ରାୟଗଡ଼ା ଅଫିସ,୫ା୯: ଗୁଣିଗାରେଡ଼ି ସନ୍ଦେହରେ ମହିଳାଙ୍କୁ ହତ୍ୟା କରିଛନ୍ତି ପଡ଼ୋଶୀ ଯୁବକ। ରାୟଗଡ଼ା ସହରର କୋଇଲାପଡ଼ାଠାରେ ଏପରି ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରମା ବିଭାର (୫୦)ଙ୍କୁ ସୋମବାର…
ଆର.ଉଦୟଗିରି,୫।୯(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। କିଛିଦିନ ତଳେ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଅଞ୍ଚଳର କିଛି ଲୋକଙ୍କ ମୃତ୍ୟୁ ଘଟିଛି। ଏହି…
ଦାରିଙ୍ଗବାଡ଼ି,୫ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଦାରିଙ୍ଗବାଡ଼ି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ…
ସାରସକଣା,୫।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ କଳାପାଣି ଅଙ୍ଗନବାଡି କର୍ମୀଙ୍କୁ ସାରସକଣା ବ୍ଳକ ସିଡିପିଓ ମାନସିକ ଚାପ ଓ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଛି।…
ଖପ୍ରାଖୋଲ,୫।୯(ଡି.ଏନ.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବହାଲ ପଞ୍ଚାୟତ ଦେଦର୍ହା ଗାଁ ବ୍ୟାପୁଛି ଝାଡାବାନ୍ତି। ଝାଡାବାନ୍ତିରେ ଗାଁର ଗୋଟିଏ ପରିବାରର ଦୁଇ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ…
ଗଞ୍ଜାମ,୫।୯(ଡି.ଏନ.ଏ.): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରିଥିଲା ଦେଶ l ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଲଗାଇବା…
ନୟାଗଡ଼ ଅଫିସ,୫।୯: ନୟାଗଡ ଜିଲା ଓଡଗାଁ ଥାନା ଗୌଡପୁଟ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହିତ ଗାଧୋଇବାକୁ ଯାଇ ନଦୀରେ ଭାସିଯାଇ ଦୁଇ ବର୍ଷର…
ଲୋଇସିଂହା,୫।୯(ଡି.ଏନ.ଏ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର କେତେକ ପଞ୍ଚାୟତ ୨୦୨୧-୨୨ ଖରିଫ ମରୁଡି କ୍ଷତିପୂରଣ ତାଲିକାରୁ ବାଦ ପଡିଛନ୍ତି। କ୍ଷତିପୂରଣ ଦାବିରେ ଗତ ୨୬ ଜୁଲାଇରେ ଚାଷୀମାନେ ରାସ୍ତାରୋକୋ…
ଦଶମନ୍ତପୁର,୫ା୯ ( ଡି.ଏନ. ଏ.):ସରକାର ଦୁର୍ଗମ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ପାନୀୟ ଜଳ ସମସ୍ୟା ଦୂର କରିବାକୁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ…
ସମ୍ବଲପୁର,୫ା୯(ବ୍ୟୁରୋ):ଶିକ୍ଷାଦାନକୁ ପେସା କରି ନିଜର ଜୀବିକା ନିର୍ବାହ କରୁଥିଲେ। ସରକାରୀ ସ୍କୁଲରେ ପ୍ରାୟ ୩୫ ବର୍ଷ ଚାକରି କରି ନିଜ ପେସାରୁ ଅବସର ନେଲେ। ହେଲେ ଏବେ…