ଆମ ଜିଲା ଖବର

ଜଳିଗଲା କିରୋସିନି ବୋଝେଇ ଅଟୋ

ଭଦ୍ରକ ଅଫିସ, ୨୪।୧୦: ଭଦ୍ରକ ଜିଲା ଧାମନଗର-ଚୁଡ଼ାକୁଟି ରାସ୍ତାର ପଣ୍ଡୁବଜାର ଛକ ନିକଟରେ ରବିବାର ଏକ କିରୋସିନ ବୋଝେଇ ଅଟୋ (ନଂ. ଓଡି ୨୨ ଡି ୮୯୩୫)…

4 years ago

ଟଙ୍କା ପାଇଁ ଭାରୋତ୍ତୋଳକ ସାଜିଲେ ଦିନମଜୁରିଆ

ମାଲକାନଗିରି,୨୪ା୧୦ (ଡି.ଏନ.ଏ.): ଦିନେ ରାଜ୍ୟ ତଥା ଜିଲା ପାଇଁ ଗୌରବ ଆଣିଥିବା ଯୁବକ ଆଜି ପାଲଟିଛନ୍ତି ଦିନ ମଜୁରିଆ । ଅର୍ଥାଭାବରୁ ତାଙ୍କ ପ୍ରତିଭା ଅନ୍ଧାରରେ ହଜିଯାଉଛି।…

4 years ago

ନାଳ ପାର୍‌ ହେଉଥିବା ବେଳେ ବୁଡ଼ିଗଲେ

ଠାକୁରମୁଣ୍ଡା,୨୪।୧୦(ଡି.ଏନ.ଏ.): ନାଳ ପାର୍‌ ହେଉଥିବା ବେଳେ ଜଣେ ବ୍ୟକ୍ତି ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକ ହେଲେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ଚମ୍ପାଝର ପଞ୍ଚାୟତ କିରିକିଚିପାଳ…

4 years ago

ଯାଜପୁରରେ ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ

ଛତିଆ,୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ବିଦ୍ୟାଧରପୁରରେ ଚାଲିଥିବା ଏକ ନକଲି ଜର୍ଦ୍ଦା କାରଖାନା ଉପରେ ରବିବାର ଅଚାନକ ଚଢାଉ ହୋଇଛି। ଏଥିରେ ବିପୁଳ ପରିମାଣରେ ନକଲି ଜର୍ଦ୍ଦା…

4 years ago

ପାଓ୍ବାରଟିଲରକୁ ଧକ୍କା ଦେଲା ବାଇକ୍‌

ହିଞ୍ଜିଳିକାଟୁ,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସମରଝୋଳ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ରାସ୍ତା ପାଶର୍‌ବରେ ଥିବା ଏକ ପାଓ୍ବାରଟିଲରକୁ ଏକ ବାଇକ…

4 years ago

ନିର୍ବନ୍ଧରେ ଯୋଗଦେବାକୁ ଯାଉଥିଲା ବେଳେ କାର୍‌ ଉପରେ ପଡ଼ିଲା ବାସି ତୋରାଣି, ଆଉ ତା’ ପରେ…

ଗଞ୍ଜାମ,୨୪।୧୦(ଡିଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ପୁରୁଣା ଜାତୀୟ ରାଜପଥ ବଡବଜାରସ୍ଥିତ ଏକ ଜଳଖିଆ ଦୋକାନ ପାର୍ଶ୍ୱରେ ଏକ କାର ଉପରକୁ ବାସି ତୋରାଣି ଫିଙ୍ଗିବା ଚର୍ଚ୍ଚାର ବିଷୟ ପାଲଟିଛି।…

4 years ago

ମନ୍ତ୍ରୀଙ୍କ ଗିରଫ ଦାବିରେ କଂଗ୍ରେସର ଗଣଧାରଣା

କେସିଙ୍ଗା,୨୪।୧୦(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟା ଘଟଣା ପ୍ରତିବାଦରେ କଳାହାଣ୍ଡି ଜିଲା କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ଆଦର୍ଶ ଥାନା ସମ୍ମୁଖରେ ଗଣଧାରଣା…

4 years ago

ଭଙ୍ଗା କୁଡ଼ିଆରେ ଅସହାୟ ଅବସ୍ଥାରେ ଗୁରୁ

ମାଲକାନଗିରି,୨୪।୧୦(ଡି.ଏନ୍‌.ଏ.): ବୟସର ଅପରାହ୍ନରେ ପରିବାର ଲୋକଙ୍କ ସ୍ନେହ ଓ ସେବା ଲୋଡ଼ାହୁଏ। ଶେଷ ସମୟରେ ନିଜର ଲୋକେ ନ ପଚାରିଲେ ଜୀବନ ଜିଇଁବା କଷ୍ଟକର ହୋଇପଡ଼େ। ମାଲକାନଗିରି…

4 years ago

ଆଜି ସରୁଛି ଗୋବିନ୍ଦଙ୍କ ରିମାଣ୍ଡ ଅବଧି

ଭବାନୀପାଟଣା,୨୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ରିମାଣ୍ଡ ଅବଧି ଆଜି…

4 years ago

ଅବ୍ୟବସ୍ଥାରେ ମଧୁକୁଞ୍ଜ ପାର୍କ

କଟକ ଅଫିସ,୨୪ା୧୦: କଟକ ମହାନଗର ନିଗମ (ସିଏମ୍‌ସି)ର ୧୬ ନମ୍ବର ୱାର୍ଡ ଅଧୀନ ତୁଳସୀପୁର ସ୍ଥିତ ମଧୁକୁଞ୍ଜ ପାର୍କରେ ଅନେକ ଅବ୍ୟବସ୍ଥା ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ପାର୍କ…

4 years ago