ଚୋରି କରୁଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୨ ଜଣଙ୍କୁ ଉମରକୋଟ…
ମାଲକାନଗିରି, ୩୧ା୧୦(ଡି.ଏନ୍.ଏ.): ମନମାନି ଚଳାଇଛି ଟାଟା କମ୍ପାନୀ। ବିଦ୍ୟୁତ୍ ବିଲ୍ ପୈଠ ସତ୍ତ୍ୱେ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟୁଛି। ଘରୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହେତୁ ଘରେ ଚିକିତ୍ସାଧୀନ…
ଦାରିଙ୍ଗବାଡ଼ି,୩୧।୧୦(ଡି.ଏନ୍.ଏ): ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଗତ ଗୁରୁବାର ଓ ଶୁକ୍ରବାର ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମଗୁଡ଼ିକରେ ଦଳୀୟ ନେତା ଓ…
କୋଭିଡ୍ କଟକଣା ପାଇଁ ରାଜ୍ୟ ସରକାର ବାଣ ବିକ୍ରି ଉପରେ ରୋକ୍ ଲଗାଇଥିବା ବେଳେ ଭଦ୍ରକ ସହରରେ ଚୋରାରେ ବାଣ ବିକ୍ରି ହେଉଥିଲା। ବିଶେଷ ସୂତ୍ରରୂ ଖବର…
ହାଟଡିହୀ,୩୧l୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗାଁ ନିକଟରେ ଥିବା ବିଦ୍ୟାଧରପୁର -ଆନନ୍ଦପୁର ମୁଖ୍ୟ କେନାଲରେ ଗାଧାଉଥିବା ସମୟରେ ଅସାବଧାନତାବଶତଃ ବୁଡିଯାଇ ଦୁଇଜଣ ଛାତ୍ର ନିଖୋଜ…
ଭୁବନେଶ୍ୱର/ସମ୍ବଲପୁର,୩୧।୧୦(ବ୍ୟୁରୋ): ଆସନ୍ତା ୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁର ଜିଲା ଗସ୍ତ କରିବେ। ଏ ନେଇ ସରକାରୀ ଭାବେ ସୂଚୀ ଜାରି କରାଯାଇଛି । ମଙ୍ଗଳବାର…