ଆମ ଜିଲା ଖବର

ମମିତାଙ୍କ ମା’ ଗୁରୁତର

ବଲାଙ୍ଗୀର,୩୦।୧୦(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହରଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଚର୍ଚ୍ଚା ହେଉଥିବା ବେଳେ ଝିଅକୁ ହରାଇବାର ଦୁଃଖରେ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି ତାଙ୍କ…

4 years ago

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ହିନ୍ଦୋଳ,୩୦।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ଯନ୍ତ୍ରୀ ରଶ୍ମି ରଞ୍ଜନ ବେହେରା ଶନିବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ରଶ୍ମି ରଞ୍ଜନ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ…

4 years ago

ବୌଦ୍ଧରେ ୧୨ ଘଣ୍ଟିଆ ବନ୍ଦ ପାଳନ

ବୌଦ୍ଧ,୩୦ା୧୦(ସ୍ବ.ପ୍ର.): ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା ମାମଲାର ସିବିଆଇ ତଦନ୍ତ ଓ ହତ୍ୟାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ହେଉଥିବା ଗୃହମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ତୁରନ୍ତ ମନ୍ତ୍ରୀ ମଣ୍ଡଳରୁ…

4 years ago

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

ଖୋର୍ଦ୍ଧା ଅଫିସ,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି…

4 years ago

ଜଳିଗଲା ୫ ବଖରା: ୪ ଗୋରୁ, ଛେଳି ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ,୩୦ା୧୦: ଅଗ୍ନିକାଣ୍ଡରେ ୩ଟି ପରିବାରର ୫ ବଖରା ଘର ଜଳିଯାଇଛି। ଏଥିସହ ୪ ଗୋରୁ ଓ ଗୋଟିଏ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଭଦ୍ରକ ବ୍ଲକ…

4 years ago

ମମିତା ହତ୍ୟା ମାମଲା: ଆଜି କେନ୍ଦ୍ରାପଡ଼ା ବନ୍ଦ

କେନ୍ଦ୍ରାପଡ଼ା ଅଫିସ,୩୦ା୧୦: ବଲାଙ୍ଗୀର ଜିଲ୍ଲାର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ବନ୍ଦ ହୋଇଛି। ସହରର ତିନିମୁହାଣୀ ସମେତ…

4 years ago

ଘରକୁ ଫେରୁଥିଲେ ଦାଦନ ଶ୍ରମିକ:ଗଛକୁ ଧକ୍କା ଦେଲା ସ୍କର୍ପିଓ

ପାପଡାହାଣ୍ଡି,୩୦।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର ବାବାଜୀ ଗୁଡା ନିକଟରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଭୋରୁ ଏକ ସ୍କର୍ପିଓ ଗଛକୁ…

4 years ago

ବିନା ଅନୁମତିରେ ଚାଲିଛି ପିଚୁ ପ୍ଲାଣ୍ଟ

ଯାଜପୁର ଅଫିସ,୩୦।୧୦: ଶିଳ୍ପ ପ୍ରଦୂଷଣ ରୋକିବାକୁ ଦୃଢ଼ ପଦକ୍ଷେପ ନିଆଯାଉଥିବା ଓ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବଦ୍ଧପରିକର ବୋଲି ସରକାର ଘୋଷଣା କରିଛନ୍ତି। ହେଲେ ଯାଜପୁର ଜିଲା…

4 years ago

ଚୁଆପାଣିରେ ଶୋଷ ମେଣ୍ଟୁଛି

କାଳିଆପାଣି,୩୦।୧୦(ଡି.ଏନ.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ପ୍ରାଥମିକତା ରହିଛି। ହେଲେ ତାହା ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଫଳରେ ଲୋକେ ଚୁଆପାଣିରେ ଶୋଷ ମେଣ୍ଟାଉଛନ୍ତି।…

4 years ago

ଭାଜପା ପକ୍ଷରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ପଟ୍ଟାମୁଣ୍ଡାଇ, ୩୦।୧୦: କଳାହାଣ୍ଡି ଜିଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି।…

4 years ago